ଭୁବନେଶ୍ୱର : ଦେ୍ୱðତନଗରୀ ଭୁବନେଶ୍ୱର-କଟକ କମିଶନରେଟ୍ ପୋଲିସ୍ ଅଞ୍ଚଳରେ ଥିବା ମଦବାର୍ଗୁଡ଼ିକ ସୁରକ୍ଷା କାର୍ଯ୍ୟ ପାଇଁ ପ୍ରାଇଭେଟ୍ ସୁରକ୍ଷାକର୍ମୀ/ବାଉନ୍ସରମାନଙ୍କୁ ନିୟୋଜିତ କରୁଥିବା ସରକାରଙ୍କ ଦୃଷ୍ଟିରୁ ଆସିଛି । ଏହି ପ୍ରକାର ସୁରକ୍ଷାକର୍ମୀମାନଙ୍କ ନାମରେ ବହୁ ଅପରାଧ ମାମଲା ମଧ୍ୟ ନିକଟ ଅତୀତରେ ରୁଜୁ ହୋଇଛି ।
ବାଉନ୍ସରମାନଙ୍କଠାରୁ ସାଧାରଣ ଗ୍ରାହକଙ୍କ ଜୀବନ ପ୍ରତି ବିପଦ ତଥା...
ଭୁବନେଶ୍ୱର : ସମ୍ କୋଭିଡ୍ ହସ୍ପିଟାଲ୍ର କୋଭିଡ୍ ଯୋଦ୍ଧା ଶ୍ରୀମତି କମଳିନୀ ମଲ୍ଲିକଙ୍କୁ “କଳିଙ୍ଗ ବିରାଙ୍ଗନା” ସମ୍ମାନରେ ସମ୍ମାନିତ କରାଯାଇଛି । ସେବା ପ୍ରୟାସ ଫାଉଣ୍ଡେସନ୍ ପକ୍ଷରୁ ବିଭିନ୍ନ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିଥିବା ଓ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ମହିଳାମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ନିଃସ୍ୱାର୍ଥପର କାର୍ଯ୍ୟ ନିମନ୍ତେ...
ଭୁବନେଶ୍ୱର : ଓଡ଼ିଶାରେ କ୍ୟାନ୍ସର ଚିକିତ୍ସା କ୍ଷେତ୍ରରେ ଅନ୍ୟଏକ ମାଇଲ୍ଖୁଣ୍ଟ ଭାବେ ଗଢ଼ିଉଠୁଥିବା ବାଗ୍ଚୀ-ଶଙ୍କର କ୍ୟାନ୍ସର୍ ହସ୍ପିଟାଲ୍ ଓ ଗବେଷଣା କେନ୍ଦ୍ରର ନିର୍ମାଣ କାର୍ଯ୍ୟରେ ଉଲ୍ଲେଖନୀୟ ଅଗ୍ରଗତି ହୋଇଛି । ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଓ ଓଡ଼ିଶା କୌଶଳ ବିକାଶ କର୍ତ୍ତୁପକ୍ଷ ଅଧ୍ୟକ୍ଷ ତଥା ହସ୍ପିଟାଲ ଓ କରୁଣାଶ୍ରୟର...
Bhubaneswar: For the first time in the history of Odisha, a single party has formed Zilla Parishad (ZP) in all 30 districts in the State.
This is an unprecedented victory for the Biju Janata Dal and the result of immense...
Bhubaneswar: BJP National Spokesperson Sambit Patra on Sunday demanded stern action against the Odisha MLA Prashant Jagdev who plowed his SUV into a crowd injuring several BJP workers and cops.
Mr.Patra, who arrived here today morning, visited the injured persons...
ଭୁବନେଶ୍ୱର : ବର୍ଷା ଋତୁ ଆସିବା ପୂର୍ବରୁ ଯେକୌଣସି ସମୟରେ ଖାଲି ପଡିଥିବା ବ୍ରଜରାଜନଗର ବିଧାନସଭା ଆସନ ପାଇଁ ଉପନିର୍ବାଚନ ହୋଇପାରେ । ଏଥିଲାଗି ବିଭିନ୍ନ ମହଲରେ ପ୍ରସ୍ତୁତି ଚାଲିଥିବା ବେଳେ ବିଜେଡି, ବିଜେପି ଓ କଂଗ୍ରେସ ପାଇଁ ଏହି ଉପନିର୍ବାଚନ ବେଶ୍ ଗୁରୁତ୍ୱ ବହନ କରିବ ।
ବ୍ରଜରାଜନଗର ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଥିବା...
Sambalpur: Mahanadi Coalfields Limited (MCL) on Saturday crossed 157 Million Tonnes (MT) mark in coal production in the current fiscal (FY22) surpassing the previous high achieved by any other company, to become the leading coal producing company in the...
ଭୁବନେଶ୍ୱର : ରାଜ୍ୟରେ ନୂତନ ଅମଳକ୍ଷମ ଧାନ ବିହନ ଉତ୍ପାଦନ କରିଥିବା ଚାଷୀଙ୍କୁ ପ୍ରୋତ୍ସାହନ ରାଶି ମିଳୁନାହିଁ । ପାଖାପାଖି ଛଅ ହଜାର ଚାଷୀଙ୍କର ପ୍ରାୟ ୯ କୋଟି ଟଙ୍କା ରାଜ୍ୟ ସରକାରଙ୍କ ଉପରେ ଗଡୁଛି । ଏହି ଟଙ୍କା ପାଇବାକୁ ଏବେ ବିହନ ଚାଷୀମାନେ ଚାହିଁ ବସିଛନ୍ତି ।
ରାଜ୍ୟରେ ପୁରାତନ ଧାନ ବିହନ...
ଭୁବନେଶ୍ୱର : ଶାସକ ବିଜୁ ଜନତାଦଳ ସମସ୍ତ ଜିଲ୍ଲାରେ ଜିଲ୍ଲା ପରିଷଦ ଗଠନ କରିବାରେ ସଫଳ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜୁ ଜନତା ଦଳର ଏକ ଐତିହାସିକ ବିଜୟ ଏବଂ ଶକ୍ତିଶାଳୀ ଭୋଟରଙ୍କ ଅପାର ବିଶ୍ୱାସର ଫଳାଫଳ ବୋଲି ଦଳ ପକ୍ଷରୁ କୁହାଯାଇଛି ।
ଏକ ପ୍ରମୁଖ ନିଷ୍ପତ୍ତି କ୍ରମେ ମୁଖ୍ୟମନ୍ତ୍ରୀ...
ଭୁବନେଶ୍ୱର : ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ଏବେ ଦଳରେ ନାହାନ୍ତି ଏବଂ ତାଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଗତକାଲି ଠାରୁ ବିଜେଡି ଦାବି କରିଥିବା କହିଛନ୍ତି ବିଜେଡି ମୁଖପାତ୍ର ଡକ୍ଟର ସସ୍ମିତ ପାତ୍ର ।
ବିଜେପି ସାମ୍ବାଦିକ ସମ୍ମିଳନୀର ଜବାବ ଦେଇ ଡକ୍ଟର ପାତ୍ର କହିଛନ୍ତି ଯେ ଚିଲିକା ବିଧାୟକଙ୍କ ବିରୋଧରେ...










