ଭୁବନେଶ୍ୱର : ଅନୁଗୁଳ ଜିଲ୍ଲାରେ ସବୁଠାରୁ ଅଧିକ ଅବକାରୀ ମାମଲା ବିଚାରାଧୀନ ଥିବାବେଳେ ସବୁଠାରୁ କମ୍ ଏହି କିସମର ମାମଲା ବିଚାର ପ୍ରତୀକ୍ଷାରେ ରହିଛି ବୌଦ୍ଧ ଜିଲ୍ଲାରେ । ଗତ ୫ବର୍ଷ ଭିତରେ ଅନୁଗୁଳ ଜିଲ୍ଲାରେ ୪୫,୩୫୦ଟି ଅବକାରୀ ମାମଲା ବିଚାରାଧୀନ ଥିବାବେଳେ ସେଥିରୁ ମାତ୍ର ୩୧ଟିରେ ଦଣ୍ଡବିଧାନ ହୋଇଛି ଓ ୧୨୯ଟିରେ ଅଭିଯୁକ୍ତ...
ଭୁବନେଶ୍ୱର : କମ୍ପ୍ୟୁଟର ରଖିବାପାଇଁ ଘରଟିଏ ନଥିଲା । ହେଲେ ପାଖାପାଖି କୋଟିଏ ଟଙ୍କାର ଡେକ୍ସଟପ୍ କମ୍ପୁଟର କିଣିଦେଲେ । ଫଳରେ ଶତାଧିକ କମ୍ପ୍ୟୁଟର ବର୍ଷ ବର୍ଷ ଧରି ଅବ୍ୟବହୃତ ହୋଇ ପଡିରହିଲା ଓ ଏହାର ୱାରେଣ୍ଟି ଅବଧି ବି ଚାଲିଗଲା । ଏଥିଯୋଗୁଁ ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟର ୬୨ଲକ୍ଷରୁ ଅଧିକ ଟଙ୍କା...
ଭୁବନେଶ୍ୱର : ଓଡ଼ିଶାରେ ୭୫ଜଣ ବରପୁତ୍ରଙ୍କ ନୂତନ ପ୍ରତିମୂର୍ତ୍ତି ନିର୍ମାଣ ଓ ସ୍ଥାପନ କରିବା ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।
ପୁରୀ ଜିଲ୍ଲାରେ ଭକ୍ତ ମନେଇ ସାହୁ, ଅଟଳ ବିହାରୀ ବାଜପେୟୀ, ଖୋର୍ଦ୍ଧା ଜିଲ୍ଲାରେ ସ୍ବର୍ଗତ ବିଶ୍ୱନାଥ ଦାସ, କବି ସଚ୍ଚିଦାନନ୍ଦ ରାଉତରାୟ, କବି କୁନ୍ତଳା କୁମାରୀ...
ଭୁବନେଶ୍ୱର : ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ସଂଚାର ବ୍ୟୁରୋ, (ସିବିସି) ପ୍ରାଦେଶିକ କାର୍ଯ୍ୟାଳୟ ଏବଂ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି), ଭୁବନେଶ୍ୱରର ମିଳିତ ଆନୁକୂଲ୍ୟରେ ଆଜି "ଗାନ୍ଧୀଜୀଙ୍କ ଦୃଷ୍ଟିକୋଣରେ ନାରୀ" କାର୍ଯ୍ୟକ୍ରମ ସଫଳତାର ସହିତ ଆୟୋଜିତ ହୋଇଛି।
ପିଆଇବି ଓ ସିବିସିର ଅତିରିକ୍ତ ମହାନିର୍ଦ୍ଦେଶକ ଶ୍ରୀ ଅଖିଳ କୁମାର...
ଭୁବନେଶ୍ୱର : ସଡ଼କ ସୁରକ୍ଷା ନିୟମ ଉଲ୍ଲଂଘନ ବିରୋଧରେ ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶରେ ସ୍ୱତନ୍ତ୍ର ଏନଫୋର୍ସମେଣ୍ଟ ଜାରି ରହିଛି । ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀଙ୍କ ନେତୃତ୍ୱ ଓ ପରିବହନ ଆୟୁକ୍ତ ଅମିତାଭ ଠାକୁରଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଗତ ୩ ଦିନ ମଧ୍ୟରେ ରାଜ୍ୟବ୍ୟାପୀ...
ଭୁବନେଶ୍ୱର : ମହାନଦୀ ଜଳ ବିବାଦ ଏକ କୁତ୍ରିମ ବିବାଦ ଭାବେ ସୃଷ୍ଟି କରାଯାଇଥିଲା ବୋଲି ଆଜି ରାଜ୍ୟର ଆଡ଼ଭୋକେଟ ଜେନେରାଲ ଶ୍ରୀ ପିତାମ୍ବର ଆଚାର୍ୟ୍ୟ ଦେଇଥିବା ମନ୍ତବ୍ୟ ଉପରେ କଡ଼ା ପ୍ରତିକ୍ରିୟା ଦେଇଛି ବିଜୁ ଜନତା ଦଳ। ଶ୍ରୀ ଆଚାର୍ୟ୍ୟଙ୍କ ହିସାବରେ ଯଦି ଏହା ଏକ କୁତ୍ରିମ ସମସ୍ୟା ଥିଲା, ତାହେଲେ ବିଜେପି...
ଭୁବନେଶ୍ୱର : ସ୍ୱାସ୍ଥ୍ୟ କଥା ଚିନ୍ତା କଲାବେଳେ ଫାର୍ମାସିଷ୍ଟମାନଙ୍କ କଥା ଚିନ୍ତା କରିବାକୁ ପଡ଼ିବ କାରଣ ସେମାନଙ୍କ ଦ୍ୱାରା ପ୍ରସ୍ତୁତ କରାଯାଉଥିବା ଠିକ୍ ଅନୁପାତର ଔଷଧ ହିଁ ରୋଗ ଉପଶମ କରିବାରେ ସହାୟକ ହୋଇଥାଏ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଉପସଭାପତି ଶ୍ରୀମତି ଶାଶ୍ୱତି ଦାସ ମତ ବ୍ୟକ୍ତ କରିଛନ୍ତି ।
ସୋଆ ପରିଚାଳିତ...
ଭୁବନେଶ୍ୱର : ରାଜ୍ୟରେ ଔଷଧୀୟ ଉଦ୍ଭିଦର ସୁରକ୍ଷା, ଚାଷ, ପ୍ରଚାର ଓ ବାଣିଜ୍ୟୀକରଣକୁ ଉନ୍ନତ କରିବାରେ କାର୍ଯ୍ୟରତ ରାଜ୍ୟ ଔଷଧୀୟ ଉଦ୍ଭିଦ ବୋର୍ଡର ଷଷ୍ଠ କାର୍ଯ୍ୟନିର୍ବାହୀ ବୈଠକ ଆଜି ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ...
ଭୁବନେଶ୍ୱର : ଦେଶବ୍ୟାପୀ ସ୍ୱଚ୍ଛତା ହିଁ ସେବା ଅଭିଯାନର ଅଂଶବିଶେଷ ସ୍ୱରୂପ ଖାରବେଳ ଭବନ ପରିସରରେ ଆଜି ଏକ ସାମୂହିକ ସ୍ୱଚ୍ଛତା ଅଭିଯାନ "ଏକ ଦିନ ଏକ ଘଣ୍ଟା ଏକ ସାଥ" ସଫଳତାର ସହ ଆୟୋଜିତ ହୋଇଛି ।
ଏହି କାର୍ଯ୍ୟକ୍ରମରେ ଗୃହନିର୍ମାଣ ଓ ନଗରଉନ୍ନୟନ ବିଭାଗ ଏବଂ ବାଣିଜ୍ୟ ଏବଂ ପରିବହନ ବିଭାଗର ପ୍ରମୁଖ...
ଲାଞ୍ଜିଗଡ଼ : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ଏହି ଦଶହରାରେ ପ୍ରଥମ ଥର ପାଇଁ ଏକ ନିଆରା ସାମୁହିକ ପ୍ରୟାସ ଆରମ୍ଭ କରିଛି - ଲାଞ୍ଜିଗଡ଼ର ଆଖପାଖ ଗ୍ରାମଗୁଡ଼ିକରେ ମହିଳାମାନଙ୍କୁ ସଶକ୍ତ କରି ଶକ୍ତିର ଆତ୍ମାକୁ ପାଳନ କରିବା ଉଦ୍ଦେଶ୍ୟ ନେଇ କମ୍ପାନୀର ସ୍ୱତନ୍ତ୍ର 'ନବରାତ୍ରି ମିଳାପ' କାର୍ଯ୍ୟକ୍ରମ ଅଧୀନରେ, କମ୍ପାନୀ...










