Bhubaneswar: In a significant political maneuver that has sent shockwaves through the corridors of power in Odisha, Biju Janata Dal (BJD) President Naveen Patnaik has suspended two sitting lawmakers, Sanatan Mahakud and Arabinda Mahapatra, on charges of corruption and...
ଭୁବନେଶ୍ୱର : ବିଜୁ ଜନତା ଦଳ ଆଜି ତାହାର ଦୁଇ ବିଧାୟକଙ୍କୁ ଦଳରୁ ନିଲମ୍ବନ କରିଛି । ସେମାନେ ହେଲେ ଚମ୍ପୁଆର ବିଧାୟକ ସନାତନ ମହାକୁଡ ଓ ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର । ସନାତନ ଦ୍ୱିତୀୟଥର ପାଇଁ ବିଧାନସଭାକୁ ଆସିଥିବାବେଳେ ଅରବିନ୍ଦଙ୍କ ପ୍ରଥମଥର ପାଇଁ ବିଧାୟକ ହୋଇଛନ୍ତି । ଦଳ ବିରୋଧି କାର୍ଯ୍ୟପାଇଁ...
ଭୁବନେଶ୍ୱର : ଓଡ଼ିଶାର ଅପାର ସମ୍ଭାବନା ଯଥାପ୍ରାକୃତିକ ସମ୍ପଦ, ପ୍ରତିଭାବାନ ଯୁବଶକ୍ତି, ସୁଦୀର୍ଘ ବେଳାଭୂମିର ବନ୍ଦର ଏବଂ ନୂତନ ଯୁଗର ବୈଷୟିକ ଜ୍ଞାନକୌଶଳକୁ ପାଥେୟ କରି ଏକ ସମୃଦ୍ଧ ଅର୍ଥନୈତିକ ଅଧ୍ୟାୟ ସୃଷ୍ଟି କରିବା ଆଜି ସମୟର ଆହ୍ୱାନ । ଓଡ଼ିଶାକୁ କେବଳ କଞ୍ଚାମାଲ ଯୋଗାଣକାରୀ ରାଜ୍ୟ ଭାବେ ନୁହେଁ, ବରଂ ଏକ 'ଜ୍ଞାନ-ଆଧାରିତ...
ଭୁବନେଶ୍ୱର : ରାଜ୍ୟର ବିଜ୍ଞାନ, ଜ୍ୟୋତିର୍ବିଜ୍ଞାନ, ଆଷ୍ଟ୍ରୋଫିଜିକ୍ସ ଏବଂ ମହାକାଶ ବିଜ୍ଞାନକୁ ଲୋକପ୍ରିୟ କରାଇବାରେ ପ୍ରମୁଖ ଭୂମିକା ନିଭାଉଥିବା ପଠାଣି ସାମନ୍ତ ପ୍ଲାନେଟାରିୟମର ନବୀକରଣ ପାଇଁ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ୧୯୯୦ ମସିହାରୁ ଜନସାଧାରଣ ମାନଙ୍କ ଉତ୍ସର୍ଗୀକୃତ ଏହି ପ୍ଲାନେଟାରିୟମର ଆଧୁନିକୀକରଣ ତଥା ଏହାର ବିକାଶ ପାଇଁ ବିଜ୍ଞାନ...
ଭୁବନେଶ୍ୱର : ରାଜ୍ୟ ବିଜେପି ସରକାରଙ୍କ ଦ୍ୱାରା ନୂତନ ବିଧାନସଭା ଓ ଲୋକସେବା ଭବନ ନିର୍ମାଣ ପାଇଁ ନିକଟରେ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିବା ବେଳେ ଏହାର ଆବଶ୍ୟକତାକୁ ନେଇ ବିଜୁ ଜନତା ଦଳ ପ୍ରଶ୍ନ ଉଠାଇଛି । ରାଜ୍ୟରେ ବିଭିନ୍ନ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ବିଫଳତା କାରଣରୁ ରାଜ୍ୟବାସୀ ସରକାରଙ୍କ ବିରୋଧରେ ଆକ୍ରୋଶ ଶିଖର...
ଭୁବନେଶ୍ୱର :ଚଳିତ ଶିକ୍ଷାବର୍ଷରେ ମାଟ୍ରିକ ପରୀକ୍ଷା ପାଇଁ ଛାତ୍ରଛାତ୍ରୀମାନେ ପ୍ରସ୍ତୁତ ହେଉଥିବାବେଳେ କେତେକ ଶିକ୍ଷାନୁଷ୍ଠାନରେ କିନ୍ତୁ ଯୁକ୍ତ ଦୁଇ ନାମଲେଖା ଆରମ୍ଭ ହୋଇଗଲାଣି । ଏହିସବୁ ଘରୋଇ ଶିକ୍ଷାନୁଷ୍ଠାନମାନେ ମୋଟା ଅଙ୍କର ଅର୍ଥ ନେବା ସହିତ ପିଲାଙ୍କ ପାଇଁ ଆସନ ସଂରକ୍ଷିତ କରିବାରେ ଲାଗିଛନ୍ତି ।
ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବାପରେ ଯୁକ୍ତ ଦୁଇରେ...
ଭୁବନେଶ୍ୱର : ଉତ୍ତର ଓଡ଼ିଶାରେ ଏବେ ମକର ପର୍ବ ଓ ଦକ୍ଷିଣ ଓଡ଼ିଶାରେ ପୋଙ୍ଗଲ ଧୁମ୍ଧାମ୍ରେ ପାଳିତ ହେଉଥିବା ପରିପ୍ରେକ୍ଷୀରେ ମଦ ବେପାର ଢେର ଅଧିକ ବଢ଼ିଯାଇଛି । ଏହି ପର୍ବ ପାଳନକୁ ଆଖି ଆଗରେ ରଖି ଚୋରା ମଦ ବେପାରୀମାନେ ପୂର୍ବରୁ ଯେଉଁ ପ୍ରସ୍ତୁତି ଆରମ୍ଭ କରିଥିଲେ ଏବେ ସେଥିରୁ ମୁନାଫା ଉଠାଉଛନ୍ତି...
ଭୁବନେଶ୍ଵର : ଜାନୁଆରୀ ୨୬ରୁ ଲାଗୁହେବ କ୍ୟାପଟେନ ଓ ଗାଇଡମାନଙ୍କ ନିମନ୍ତେ ପ୍ରୋତ୍ସାହନ ରାଶି। ଚାଳକଙ୍କ ସୁରକ୍ଷିତ ଗାଡ଼ି ଚାଳନା ଓ ବିଭିନ୍ନ ଦିଗରୁ ସେମାନଙ୍କ କାର୍ଯ୍ୟକୁ ମୂଲ୍ୟାଙ୍କନ କରି ତିନିମାସରେ ଥରେ ପ୍ରଦାନ କରାଯିବ ଏହି ରାଶି।ଫେବୃୟାରୀରୁ ଆରମ୍ଭ ହେବ ଆମ ବସ୍ ରୁଟରେ ଜନ ସାଧାରଣଙ୍କ ସହଭାଗିତା , ସାମାଜିକ ଗଣମାଧ୍ୟମରୁ...
ଚେନ୍ନାଇ : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଚେନ୍ନାଇ ସ୍ଥିତ ଆଇଆଇଟି ମାଡ୍ରାସ ପରିସରରେ ଛାତ୍ରଛାତ୍ରୀ ଏବଂ ଶିକ୍ଷକମାନଙ୍କ ସହ ପାରମ୍ପରିକ ପୋଷାକ ପିନ୍ଧି ତାମିଲନାଡୁର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ପୋଙ୍ଗଲ’ ପର୍ବ ପାଳନ କରିଛନ୍ତି ।
ପ୍ରତିଷ୍ଠାନର କମ୍ୟୁନିଟି ହଲ୍ରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶ୍ରୀ ପ୍ରଧାନ ସାମିଲ ହୋଇ ଅମଳର...
Bhubaneswar: Eminent literature scholar and researcher Dr Nrusingha Charan Sarangi was conferred with the prestigious Vyasa Kabi Fakir Mohan Odia Bhasha Samman–2021 by the Odia Language, Literature and Culture Department, Government of Odisha.
The award was presented by Culture Minister...










