ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସମ୍ ନର୍ସିଂ କଲେଜର କମ୍ୟୁନିଟି ହେଲ୍‌ଥ ନର୍ସିଂ ବିଭାଗ ପକ୍ଷରୁ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ୨୦୨୫ ପାଳିତ ହୋଇଯାଇଛି । ଚଳିତ ବର୍ଷର ପ୍ରସଙ୍ଗ ‘ସୁସ୍ଥ ପ୍ରାରମ୍ଭ, ଆଶାପୂର୍ଣ୍ଣ ଭବିଷ୍ୟତ’ କୁ ନେଇ ଏହି ଦିବସ ପାଳନ କରାଯାଇଛି । ଏହି ଅବସରରେ ଏସ୍‌ଏନ୍‌ସିର ଛାତ୍ରଛାତ୍ରୀମାନେ...
ଭୁବନେଶ୍ୱର : କେବଳ କଥାରେ ନୁହେଁ, ଦେଇଥିବା କଥାକୁ କାମରେ ପରିଣତ କରି ଦେଖାଇଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ  ନିର୍ବାଚନ ପ୍ରଚାର ସମୟରେ ଭୁବନେଶ୍ୱର ସଂସଦୀୟ କ୍ଷେତ୍ରବାସୀଙ୍କୁ ଦେଇଥିବା ନିର୍ବାଚନୀ ପ୍ରତିଶ୍ରୁତିକୁ ଗୋଟି ଗୋଟି କରି ବାସ୍ତବତାର ରୂପ ଦେବାରେ ଲାଗିଛନ୍ତି ଅପରାଜିତା  । ଯାହାର ସବିଶେଷ ତଥ୍ୟକୁ ଭୋଟରଙ୍କ ସାମ୍ନାରେ ରଖିଛନ୍ତି...
ଭୁବନେଶ୍ୱର : ଓଡ଼ିଶା ମୋଟର ପରିବହନ ଚାଳକ ଓ କର୍ମଚାରୀ କଲ୍ୟାଣ ବୋର୍ଡରେ ସଦସ୍ୟତା କିମ୍ବା ଅନୁକମ୍ପାମୂଳକ ସହାୟତା ପାଇଁ ଏଣିକି କୌଣସି ଦପ୍ତର ଆସିବାକୁ ପଡ଼ିବ ନାହିଁ । ଅନ୍‌ଲାଇନ୍‌ରେ ଏହି ସମସ୍ତ ସୁବିଧା ଉପଲବ୍ଧ ହୋଇଛି । ଖାରବେଳ ଭବନରେ ଆୟୋଜିତ ବୋର୍ଡର ଚତୁର୍ଥ ବୈଠକରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ...
ଲାଞ୍ଜିଗଡ଼ : ଭାରତର ଅଗ୍ରଣୀ ଆଲୁମିନା ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ମହିଳା ସଶକ୍ତିକରଣ ଏବଂ କାଳାହାଣ୍ଡିର ସମୃଦ୍ଧ ସାଂସ୍କୃତିକ ଚିତ୍ରକଳାର ଏକ ଜୀବନ୍ତ ଉତ୍ସବ "ପରିଚୟ" ଆୟୋଜନ କରିଥିଲା। ଗ୍ରାମୀଣ ଓଡ଼ିଶାର ମହିଳାମାନଙ୍କ ଉଦ୍ୟମିତା ମନୋଭାବକୁ ପାଳନ କରୁଥିବା ଏହି କାର୍ଯ୍ୟକ୍ରମରେ ୬୦ଟି ଗାଁରୁ  ୨୦୦୦ରୁ ଅଧିକ ମହିଳା ଅଂଶଗ୍ରହଣ କରିଥିଲେ। ମହିଳା ସଶକ୍ତିକରଣ ପାଇଁ...
ଭୁବନେଶ୍ୱର : ରାଜ୍ୟର ୧୧୦ଟି ମ୍ୟୁନିସିପାଲିଟି ଓ ଏନଏସିରୁ ଯେତିକି ପରିମାଣର ବର୍ଜ୍ୟଜଳ ବାହାରୁଛି ତାହାର ୨ ପ୍ରତିଶତରୁ କମ୍‍ ପରିଚାଳନା କରାଯାଉଛି । ରାଜ୍ୟର ୪ଟି ମହାନଗର ନିଗମ ସମେତ ପୁରୀ ପୌରସଂସ୍ଥା ଏହି ବର୍ଜ୍ୟଜଳ ତାଲିକାରେ ନାହିଁ । ମିଳିଥିବା ସୂଚନା ଅନୁଯାୟୀ ରାଜ୍ୟର ୧୧୦ ଟି ପøରାଞ୍ଚଳରେ ବର୍ତ୍ତମାନ ପ୍ରାୟ ୬ଲକ୍ଷ...
ଭୁବନେଶ୍ୱର : ସରକାରୀ ଚାକିରିରେ ସ୍ଥାନ ସଂରକ୍ଷଣ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ରାୟ ଆଧାରରେ ଆଇନ୍‍ର ଠିକଣା ସଂଶୋଧନ କରାଯାଉନଥିବାରୁ ବିଭିନ୍ନ କ୍ୟାଡରରେ ପଦୋନ୍ନତିବେଳେ ବିଭ୍ରାଟ ଉପୁଜୁଛି । ଏମିତିକି ସରକାରୀକଳ ଆଗରେ ସ୍ପଷ୍ଟଚିତ୍ର ରହୁନଥିବାରୁ ବିଭାଗୀୟ ପଦୋନ୍ନତି କମିଟିର ସୁପାରିଶକୁ ବାତିଲ କରି ସରକାର ନୂଆ କମିଟି ବସାଉଛନ୍ତି । ବସ୍ତୁତଃ ଓଡିଶାରେ ସ୍ଥାନ...
ଭୁବନେଶ୍ୱର : କେନ୍ଦ୍ର ସ୍ୱରାଷ୍ଟ୍ର ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଆଜି ନୂଆଦିଲ୍ଲୀରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହିତ ରାଜ୍ୟରେ ତିନୋଟି ନୂଆ ଅପରାଧିକ ଆଇନର କାର୍ଯ୍ୟକାରିତାକୁ ନେଇ ଏକ ସମୀକ୍ଷା ବୈଠକ କରିଛନ୍ତି । ଏହି ବୈଠକରେ ପୁଲିସ, କାରାଗାର, ଅଦାଲତ, ଦଣ୍ଡବିଧାନ ଏବଂ ଫରେନ୍ସିକ୍ ସମ୍ବନ୍ଧୀୟ...
Bhubaneswar: Vedanta Aluminium, India’s leading producer of smelter-grade alumina and a subsidiary of Vedanta Limited, organized "Parichay", a vibrant celebration of women’s empowerment and the rich cultural tapestry of Kalahandi. More than 2,000 women from 60 villages participated in...
New Delhi: Union Home Minister Amit Shah held a crucial meeting with Odisha Chief Minister Mohan Charan Majhi in the National Capital on 9 April to assess the state's progress in implementing the newly enacted criminal laws. The primary focus...
ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପକ୍ଷରୁ ଗତ ଶନିବାର ମୁମ୍ବାଇ ଠାରେ ଆୟୋଜିତ ନେତୃତ୍ୱ କୈନ୍ଦ୍ରିକ ସମ୍ମିଳନୀ ‘ଆଲିସିପ୍ ++’ ଆୟୋଜିତ ହୋଇଯାଇଛି । ଏହି ସମ୍ମିଳନୀରେ କର୍ପୋରେଟ ଏବଂ ଅନ୍ୟାନ୍ୟ ଶିଳ୍ପ ଜଗତ ସହ ସଂଯୁକ୍ତ ପ୍ରାୟ ୬୦ ଜଣ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ । କ୍ରିକେଟ ବାମହାତୀ...