କଟକ : ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦ୍ଦେଶ କ୍ରମେ ଗତ ଅଗଷ୍ଟ ୧ ତାରିଖରୁ ରାଜ୍ୟର ସମସ୍ତ ଜିଲ୍ଲା ପୋଲିସ ଏସପିଙ୍କ ନେତୃତ୍ୱରେ ଅପେରସନ"ଗରୁଡ଼" ଅଭିଯାନ ଆରମ୍ଭ ହୋଇଛି ।
ଏହି ଅଭିଯାନ ଚଳିତ ଅଗଷ୍ଟ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ଅତିରିକ୍ତ ଆରକ୍ଷୀ...
ନୂଆଦିଲ୍ଲୀ : ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ) ଓଡ଼ିଶା, ଓଡ଼ିଶାର ମାନ୍ୟବର ସାଂସଦଙ୍କ ସହିତ ଏକ ପାରସ୍ପରିକ ଆଲୋଚନା ଅଧିବେଶନର ଆୟୋଜନ କରିଥିଲା, ଯେଉଁଥିରେ ସିଆଇଆଇ ଓଡ଼ିଶା ରାଜ୍ୟ ପରିଷଦର ସଦସ୍ୟଙ୍କ ସହିତ ରାଜ୍ୟର ବିଭିନ୍ନ ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରୁଥିବା ୧୪ ଜଣ ସାଂସଦ ଅଂଶଗ୍ରହଣ କରିଥିଲେ। ଏହି ଅଧିବେଶନରେ ଶିଳ୍ପ ଏବଂ ସରକାରୀ...
ଭୁବନେଶ୍ୱର : ଚଳିତ ବର୍ଷର ସ୍ୱୟାତ୍ତ ଶାସନ ଦିବସକୁ ସ୍ମରଣୀୟ ଭାବେ ପାଳନ କରିବାକୁ ରାଜ୍ୟ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ନିଷ୍ପତ୍ତି ନେଇଛି। ଏହି ଉତ୍ସବର ଏକ ଅଂଶ ଭାବରେ, ଅଗଷ୍ଟ ୨୫ ରୁ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା ରେ ଏକ ସପ୍ତାହ ବ୍ୟାପି...
Bhubaneswar: In Odisha, Rakhi Purnima is celebrated with a unique cultural blend, as it coincides with Gamha Purnima. This dual celebration highlights both the traditional bond between siblings and the agricultural heritage of the state.
Gamha Purnima is a major...
ଭୁବନେଶ୍ୱର : ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ଗତ ଆର୍ଥିକ ବର୍ଷରେ ରାଜ୍ୟରେ ୩୩.୭୭ ଲକ୍ଷ ଶ୍ରମିକ କାମ ପାଇଥିବାବେଳେ ମୟୁରଭଞ୍ଜ ଜିଲ୍ଲା ଏ କ୍ଷେତ୍ରରେ ସବୁଠାରୁ ଆଗରେ ରହିଛି । ଏହା ପଛକୁ ଗଞ୍ଜାମ, ସୁନ୍ଦରଗଡ, କୋରାପୁଟ ଓ କଳାହାଣ୍ଡି ଜିଲ୍ଲା ରହିଥିବା ରାଜ୍ୟସଭାରେ ସୂଚନା ଦେଇଛନ୍ତି କେନ୍ଦ୍ର ଗ୍ରାମୀଣ ବିକାଶ ରାଷ୍ଟ୍ରମନ୍ତ୍ରୀ...
ଭୁବନେଶ୍ୱର : ପୂର୍ବରୁ ଶିକ୍ଷାନୁଷ୍ଠାନ ପରିସରକୁ ପୁଲିସ ପ୍ରବେଶ ବିରୋଧରେ ଛାତ୍ର ସଂଗଠନମାନେ ସମ୍ମିଳିତ ସ୍ୱର ଉଠାଉଥିବାବେଳେ ଏବେ ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ନିରାପତ୍ତା ଦୃଷ୍ଟିରୁ ଶିକ୍ଷାନୁଷ୍ଠାନ ପରିସରରେ ଫାଣ୍ଡି ପ୍ରତିଷ୍ଠା ଏବଂ ୨୪ ଘଣ୍ଟିଆ ପୁଲିସ ମୁତୟନ ପାଇଁ ଦାବି କରୁଛନ୍ତି ।
ରାଜ୍ୟର ଏକମାତ୍ର ମହିଳା ବିଶ୍ୱବିଦ୍ୟାଳୟ ରାଜଧାନୀର କେନ୍ଦ୍ରସ୍ଥଳରେ...
Bhubaneswar: In a major boost for the state's horticulture sector, Odisha has been successfully exporting consignments of organically grown dragon fruits from the Balangir district. In fact there is a craze for Odisha dragon fruits in Dubai International Market.
Consecutive...
ଭୁବନେଶ୍ୱର : ଆଜି ଓଡ଼ିଶା ବିଧାନସଭାର ନୂତନ େୱବ୍ସାଇଟ୍ ଉନ୍ମୋଚିତ ହୋଇଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗଙ୍କ ଉପସ୍ଥିତିରେ ଏହି ୱେବ୍ସାଇଟ୍କୁ ଉନ୍ମୋଚନ କରି ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ କହିଲେ ଯେ ଏଭଳି ପ୍ରୟାସ ଅଧିକ ସ୍ୱଚ୍ଛ...
ଭୁବନେଶ୍ୱର : ରାଜ୍ୟରେ ବିଜେପି ସରକାରଙ୍କ ଗତ ୧୩ ମାସର ଶାସନ ସମୟରେ ଚାଷୀକୂଳର ସ୍ୱାର୍ଥକୁ ଅଣଦେଖା କରିଛନ୍ତି, ଯେଉଁଥିପାଇଁ ଚାଷୀ ଭାଇମାନେ ବିଭିନ୍ନ ଅସୁବିଧାର ସମ୍ମୁଖୀନ୍ନ ହେଉଛନ୍ତି ଓ ସରକାରଙ୍କ ଏହି ଚାଷୀ ମାରଣ ନୀତିକୁ ବିରୋଧ କରି ଆସନ୍ତା ୧୮ ତାରିଖରେ ବରଗଡ଼ ଠାରେ ବିରାଟ ଚାଷୀ ସମାବେଶ କରିବ ବୋଲି...
Bhubaneswar: The Odisha Legislative Assembly has launched a new, user-friendly website to increase transparency and public engagement. Speaker Shrimati Surama Padhi inaugurated the website, with Dr. Mukesh Mahaling, Minister for Health and Family Welfare, Parliamentary Affairs, and Information and...









