ଭୁବନେଶ୍ୱର : ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ଭୁବନେଶ୍ୱର ପକ୍ଷରୁ ଆଜି ଭଦ୍ରକଠାରେ ଆଞ୍ଚଳିକ ଗଣମାଧ୍ୟମ କର୍ମଶାଳା ବାର୍ତ୍ତାଳାପ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ କେନ୍ଦ୍ର ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପିଆଇବିର ଅତିରିକ୍ତ...
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଆଭାସୀ ମାଧ୍ୟମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଏବଂ ବିଭିନ୍ନ ବିଭାଗୀୟ...
ଭୁବନେଶ୍ୱର : ପଲିଥିନ୍‍ ଚଢଉରୁ ବର୍ଷକୁ ବର୍ଷ ସରକାର ଲକ୍ଷାଧିକ ଟଙ୍କାର ଜୋରିମାନା ଅର୍ଥ ଆଦାୟ କରୁଥିବାବେଳେ ରାଜ୍ୟରୁ କିନ୍ତୁ ନିମ୍ନମାନର ପଲିଥିନ୍‍ କାରବାର ବନ୍ଦ ହୋଇପାରୁ ନାହିଁ । ସରକାରୀ ଚଢଉରେ ପଲିଥିନ୍‍ ନିୟନ୍ତ୍ରଣ ସୀମିତ ରହୁଥିବାରୁ ରାଜ୍ୟରେ ଦିନକୁ ଦିନ ପଲିଥିନ୍‍ ହାଉଜାଉ ହେବାରେ ଲାଗିଛି । ପରିବେଶ ପ୍ରଦୂଷିତ କରୁଥିବା ଏକକ...
ଭୁବନେଶ୍ୱର : ଏକ ବଡ଼ ଶିକ୍ଷାଗତ ସଙ୍କଟକୁ ନେଇ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ ଆଜି ରାଜ୍ୟ ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ନୂଆ କରି ଛପାଯାଇଥିବା ସ୍କୁଲ ପାଠ୍ୟପୁସ୍ତକଗୁଡ଼ିକରେ ୧୬୭୮ଟି ଆଶ୍ଚର୍ଯ୍ୟଜନକ ମାରାତ୍ମକ ଭୁଲ୍ ଏବଂ ତଥ୍ୟ ବିକୃତି ରହିଥିବା ସେ...
ଭୁବନେଶ୍ୱର :ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର ଆହୁରି କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ ବୌଦ୍ଧ, ସମ୍ବଲପୁର ଏବଂ ସୁନ୍ଦରଗଡ଼ର ଅଳ୍ପ ଅଂଶ; କୋରାପୁଟର କିଛି ଅଂଶ; ରାୟଗଡ଼ା, କନ୍ଧମାଳ, ଅନୁଗୁଳ ଏବଂ ଦେଓଗଡ଼ର ଅଧିକାଂଶ ଅଂଶ ଦେଇ ଗତି କରୁଛି। ମୌସୁମୀବାୟୁ ଧିରେ ଧିରେ ଓଡିଶାରେ ଗତି କରୁଥିବାବେଳ...
ଭୁବନେଶ୍ୱର : ଓଡ଼ିଶା ବିଧାନସଭାର ଉପବାଚସ୍ପତି ଭବାନୀ ଶଙ୍କର ଭୋଇଙ୍କ ଦସ୍ତଖତ ଜାଲି କରିବା, ସରକାରୀ ଡି.ଓ. ପ୍ୟାଡର ଦୁରୁପଯୋଗ କରିବା ଏବଂ ଜାଲ୍ ଦସ୍ତାବେଜ ବ୍ୟବହାର କରି ବଦଳି ହାସଲ କରିବା ଉଦ୍ଦେଶ୍ୟରେ ଷଡଯନ୍ତ୍ର ରଚାଯାଇଥିବା ଅଭିଯୋଗରେ ଦୁଇ ଜଣ ଯନ୍ତ୍ରୀଙ୍କ ବିରୋଧରେ ଏଫଆଇଆର୍ ରୁଜୁ କରାଯାଇଛି। ଉପବାଚସ୍ପତିଙ୍କ ବ୍ୟକ୍ତିଗତ ସଚିବ ନିରଞ୍ଜନ କୁମାର...
ପୁରୀ : ଗତ ଦୁଇ ବର୍ଷରେ ରଥଯାତ୍ରା ସମୟରେ ହୋଇଥିବା ଅଘଟଣକୁ ଦୃଷ୍ଟିରେ ରଖି ଏଥର ରଥଯାତ୍ରା ପାଇଁ ନୂଆ ଯୋଜନା ପ୍ରସ୍ତୁତ ହୋଇଛି। ରଥଯାତ୍ରା ସୁପରିଚାଳନା ପାଇଁ ୭ଜଣ ବରିଷ୍ଠ ଆଇପିଏସ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ତ୍ରୁଟିଶୂନ୍ୟ ଓ ଅଘଟଣମୁକ୍ତ ରଥଯାତ୍ରା ଉପରେ ରାଜ୍ୟ ସରକାରଙ୍କ ଫୋକସ୍ ଥିବାରୁ ବରିଷ୍ଠ ଆଇପିଏସମାନଙ୍କୁ ଗୋଟିଏ ଗୋଟିଏ ପରିଚାଳନାର...
ଭୁବନେଶ୍ୱର : ଭାରତର ସର୍ବବୃହତ୍ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ସଙ୍ଗମ ପ୍ରକଳ୍ପ ଅଧୀନରେ ନିଜର ଜିଆଖତ ଏବଂ ଆଜୋଲା ପ୍ରୋତ୍ସାହନ ଜରିଆରେ କଳାହାଣ୍ଡି ଜିଲ୍ଲାରେ ସ୍ଥାୟୀ କୃଷି ପ୍ରଣାଳୀକୁ ସୁଦୃଢ଼ କରୁଛି, ଯାହା ୨୭ଟି ଗାଁର ୧୭୦ଟି ଆଦିବାସୀ ଏବଂ କ୍ଷୁଦ୍ର ଚାଷୀ ପରିବାରକୁ ଉପକୃତ କରୁଛି। ଏହି କାର୍ଯ୍ୟକ୍ରମ ଅଧୀନରେ କମ୍ପାନୀ ଘରୋଇ...
ଭୁବନେଶ୍ୱର : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରାଜ୍ୟବ୍ୟାପୀ ଆୟୋଜିତ ହେବାକୁ ଥିବା ‘ସୁଭଦ୍ରା ଶକ୍ତି ସମାବେଶ’ କାର୍ଯ୍ୟକ୍ରମର ପ୍ରସ୍ତୁତି ସମ୍ପର୍କରେ ସମସ୍ତ ଜିଲ୍ଲାର କ୍ଷେତ୍ରସ୍ତରୀୟ ଅଧିକାରୀମାନଙ୍କ ସହ ଭର୍ଚୁଆଲ୍ ମାଧ୍ୟମରେ ଏକ ସମୀକ୍ଷା ବୈଠକ କରିଥିଲେ। ଆସନ୍ତା ଜୁନ ୨୧ରୁ ୩୦ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ଗ୍ରାମ ପଞ୍ଚାୟତରେ ‘ସୁଭଦ୍ରା ଶକ୍ତି ସମାବେଶ’ ଆୟୋଜନ କରାଯିବ।...
ଭୁବନେଶ୍ୱର : ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି କ୍ରମେ ମାନ୍ୟବର ବାଣିଜ୍ୟ ଓ ପରିବହନ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ବିଭାଗ ତରଫରୁ ଜୁନ୍ ୨୧ ତାରିଖରେ 'ନିଟ୍' ପରୀକ୍ଷାର୍ଥୀଙ୍କ ପାଇଁ ନିଃଶୁଳ୍କ ବସ୍ ସେବାର ବ୍ୟବସ୍ଥା କରାଯାଇଛି, ଯାହାକୁ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମଏବଂ କମ୍ପ୍ରିହେନ୍‌ସିଭ୍ ରିଜିଅନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ (କ୍ରୁଟ୍‍) ମିଳିତ ଭାବେ ପରିଚାଳନା...