ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୂନ୍ୟ ସହିଷ୍ଣୁତା ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ବେଳେ ୨ ଜଣଙ୍କୁ ଚାକିରୀରୁ ବହିଷ୍କାର ଓ ଅନ୍ୟ ୨ ଜଣଙ୍କ ପେନ୍ସନ୍ ସ୍ଥାୟୀଭାବେ ସ୍ଥଗିତ କରାଯାଇଛି। ଏଥିରେ ବିଭିନ୍ନ କ୍ଷେତ୍ରରେ ଥିବା ଅଧିକାରୀ, ଯଥା...
Bhubaneswar: Even as the depression formed over Odisha weakened into a low pressure area and lay over eastern Madhya Pradesh and its neighbourhood, a fresh low pressure area was expected to form over north Bay of Bengal on August...
ନୂଆଦିଲ୍ଲୀ : ଡାକଘର ପକ୍ଷରୁ ଜାତୀୟ ପତାକା ଗୋଟିକୁ ୨୫ଟଙ୍କା ହିସାବରେ ବିକ୍ରି କରାଯାଉଛି । ଏହି ପତାକାଗୁଡିକୁ କୌଣସି ଦେୟ ବିନା ଘରେ ପହଞ୍ଚାଯାଉଛି । ଇ-ଡାକଘର ପୋର୍ଟାଲ ଜରିଆରେ ମଧ୍ୟ ନାଗରିକମାନେ ଜାତୀୟ ପତାକା ଅନଲାଇନରେ କିଣିପାରିବେ ।
ଠିକ୍ ସମୟରେ ପତାକା ପହଞ୍ଚାଇବା ଦୃଷ୍ଟିରୁ ନାଗରିକମାନେ ଅଗଷ୍ଟ ୧୨, ୨୦୨୨ ପୂର୍ବରୁ...
Bhubaneswar: The State Government on Wednesday effected a minor reshuffle among senior OAS officers.
As per a notification issued by the General Administration and Public Grievances Department, senior OAS Kailash Chandra Nayak has been appointed as Additional District Magistrate (ADM),...
ଭୁବନେଶ୍ୱର : ଗତକାଲି ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ କ୍ରମେ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଥିବା ବେଳେ ଅଗଷ୍ଟ ୧୩ ତାରିଖ ବେଳକୁ ଉତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ନେଇ ବୁଧବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର...
Bhubaneswar: Ace mandarin, Bishnupada Sethi took over as Principal Secretary Higher Education Wednesday here in Lok Seva Bhawan.
1995 Batch IAS Mr.Sethi was given warm welcome by the senior officials of the Department of Higher Education as he served this...
ଭୁବନେଶ୍ୱର : ଓଡିଶା ଅଗ୍ନିଶମ ନିର୍ଦ୍ଦେଶାଳୟ ଦ୍ୱାରା ଓଡିଶା ଅଗ୍ନିଶମ ଓ ବିପତ୍ତି ନିସ୍ତାର ପ୍ରତିଷ୍ଠାନ, ଭୁବନେଶ୍ୱର ଠାରେ ରାଜ୍ୟସ୍ତରୀୟ ବରିଷ୍ଠ ଅଗ୍ନିଶମ ସେବା ଅଧିକାରୀମାନଙ୍କ ବାର୍ଷିକ ଅଧିବେଶନ-୨୦୨୨ ଉଦ୍ଘାଟିତ ହୋଇଯାଇଛି ।
ଏହି ଅଧିବେଶନରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଗୃହରାଜ୍ୟ ମନ୍ତ୍ରୀ ତୁଷାରକାନ୍ତି ବେହେରା କହିଥିଲେ ଯେ ବର୍ଦ୍ଧିତ ଜନସଂଖ୍ୟା, ଦୃତ...
ନୂଆଦିଲ୍ଲୀ : ରାଜ୍ୟ ସରକାରମାନଙ୍କୁ ଟିକସ ହସ୍ତାନ୍ତର (ଡିଭୋଲ୍ୟୁସନ)ର ଦୁଇଟି କିସ୍ତି ଜାରି କରିଛନ୍ତି କେନ୍ଦ୍ର ସରକାର । ଓଡ଼ିଶାକୁ କେନ୍ଦ୍ର ସରକାରଙ୍କ ଠାରୁ ୫,୨୮୨.୮୬ କୋଟି ଟଙ୍କାର ଟିକସ ଭାଗ ମିଳିଛି ।
ସ୍ୱାଭାବିକ ମାସିକ ଟିକସ ହସ୍ତାନ୍ତର ପରିମାଣ ୫୮,୩୩୨.୮୬ କୋଟି ଟଙ୍କା ତୁଳନାରେ ୧୦ ଅଗଷ୍ଟ, ୨୦୨୨ରେ କେନ୍ଦ୍ର ସରକାର ୧,୧୬,୬୬୫.୭୫...
ଭୁବନେଶ୍ୱର : ରାଜଧାନୀର ଲୋକସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି । ଗାଡ଼ି ମୋଟର ସଂଖ୍ୟା ରେ ମଧ୍ୟ୍ୟ ବୃଦ୍ଧି ଘଟୁଛି । ଏହା ଦ୍ୱାରା ସହରରେ ଟ୍ରାଫିକ ନିୟନ୍ତ୍ରଣ ଏକ ମୁଖ୍ୟ ସମସ୍ୟା ହୋଇଛି ।
ଭୁବନେଶ୍ୱର ଟ୍ରାଫିକ ବ୍ୟବସ୍ଥା ରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଙ୍କ ନିର୍ଦେଶ...
ଭୁବନେଶ୍ୱର : ଓଡିଶାର ୪ହଜାରରୁ ଅଧିକ ବୁଣାକାର ଗଭର୍ଣ୍ଣମେଣ୍ଟ ଇ-ମାର୍କେଟପ୍ଲେସ (ଜିଇଏମ୍)ରେ ଯୋଡି ହୋଇଛନ୍ତି ଯାହାକି ସେମାନଙ୍କ ପାଇଁ ବଡ ବଜାର ଉପଲବ୍ଧ କରିଛି । ଜିଇଏମ୍ ପୋର୍ଟାଲରେ ସାମିଲ ହୋଇଥିବା ବୁଣାକାର ଓ କାରିଗରମାନେ ଏବେ ସେମାନଙ୍କର ଉତ୍ପାଦିତ ସାମଗ୍ରୀକୁ ସିଧାସଳଖ ସରକାରୀ ସଂସ୍ଥାଗୁଡିକୁ ବିକ୍ରି କରିପାରିବେ ।
ହସ୍ତତନ୍ତ ଉତ୍ପାଦନ କ୍ଷେତ୍ରରେ ଓଡିଶା...










