ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମର ଅଂଶ ସ୍ବରୂପ ରାଜ୍ୟ ଶ୍ରମ ଓ କର୍ମଚାରୀ ବୀମା ବିଭାଗର ପରିଶ୍ରମ ପୋର୍ଟାଲର ଲୋକାର୍ପଣ କରିବା ସହିତ ୨୨ ପ୍ରକାର ଅନ୍ଲାଇନ ସେବାର ଶୁଭାରମ୍ଭ କରିଛନ୍ତି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ୫-ଟି କାର୍ଯ୍ୟକ୍ରମର ମୁଖ୍ୟ...
ଭୁବନେଶ୍ୱର : ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଦ୍ୱାରା ବିଭିନ୍ନ କଲ୍ୟାଣମୂଳକ ପ୍ରକଳ୍ପର ଶୁଭାରମ୍ଭ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ତଥା ଅତିରିକ୍ତ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ପ୍ରତିଷ୍ଠାନ ଦ୍ୱାରା ପ୍ରକାଶିତ ‘ଆଦିବାସୀ’ ଜର୍ଣ୍ଣାଲର ୬୦ତମ...
ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବିଫଳତା ଓ ତଦନ୍ତରେ ପୋଲିସର ନିଷ୍କ୍ରିୟତା ପ୍ରତିବାଦରେ ଚଳିତ ଡିସେମ୍ବର ମାସ ୨୧ ତାରିଖ ସୋମବାର ଦିନ କଂଗ୍ରେସ ଦଳ ପକ୍ଷରୁ ରାଜ୍ୟର ସମସ୍ତ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ (ଏସପି)ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ପ୍ରତିବାଦ ସଭା ଅନୁଷ୍ଠିତ ହେବ ବୋଲି ଓଡିଶା ପ୍ରଦେଶ କଂଗ୍ରେସ କମିଟି...
ନୂଆଦିଲ୍ଲୀ : ଉର୍ଜା କ୍ଷେତ୍ରରେ ଆତ୍ମନିର୍ଭର ଭାରତ ପାଇଁ ଆତ୍ମନିର୍ଭର ଉର୍ଜାର ଏକ ସ୍ୱଚ୍ଛ ରୋଡମ୍ୟାପକୁ ବିକଶିତ କରାଯାଉଛି ବୋଲି ଗୁରୁବାର ଆସୋସିଏଟେଡ୍ ଚାମ୍ବରସ୍ ଅଫ୍ କମର୍ସ ଆଣ୍ଡ୍ଇ ଣ୍ଡଷ୍ଟ୍ରି ଅଫ୍ ଇଣ୍ଡିଆ(ଆସୋଚାମ୍)ର ପ୍ରତିଷ୍ଠା ସପ୍ତାହ -୨୦୨୦ ଅବସରରେ ଆୟୋଜିତ “ଭାରତର ବିକାଶ ପଥରେ ଇନ୍ଧନକୁ ଉର୍ଜାର ରୂପାନ୍ତରଣ” ଶୀର୍ଷକ ଆଲୋଚନା କାର୍ଯ୍ୟକ୍ରମରେ କହିଛନ୍ତି...
Bhubaneswar : Chief Justice Orissa High Court Justice Mohammed Rafiq on Wednesday said that quick redressal of justice is significant for an effective justice system.
Inaugurating the new Civil Judge Junior Division-cum-JMFC Court at Hinjilicut building at Hinjilicut along with...
New Delhi : The Union Cabinet, chaired by Prime Minister, Narendra Modi, has approved a proposal of the Department of Telecommunications to conduct spectrum auction through which spectrum will be assigned to the successful bidders for providing commercial mobile...
ଭୁବନେଶ୍ୱର : ଓଡିଶା ଖଣିଜ ଅଞ୍ଚଳ ଉନ୍ନୟନ ପରିଷଦ (ଓଏମ୍ବିଏଡିସି) କୁ ଖଣି ଜୋରିମାନା ବାବଦରେ ୧୬,୨୯୯ କୋଟି ଟଙ୍କା ଆସିଛି । ଏହି ଅର୍ଥ ରାଜ୍ୟର ୫ଟି ଖଣି ଭିତ୍ତିକ ଜିଲ୍ଲାରୁ ଆସିଥିବାବେଳେ ଏହି ଅର୍ଥରୁ କିଛି ପରିମାଣ ୩ଟି ଜିଲ୍ଲାରେ ବିଭିନ୍ନ ଜନମଙ୍ଗଳ ପ୍ରକଳ୍ପ ପାଇଁ ଅଗ୍ରାଧିକାର ଭିତ୍ତିରେ ଦିଆଯାଇଛି ।
ଖଣି...
ଭୁବନେଶ୍ୱର : କମ୍ ପୁଞ୍ଜି ବିନିଯୋଗରେ ତ୍ୱରିତ ଉତ୍ପାଦନ ଓ ଭଲ ଲାଭ ହେଉଥିବାରୁ ଓଡ଼ିଶାର ଗାଁ ଗହଳର ଅନେକ ଚାଷୀ ଛତୁଚାଷ ଉପରେ ଗୁରୁତ୍ୱ ଦେଉଛନ୍ତି । ୩୦ ବର୍ଷ ମଧ୍ୟରେ ଓଡ଼ିଶା ପାଳଛତୁ ଉତ୍ପାଦନ କ୍ଷେତ୍ରରେ ଦେଶର ପ୍ରଥମ ସ୍ଥାନରେ ପହଞ୍ଚିଥିବା ବେଳେ ଅନ୍ୟ କେତେକ ରାଜ୍ୟକୁ ଛତୁ ରତ୍ପାନି କରୁଛି...
ଭୁବନେଶ୍ୱର: ଶ୍ରୀଜଗନ୍ନାଥଙ୍କ ମନ୍ଦିର ପରେ ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ଯେଉଁ ଅଧ୍ୟାଦେଶ ଆଣିଛନ୍ତି, ଠିକ୍ ସେହିପରି ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ତଥା ଧର୍ମପରାୟଣ ବ୍ୟକ୍ତିବିଶେଷମାନେ ମାସ ମାସ ଧରି କେନ୍ଦୁଝରର ମା'ତାରିଣୀ ମନ୍ଦିର, କେନ୍ଦ୍ରାପଡାର ଶ୍ରୀବଳଦେବଜୀଉ ମନ୍ଦିର, ରାୟଗଡାର ମା'ମଝିଘରିଆଣୀ ମନ୍ଦିର, ଜଗତସିଂହପୁରର ମା' ଶାରଳା ମନ୍ଦିର, ଭଦ୍ରକର ବାବା ଆଖଣ୍ଡଳମଣି...
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ୱପ୍ନ ପ୍ରତ୍ୟେକ ଜିଲ୍ଲାରେ ପ୍ରତିଷ୍ଠା ହେବ ମେଡିକାଲ କଲେଜ । ସେହିକ୍ରମରେ ଏଯାବତ ରାଜ୍ୟରେ ୭ଟି ନୂଆ ମେଡିକାଲ କଲେଜ ପାଇଁ କେନ୍ଦ୍ର ସରକାର ୭୧୭ କୋଟି ଟଙ୍କା ଓଡିଶାକୁ ଦେଇ ସାରିଲେଣି । ପ୍ରଥମ ପର୍ଯ୍ୟାୟରେ ବାଲେଶ୍ୱର, ବାରିପଦା, ବଲାଙ୍ଗୀର, କୋରାପୁଟ ଏବଂ ପୁରୀରେ ମେଡିକାଲ କଲେଜ...









