ଭୁବନେଶ୍ୱର : ଓଡିଶାର ୨୫ ପ୍ରତିଶତ ପଞ୍ଚାୟତ ଏବେ ଅନ୍ଲାଇନ୍ ଅଡିଟର ସମ୍ମୁଖୀନ ହେବେ । କେନ୍ଦ୍ର ପଞ୍ଚାୟତିରାଜ ମନ୍ତ୍ରଣାଳୟ ଏହି ନିଷ୍ପତ୍ତି ଗ୍ରହଣ କରିବାପରେ ରାଜ୍ୟ ସରକାର ଏଥିପାଇଁ ସହମତି ପ୍ରଦାନ କରିଛନ୍ତି ।
କେନ୍ଦ୍ର ପଞ୍ଚାୟତି ରାଜ ମନ୍ତ୍ରଣାଳୟର ଅତିରିକ୍ତ ସଚିବ ଚନ୍ଦ୍ର ଶେଖର କୁମାର ଇତି ମ୍ମରେ ଦେଶର ୨ଲକ୍ଷ ୭୦ହଜାର...
ଭୁବନେଶ୍ୱର : କୋଭିଡ ମାର୍ଗଦର୍ଶିକା ମାନିବାପାଇଁ କମିଶନରେଟ ପୁଲିସ୍ ଯେତେ ପ୍ରକାର ଜୋରିମାନା ଲଗାଇଲେ ବି ଅମାନିଆମାନେ କିନ୍ତୁ କଟକଣା ମାନିବାକୁ ନାରାଜ । ମୋଟା ଅଙ୍କର ତଣ୍ଡ ଗଣୁଛନ୍ତି ପଛେ ମାସ୍କ ପିନ୍ଧୁ ନାହାନ୍ତି କି ପୁଲିସ୍ ଲଗାଇଥିବା ଧାର୍ଯ୍ୟ ସମୟରେ ଘରକୁ ଫେରୁନାହାନ୍ତି ।
କରୋନା ମୁକାବିଲା ପାଇଁ ମାସ୍କ ପିନ୍ଧିବା ଅତି...
Bhubaneswar: Odisha has achieved the mandatory requirement for online audit of gram panchayats for which the Union Government had urged the State Governments to get ready.
Union Additional Secretary, Panchayati Raj Ministry, Chandra Sekhar Kumar has taken up the review...
Bhubaneswar: Marwardi Samaj with all its collaborative associations has expressed gratitude to Odisha Chief Minister Naveen Patnaik for launching the direct flight between Bhubaneswar and Jaipur, Rajasthan.
The senior representatives of the community submitted the letter of gratitude to the...
ଭୁବନେଶ୍ୱର : ଓଡ଼ିଶା ରାଜ୍ୟ ସଂଗ୍ରହାଳୟଠାରେ ଆଜି ଆଜାଦ୍ ହିନ୍ଦ୍ ଫୌଜ ପ୍ରତିଷ୍ଠା ଦିବସ ଅବସରରେ ଭାରତୀୟ ଜାତୀୟ ସେନାର ପ୍ରଚାର ପତ୍ର ଓ ପୋଷ୍ଟର ପ୍ରଦର୍ଶନୀ ଆୟୋଜିତ ହୋଇଯାଇଛି । ଏହାକୁ ଆନୁଷ୍ଠାନିକ ଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଶାସନ ସଚିବ ଡ. ସୁରେଶ ଚନ୍ଦ୍ର ଦଳାଇ ପ୍ରଦୀପ...
ଭୁବନେଶ୍ୱର : ଆସନ୍ତା ମାସରେ ସରକାରଙ୍କ ତରଫରୁ ଓଡ଼ିଶାର ବିଭିନ୍ନ ବିଦ୍ୟାଳୟଗୁଡ଼ିକରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଶିକ୍ଷାନୈପୁଣ୍ୟତା (ଏନ୍ଏଏସ୍) ପରୀକ୍ଷା କରିବା ଜାତୀୟ ଆଚିଭ୍ମେଣ୍ଟ ସର୍ଭେର ବ୍ୟାପକ ପ୍ରସ୍ତୁତି ନିମନ୍ତେ ପ୍ରମୁଖ ଶାସନ ସଚିବ ଶ୍ରୀ ସାହୁ ଜିଲ୍ଲା ଶିକ୍ଷା ଅଧକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ଏଥି ସହିତ ବିଦ୍ୟାଳୟଗୁଡ଼ିକର ପରିଷ୍କାରପରିଚ୍ଛନ୍ନତା ନିମନ୍ତେ ପଞ୍ଚାୟତିରାଜ ବିଭାଗ ଜରିଆରେ...
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାରୀ କର୍ମଚାରୀମାନଙ୍କୁ ମହଙ୍ଗା ଭତ୍ତା ଏବଂ ପେନସନଭୋଗୀମାନଙ୍କୁ ମହଙ୍ଗା ସହାୟତାର ଅତିରିକ୍ତ କିସ୍ତି ପ୍ରଦାନ କରାଯିବା ପ୍ରସ୍ତାବକୁ ମଞ୍ଜୁରି ମିଳିଛି।
୧.୭.୨୦୨୧ ଠାରୁ ବକେୟା ଥିବା ୩ ପ୍ରତିଶତ ଅତିରିକ୍ତ କିସ୍ତି କେନ୍ଦ୍ର କର୍ମଚାରୀ ଓ ପେନସନଭୋଗୀମାନଙ୍କୁ ପ୍ରଦାନ...
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ ସମିତି (ସିସିଇଏ) ବୈଠକରେ ପିଏମ ଗତିଶକ୍ତି ଜାତୀୟ ମାଷ୍ଟର ପ୍ଲାନ ଯୋଜନାକୁ ମଞ୍ଜୁର କରାଯାଇଛି। ଏହା ସହିତ ବହୁମୁଖି ଯୋଗଯୋଗ ବା ମଲ୍ଟିମୋଡାଲ କନେକ୍ଟିଭିଟି ଯୋଗାଇ ଦେବା ପାଇଁ ପିଏମ ଗତିଶକ୍ତି ଜାତୀୟ ମାଷ୍ଟର ପ୍ଲାନର କାର୍ଯ୍ୟକାରିତା,...
ଭୁବନେଶ୍ୱର : ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ସଂପର୍କରେ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କ ସହ ଭିଡ଼ିଓ କନ୍ଫରେନ୍ସିଂ ମାଧ୍ୟମରେ ବିସ୍ତୃତ ଆଲୋଚନା କରିଛନ୍ତି । ଜିଲ୍ଲାପାଳମାନେ ସଂପୃକ୍ତ ଜିଲ୍ଲାର ପଞ୍ଚାୟତ ନିର୍ବାଚନ ପାଇଁ ୱାର୍ଡ ପରିସୀମା ନିର୍ଦ୍ଧାରଣ ଓ ପଦ ସଂରକ୍ଷଣ କାର୍ଯ୍ୟ ସମାପ୍ତ କରି ତାହାର...
New Delhi: Union Minister Personnel, Public Grievances, Pensions Jitendra Singh today interacted and felicitated first 20 All India Toppers of IAS and Civil Services Exam 2020, who called on him at the Department of Personnel & Training (DoPT) headquarters...









