ଭୁବନେଶ୍ୱର : ରାଜ୍ୟର ପ୍ରମୁଖ ସହରଗୁଡ଼ିକୁ ଅର୍ଥନୀତିକ ଅଭିବୃଦ୍ଧି ଏବଂ ବିଶ୍ୱ ସ୍ତରୀୟ କରିବା ପାଇଁ ଓଡ଼ିଶା ସରକାର କ୍ୱାଡ୍ ସିଟି କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ଏହି ପଦକ୍ଷେପର ଏକ ଅଂଶ ଭାବରେ, ରାଜ୍ୟ ଓଡ଼ିଶାର ଜିଡିପି ରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖୁଥିବା ସହରଗୁଡ଼ିକୁ କ୍ଲଷ୍ଟର କରି ସମନ୍ୱିତ ଅର୍ଥନୀତିକ କ୍ଷେତ୍ର ସୃଷ୍ଟି କରିବାକୁ ଯୋଜନା...
ଭୁବନେଶ୍ୱର : ଦେଶରେ ବହୁଳ ଭାବେ ଆଦୃତି ଲାଭ କରିଥିବା ଭକ୍ତିଭାବପୂର୍ଣ୍ଣ ମ୍ୟୁଜିକ ଭିଡ଼ିଓ ‘ଭୋଲେନାଥ‘ର ଗାୟକ ଏବଂ ଅଭିନେତା ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପୁରାତନ ଛାତ୍ର ଅନୁରାଗ କୀର୍ତି ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ଶନିବାର ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଜି ମ୍ୟୁଜିକ୍ ବ୍ୟାନରରେ ମୁକ୍ତି...
ଭୁବନେଶ୍ୱର : ସହରରେ ଦ୍ରୁତ ବୃଦ୍ଧି ପାଉଥିବା ଜନସଂଖ୍ୟାକୁ ନଜରରେ ରଖି ଭୁବନେଶ୍ୱରକୁ ଏକ ବିଶ୍ୱସ୍ତରୀୟ ସହରରେ ରୂପାନ୍ତରିତ କରିବାର ସ୍ୱପ୍ନ ସହିତ, ସହରର ଅଭିବୃଦ୍ଧି, ରାଜଧାନୀରେ ନିଜର ସ୍ୱପ୍ନର ଘର ଗଢ଼ିବା ପାଇଁ ଚାହୁଁଥିବା ଲୋକଙ୍କ ସ୍ୱପ୍ନକୁ ସଫଳ କରିବା ଦିଗରେ ବିଡିଏର ପ୍ରତିବଦ୍ଧତା ବିଷୟରେ କହିଛନ୍ତି ଗୃହ ନିର୍ମାଣ ଏବଂ ନଗର...
ଭୁବନେଶ୍ୱର : ରାଜ୍ୟରେ ସାରର ଉକ୍ରଟ ଅଭାବ ସ୍ଥିତିକୁ ନେଇ କୃଷକମାନେ ରାଜରାସ୍ତାକୁ ଓହ୍ଲାଇଥିବା ବେଳେ, ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି । ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ପୂର୍ବତନ ମନ୍ତ୍ରୀ ତଥା ଦଳର ଉପସଭାପତି ଶ୍ରୀ ଅତନୁ ସବ୍ୟସାଚୀ ନାୟକ କହିଥିଲେ, ରାଜ୍ୟରେ ସାରର ଅଭାବକୁ ନେଇ ଚାଷୀମାନେ ହନ୍ତସନ୍ତ...
ଭୁବନେଶ୍ୱର : ଓଡ଼ିଶା ଯାତ୍ରୀ ଆପ୍ ରେଏଣିକି ଆମ ବସ୍‌ ଏବଂ ସାତପଡ଼ାରେ ଚିଲିକା ବୋଟିଂ ନିମନ୍ତେ ଟିକେଟ୍‌ କିଣାଯାଇପାରିବ ।  ପର୍ଯ୍ୟଟକ ଏବଂ ଯାତ୍ରୀଙ୍କ ଅନୁଭବକୁ ଅଧିକ ସୁଖଦ୍‌ ଏବଂ ସହଜ କରିବା ଉଦ୍ଦେଶ୍ୟରେ ଏହି ନୂତନ ସୁବିଧାକୁ ଆପ୍‌ରେ ଅନ୍ତର୍ଭୁକ୍ତ କରାଯାଇଛି। ରାଜ୍ୟ ସରକାରଙ୍କ ଆମ ବସ୍‌ ସେବା ଅଧୀନରେ ଚଳାଚଳ କରୁଥିବା...
ଲାଞ୍ଜିଗଡ଼ : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ, ଲାଞ୍ଜିଗଡ଼ରେ ଏହାର ସିଏସଆର ସ୍ୱାସ୍ଥ୍ୟସେବା ପଦକ୍ଷେପ ପ୍ରକଳ୍ପ ଆରୋଗ୍ୟ ଅଂଶ ଭାବରେ ସମ୍ପ୍ରତି ଲାଞ୍ଜିଗଡ଼ ବ୍ଲକର ୧୩ଟି ଗ୍ରାମକୁ କଭର କରି କାନକୁଟ୍ରୁ ଗ୍ରାମ ପଞ୍ଚାୟତରେ ଏକ ମେଗା ସ୍ୱାସ୍ଥ୍ୟ ଶିବିର ଆୟୋଜନ କରିଥିଲା। ଶିବିରରେ ପ୍ରାୟ ୪୦୦ ହିତାଧିକାରୀଙ୍କୁ ମାଗଣା ପରାମର୍ଶ,...
ଭୁବନେଶ୍ୱର : ପାର୍ବଣ ପାଖେଇ ଆସୁଥିବାବେଳେ ରାଜଧାନୀର ରାସ୍ତାଘାଟରେ ଖାଲ ଖମା ସଂଖ୍ୟା ବଢି ବଢି ଚାଳିଛି । ସହରର ମୁଖ୍ୟ ସଡକରେ ଖାଲଖମା ସଂଖ୍ୟା ବଢୁଥିବାବେଳେ ଗଳିକନ୍ଦି ରାସ୍ତାରେ ଗାଡି ଚଳାଇବା କଷ୍ଟକର ହୋଇ ପଡିଲାଣି । ଏହି ଖାଲ ଖମା ରାସ୍ତା ମରାମତି ନହେବା ଫଳରେ ଲୋକଙ୍କ ମଧ୍ୟରେ ଅସନ୍ତୋଷ...
ଭୁବନେଶ୍ୱର : ଶସ୍ତାରେ ମିଳୁଥିବା ଜେନେରିକ୍‍ ଔଷଧ ପ୍ରତି ଆଗ୍ରହ ବୃଦ୍ଧି ପାଉଥିବାରୁ ଦେଶରେ ଖୋଲିଥିବା ଜନଔଷଧି କେନ୍ଦ୍ର ସଂଖ୍ୟା ପାଖପାଖି ୧୭ହଜାରରେ ହୋଇଥିବାବେଳେ ଓଡିଶାରେ ଏହି ସଂଖ୍ୟା ୭୫୩ରେ ପହଞ୍ଚିଛି । ଆଗାମୀ ଦିନରେ ଏହି ସଂଖ୍ୟା ଆହୁରି ବଢିବା ନେଇ ଆକଳନ କରାଯାଉଛି । ସମସ୍ତେ ଯେଭଳି ସୁଲଭ ଦରରେ ଜୀବନ ରକ୍ଷାକାରୀ...
ଭୁବନେଶ୍ୱର : ସ୍ୱାୟତ୍ତ ଶାସନ ଦିବସ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ସେବାର ଶୁଭାରମ୍ଭ କରିଛନ୍ତି। ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅନ୍ତର୍ଗତ କ୍ୟାପିଟାଲ ରିଜନ୍ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ଆମବସ୍ ସେବାରେ ସାଧାରଣ ଯାତ୍ରୀଙ୍କ ପାଇଁ ବିଭିନ୍ନ ସୁବିଧାମୂଳକ ସେବା ଆରମ୍ଭ ହୋଇଛି। ଯାହାଦ୍ୱାରା ରାଜ୍ୟ...
ଭୁବନେଶ୍ୱର : ଆସନ୍ତା ବର୍ଷ ଏପ୍ରିଲ ସୁଦ୍ଧା ରାଜ୍ୟର ସମସ୍ତ ପୌରାଞ୍ଚଳକୁ ଗର୍ତ୍ତମୁକ୍ତ ଏବଂ ମୁକୁଳା ଡ୍ରେନ ବନ୍ଦ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଆଜି ସ୍ଥାନୀୟ ରେଲ୍ ଅଡିଟୋରିଅମ ରେ ରାଜ୍ୟ ସ୍ତରୀୟ ସ୍ୱାୟତ୍ତ ଶାସନ ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ସ୍ୱାୟତ୍ତ...