Puri: Shree Jagannath Temple Administration (SJTA) has presented an annual budget of Rs 237.58 crore for the 2022-23 financial year which is Rs 47.24 crore more than the previous 2021-22 fiscal. Vir Vikram Yadav, Chief Administrator Shree Jagannath Temple Administration...
Bhubaneswar: The Health and Family Welfare (H&HFW) Department has been asked to pay land cost to Shree Jagannath Temple Administration (SJTA) as per current benchmark value. Holding a high-level meeting recently, Chief Secretary Suresh Chandra Mahapatra had given this direction...
Bhubaneswar: Severe heatwave condition continued to grip across the State on Saturday with mercury surged to 40 degrees Celsius or above in 22 places including the twin cities of Cuttack and Bhubaneswar.  Angul town recorded the maximum temperature of 42.1...
ଭୁବନେଶ୍ୱର : ଗୋଟିଏ ପଟେ ରାଜଧାନୀ ଭୁବନେଶ୍ୱରକୁ ସ୍ମାର୍ଟସିଟି ଭାବେ ଗଢିତୋଳିବାପାଇଁ ବ୍ୟାପକ ଅର୍ଥ ଖର୍ଚ୍ଚ କରାଯାଉଥିବାବେଳେ ଅନ୍ୟ ପଟେ ପ୍ଲାନ ବର୍ହିଭୂତ ବେଆଇନ୍‍ ଗୃହ ନିର୍ମାଣ ବିଡିଏ ଅଞ୍ଚଳରେ ଏକ ମାମୁଲି ପ୍ରଥାରେ ପରିଣତ ହେବାରୁ ବ୍ୟାପକ ସମସ୍ୟା ସୃଷ୍ଟି ହେଉଛି । ମୂଳରୁ ସମସ୍ୟାର ନିରାକରଣ ନକରି ସମସ୍ୟା ବଢାଇ ଦିଆଯିବା...
ଭୁବନେଶ୍ୱର : କଳିଙ୍ଗ ଷ୍ଟାଡିୟମ ପରିସରରେଥିବା ବିଜୁ ପଟ୍ଟନାୟକ ସନ୍ତରଣାଗାରରେ ସନ୍ତରଣ ଫି ଧାର୍ଯ୍ୟ ହୋଇଛି । ପୂର୍ବ ତୁଳନାରେ ବୃଦ୍ଧି ପାଇ ଏହା ମାସକୁ ୧୦୦୦ ରୁ ୨୦୦୦ ଟଙ୍କା ପର୍ଯ୍ୟନ୍ତ ରହିଛି । ଫନି ବାତ୍ୟାରେ ଭାଙ୍ଗିରୁଜି ଯାଇଥିବା ବିଜୁ ପଟ୍ଟନାୟକ ସନ୍ତରଣାଗାରର ପୁନଃରୁଦ୍ଧାର ପରେ ଏବେ ପୁଣିଥରେ ସେଠାରେ ତାଲିମ କାର୍ଯ୍ୟ...
ଭୁବନେଶ୍ୱର : ଓଡ଼ିଶା ବିଧାନସଭା ଓ ରାଷ୍ଟ୍ରୀୟ ସୂଚନା ବିଜ୍ଞାନ କେନ୍ଦ୍ର, ଓଡ଼ିଶା ଶାଖା ଦ୍ୱାରା ପ୍ରସ୍ତୁତ ପ୍ରକଳ୍ପକୁ ସର୍ବଭାରତୀୟ ସ୍ତରରେ ସମ୍ମାନିତ କରାଯାଇଛି । ଆଜି ଉତ୍ତରପ୍ରଦେଶର ପ୍ରୟାଗରାଜଠାରେ ମୋତିଲାଲ ନେହେରୁ ନ୍ୟାସନାଲ ଇନ୍‌ଷ୍ଟିଚୁ୍ୟଟ୍‌ ଅଫ୍‌ ଟେକ୍‌ନୋଲୋଜିର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସର୍ବଭାରତୀୟ କର୍ମଶାଳାରେ ଓଡ଼ିଶା ବିଧାନସଭାକୁ କମ୍ପୁ୍ୟଟର ସୋସାଇଟି ଅଫ୍‌ ଇଣ୍ଡିଆ...
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ସ୍ଥାନୀୟ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟ ସ୍ତରୀୟ ଆଦିବାସୀ ମେଳା ଉଦ୍‌ଘାଟନ କରିଛନ୍ତି । ଏହା ସହିତ ଜନଜାତି ହାଟ ଓ ଜନଜାତି କଳା ପ୍ରଦର୍ଶନୀକୁ ମଧ୍ୟ ଉଦଘାଟନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆଦିବାସୀ ମେଳା ଏବେ କେବଳ ଗୋଟିଏ ମେଳା...
ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ଭାରତୀୟ ଜନଔଷଧି ପ୍ରକଳ୍ପ (ପିଏମ୍‌ବିଜେପି)ର କାର୍ଯ୍ୟାନ୍ୱୟନକାରୀ ଏଜେନ୍ସି, ଫାର୍ମାସ୍ୟୁଟିକାଲ ଆଣ୍ଡ ମେଡିକାଲ୍ ଡିଭାଇସେସ୍ ବ୍ୟୁରୋ ଅଫ୍ ଇଣ୍ଡିଆ (ପିଏମ୍‌ବିଆଇ) ପ୍ରଧାନମନ୍ତ୍ରୀ ଭାରତୀୟ ଜନଔଷଧି କେନ୍ଦ୍ର (ପିଏମ୍‌ବିଜେକେ) ଖୋଲିବା ପାଇଁ ବିଭିନ୍ନ ବ୍ୟକ୍ତି ବିଶେଷ, ବେରୋଜଗାର ଫାର୍ମାସିଷ୍ଟ, ସରକାରଙ୍କ ନିକଟରେ ପଞ୍ଜୀକୃତ ଏଜେନ୍ସି, ଏନ୍‌ଜିଓ, ଟ୍ରଷ୍ଟ, ସୋସାଇଟି ଇତ୍ୟାଦିଙ୍କଠାରୁ ଆବେଦନପତ୍ର ଆମନ୍ତ୍ରଣ...
ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡ଼ଃ) ମନୋଜରଞ୍ଜନ ନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ଭାରତରେ ଅବସ୍ଥାପିତ ଉରୁଗୁଏର ରାଷ୍ଟ୍ରଦୂତ ଶ୍ରୀ ଆଲ୍‌ବେଟୋ ଏ ଗୁଆନି । ବିଶ୍ୱବିଦ୍ୟାଳୟର ମୁଖ୍ୟ କାର୍ଯ୍ୟାଳୟରେ ପ୍ରଫେସର ନାୟକଙ୍କ ସହ ସାକ୍ଷାତ ସମୟରେ ଉରୁଗୁଏ ଏବଂ ସୋଆ ମଧ୍ୟରେ ଶିକ୍ଷା ସାଂସ୍କୃତିକ କ୍ଷେତ୍ରରେ ଆଦାନପ୍ରଦାନ...
ନୂଆଦିଲ୍ଲୀ : ଘରୋଇ ଟିଭି ସମାଚାର ଚ୍ୟାନେଲଗୁଡ଼ିକରେ ମିଛ ଦାବି ଏବଂ ଚାଞ୍ଚଲ୍ୟକର ଶୀର୍ଷକ (ହେଡଲାଇନ୍ସ) ବ୍ୟବହାର କରାଯାଉଥିବାରୁ କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଗମ୍ଭୀର ଚିନ୍ତା ବ୍ୟକ୍ତ କରିଛି । ଏ ସଂକ୍ରାନ୍ତରେ ମନ୍ତ୍ରଣାଳୟ ପକ୍ଷରୁ ଆବଶ୍ୟକ ପରାମର୍ଶ ସହିତ ଏକ ମାର୍ଗଦର୍ଶିକା ଜାରି କରାଯାଇଛି । ମନ୍ତ୍ରଣାଳୟ ପକ୍ଷରୁ ଜାରି...