Bhubaneswar: 2021 was a year of progress and philanthropy for MGM Group led by Leading Industrialist of Odisha Pankaj Lochan Mohanty. The MGM Group was standing tall behind the State for its every step and also the time period...
Bhubaneswar: It seems that Odisha is moving behind Maharashtra and Delhi in the outbreak of Omicron variant of Coronavirus. The State has reported five more Omicron cases on Thursday taking the total number of cases to 14.    Five persons...
ଭୁବନେଶ୍ୱର : ଆସନ୍ତା ଜାନୁଆରୀ-ଫେବୃଆରୀ ମାସରେ ଓମିକ୍ରନ ଜନିତ କରୋନା ସଂକ୍ରମଣ ଯୋଗୁଁ ଢେର ଅଧିକ ସଂଖ୍ୟକ ଲୋକ ସଂକ୍ରମିତ ହେବା ଘେନି ବିଶେଷଜ୍ଞମାନେ ଭବିଷ୍ୟବାଣୀ କରୁଥିବା ପରିପ୍ରେକ୍ଷୀରେ ପଞ୍ଚାୟତ ନିର୍ବାଚନ ଅନିଶ୍ଚିତତା ମଧ୍ୟକୁ ଠେଲିହୋଇ ଯାଉଛ । ପଛୁଆବର୍ଗଙ୍କ ଲାଗି ସ୍ଥାନ ସଂରକ୍ଷଣ ପ୍ରସଙ୍ଗରେ ସୁପ୍ରିମ୍‍କୋର୍ଟଙ୍କ ନିର୍ଦ୍ଦେଶନାମା ପରିପ୍ରେକ୍ଷୀରେ ଓଡିଶାରେ ପଞ୍ଚାୟତ ନିର୍ବାଚନ...
ଭୁବନେଶ୍ୱର : ରାଜ୍ୟର ପର୍ଯ୍ୟଟନସ୍ଥଳୀ ଗୁଡିକରେ ଅସମ୍ଭାଳ ଭିଡ ଏବେ କରୋନା ସଂକ୍ରମଣ ଭୟ ବଢାଇଲାଣି । ରାଜ୍ୟ ଭିତରୁ ବାହାରୁ ଦୈନିକ ହଜାର ହଜାର ପର୍ଯ୍ୟଟକ ଓଡିଶାର ବିଭିନ୍ନ ସ୍ଥାନକୁ ଛୁଟୁଥିବାବେଳେ କରୋନା କଟକଣା ତ ଦୂରରକଥା ମାସ୍କଟିଏ ପିନ୍ଧିବା ବି ଦେଖିବାକୁ ମିଳୁନାହିଁ । ରାଜ୍ୟରେ ଏବେ ପର୍ଯ୍ୟଟନ ଋତୁ । ରାଜଧାନୀର...
ଭୁବନେଶ୍ୱର : ଆସନ୍ତା ବର୍ଷ ୬୩ଟି ନୂଆ ଆଦର୍ଶ ବିଦ୍ୟାଳୟ ଖୋଲିବ । ଆଦର୍ଶ ବିଦ୍ୟାଳୟ ଲାଗି ପ୍ରବେଶିକା ପରୀକ୍ଷା ଆସନ୍ତା ତା. ୧୮/୦୨/୨୦୨୨ରେ କରାଯିବ । ଏଥି ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀମାନେ ଆବଶ୍ୟକୀୟ ପ୍ରଚାରପ୍ରସାର କରିବେ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ...
ନୂଆଦିଲ୍ଲୀ : ତୃଣମୂଳସ୍ତରରେ ଚାଷୀମାନଙ୍କୁ ସଶକ୍ତ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଅଙ୍ଗୀକାରବଦ୍ଧତା ଓ ସଂକଳ୍ପ ସ୍ୱରୂପ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନନିଧି ଯୋଜନା ଅଧୀନରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୃଷକମାନଙ୍କୁ ଆର୍ଥିକ ସୁବିଧାର ଦଶମ କିସ୍ତି ପ୍ରଦାନ କରିବେ । ଜାନୁୟାରୀ ପହିଲା ୨୦୨୨ ଅପରାହ୍ନ ସାଢେ ବାରଟାବେଳେ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ଜରିଆରେ ଏହି...
ଭୁବନେଶ୍ୱର : ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଆଜି ଚନ୍ଦକା ବନ୍ୟପ୍ରାଣୀ ବନଖଣ୍ଡ ଅଧୀନସ୍ଥ ଗୋଡ଼ିବାରୀଠାରେ ପର୍ଯ୍ୟଟକଙ୍କ ନିମନ୍ତେ ୪ଟି ଶୀତତାପ ନିୟନ୍ତ୍ରିତ ଜଙ୍ଗଲ ସଫାରୀ ଯାନର ଲୋକାର୍ପଣ କରିଛନ୍ତି । ଏହି ଅବସରରେ ମନ୍ତ୍ରୀ ଶ୍ରୀ ଆରୁଖ କହିଛନ୍ତି ଯେ ଗୋଡ଼ିବାରୀ, ଭରତପୁର ଏବଂ...
Puri: Ahead of the new calendar year, a devotee on Wednesday donated silver valuables weighing 7 KG and a cash of Rs 5 lakh to Sri Jagannath temple Puri. The devotee identified as Subrat Rath, a resident of Baramunda area...
ଭୁବନେଶ୍ୱର : ରାଜ୍ୟ ବାହାରକୁ ଚାଲାଣ ହେଉଥିବା ଗଞ୍ଜେଇ ଜବତ କ୍ଷେତ୍ରରେ ଅବକାରୀ ବିଭାଗକୁ ବଡ ସଫଳତା ମିଳିଛି । ଗଜପତି ଜିଲ୍ଲା ଅବକାରୀ ଅଧିକାରୀମାନେ ମହାରାଷ୍ଟ୍ର ଚାଲାଣ ହେଉଥିବା ୧୯ କୁଇଣ୍ଟାଲ ଗଞ୍ଜେଇ ଜବତ କରିଛନ୍ତି ଯାହାର ଆନୁମାନିକ ମୂଲ୍ୟ ୯୫ଲକ୍ଷ ଟଙ୍କା ଆକଳନ କରାଯାଇଛି । ଗଜପତି ଜିଲ୍ଲା ଅବକାରୀ ଅଧୀକ୍ଷକଙ୍କ ସୂତ୍ରରୁ...
ଭୁବନେଶ୍ୱର : ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମେ ପଛୁଆ ବର୍ଗ ତଥା ଓବିସିଙ୍କୁ ସ୍ଥାନ ସଂରକ୍ଷଣର ବ୍ୟବସ୍ଥା କରିବା ପରେ ଏହି ନିର୍ବାଚନ ପ୍ରକ୍ରିୟାକୁ ଆଗକୁ ନେବାକୁ ବିଜେପି ବିଧାୟକ ଆଜି ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ ରାଜ୍ୟ ନିର୍ବାଚନ କମିଶନରଙ୍କୁ ଭେଟି ପୃଥକ ପୃଥକ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି...