ଭୁବନେଶ୍ବର : ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ ଅନୁସାରେ ପଶ୍ଚିମ-କେନ୍ଦ୍ର ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଅବପାତ କ୍ଷେତ୍ର ସ୍ରୁଷ୍ଟି ହୋଇଛି l ଉତ୍ତର ଓଡିଶା, ପଶ୍ଚିମବଙ୍ଗ ଉପକୁଳରେ ଗତିଶୀଳ ହୋଇ ଆଗାମୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତ ରୂପ ନେଇପାରେ l ଆଗାମୀ ୪୮ ଘଣ୍ଟା ପର୍ଯ୍ୟନ୍ତ ଉପକୁଳ ଜିଲ୍ଲା ଗୁଡିକରେ...
ଭୁବନେଶ୍ଵର : ଭାରତୀୟ ସୂଚନା ସେବା ୧୯୯୯ ବ୍ୟାଚର ବରିଷ୍ଠ ଅଧିକାରୀ ଅଖିଳ କୁମାର ମିଶ୍ର କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ଏବଂ କେନ୍ଦ୍ରୀୟ ସଂଚାର ବ୍ୟୁରୋ (ସିବିସି), ଭୁବନେଶ୍ଵରର ଅତିରିକ୍ତ ମହାନିର୍ଦ୍ଦେଶକ ଭାବରେ ଦାୟିତ୍ଵ ଗ୍ରହଣ କରିଛନ୍ତି ।
ଶ୍ରୀ ମିଶ୍ର ଓଡ଼ିଶାର ଅତିରିକ୍ତ ପ୍ରେସ...
ଭୁବନେଶ୍ୱର : ଶିଳ୍ପ ପ୍ରତିଷ୍ଠା ପାଇଁ ସରକାରଙ୍କ ଠାରୁ ଜମି ଓ ଅନ୍ୟାନ୍ୟ ସୁବିଧା ସୁଯୋଗ ନେଇଥିବା ହଜାରେରୁ ଅଧିକ ଛୋଟ ଛୋଟ ଶିଳ୍ପ ସଂସ୍ଥାରେ ତାଲା । ଏହି ବନ୍ଦ ହୋଇଥିବା ଶିଳ୍ପସଂସ୍ଥା ମଧ୍ୟରୁ କେତେକ ସରକାରଙ୍କ ଠାରୁ ଶିଳ୍ପପାଇଁ ନେଇଥିବା ଜମିକୁ ଅନ୍ୟ ଉଦ୍ଦେଶ୍ୟରେ ବ୍ୟବହାର କରିଛନ୍ତି ।
ସରକାରୀ ସୂଚନା ଅନୁଯାୟୀ...
ଭୁବନେଶ୍ୱର : ଖାଦ୍ୟ ସୁରକ୍ଷା ଯୋଜନାରେ ଓଡିଶାରେ ଏବେ ୩କୋଟି ୩୫ଲକ୍ଷ ରୁ ଅଧିକ ଲୋକ ଉପକୃତ ହେଉଥିବାବେଳେ ସୁଭଦ୍ରା ଯୋଜନାରେ ପ୍ରାୟ କୋଟିଏ ମହିଳାଙ୍କୁ ଆର୍ଥିକ ସହାୟତା ଦେବାପାଇଁ ଯେଉଁ ଅଭିଯାନ ଆରମ୍ଭ ହୋଇଛି ତାହା ସଫଳ ହେଲେ ସେମାନଙ୍କ ପରିବାରର ୩କୋଟିରୁ ଅଧିକ ଲୋକ ଉପକୃତ ହେବେ ।
ଓଡିଶାରେ ଦାରିଦ୍ର୍ୟ କମିଛି...
Balangir: Setting aside their political differences, Members of Royal Family of Balangir came together at Sailashree Palace here today to celebrate Nuakhai, the biggest agrarian festival of Western Odisha.
BJD Veteran Ananga Uday Singh Deo, MP Kalikesh Singh Deo along...
ନୂଆଦିଲ୍ଲୀ : ୨୦୨୪ ସେପ୍ଟେମ୍ବରରେ ଏମଏସସିଆଇ ଉଦୀୟମାନ ବଜାର ଓ ନିବେଶଯୋଗ୍ୟ ବଜାର ସୂଚକାଙ୍କରେ ଭାରତ ଗୁରୁତ୍ୱ ଦୃଷ୍ଟିରୁ ଚୀନକୁ ପଛରେ ପକାଇ ଦେଇଥିବା ମୋର୍ଗାନ ଷ୍ଟାନଲି ଘୋଷଣା କରିଛି । ଏମଏସସିଆଇ ଇଏମ ଆଇଏମଆଇରେ ଭାରତର ଗୁରୁତ୍ୱ ୨୨.୨୭ ପ୍ରତିଶତ ଥିବା ବେଳେ ଚୀନର ୨୧.୫୮ ପ୍ରତିଶତ ରହିଛି ।
ଏମଏସସିଆଇ ଆଇଏମଆଇରେ ୩,୩୫୫...
Bhubaneswar: Satyabrata Sahu, Additional Chief Secretary (ACS) Home, Forest, Environment and Climate Change has said the community is showing increasing interest in clean air.
State Pollution Control Board in collaboration with Centre for Environment Studies (CES) have organized the Cycle...
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପରିକଳ୍ପନାରେ ଦେଶରେ ବ୍ୟାପକ ଅଭ୍ୟାସଗତ ପରିବର୍ତ୍ତନ ଆଣିବା ସହ ଦେଶକୁ ସ୍ୱଚ୍ଛ ଓ ସୁନ୍ଦର କରିବାରେ ମହତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ସ୍ୱଚ୍ଛ ଭାରତ ଅଭିଯାନ ଏବେ ଆଉ ଏକ ମାଇଲଖୁଣ୍ଟ ହାସଲ କରିଛି । ଏହି ଅଭିଯାନ ଦେଶକୁ ଖୋଲା ଶୌଚମୁକ୍ତ କରିବା ଯୋଗୁ ଭାରତରେ ବାର୍ଷିକ...
ଭୁବନେଶ୍ୱର: ନୂଆଁଖାଇ ପର୍ବ ନୂଆଖାଇ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସମ୍ବଲପୁରରେ ଆୟୋଜିତ ଏକ ମେଗା କାର୍ଯ୍ୟକ୍ରମରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ କରିବେ।
ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଅଡିଟୋରିୟମରେ ଏହାର ଆନୁଷ୍ଠାନିକ ଶୁଭାରମ୍ଭ ହେବ, ଯେଉଁଥିରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧିରେ ଅନ୍ତର୍ଭୁକ୍ତ ହୋଇନଥିବା କୃଷକମାନଙ୍କୁ ଦୁଇଟି ପର୍ଯ୍ୟାୟରେ ୪,୦୦୦ ଟଙ୍କା...
ଭୁବନେଶ୍ୱର : ରେଭେନ୍ସା କଲେଜର ନାମ ପରିବର୍ତ୍ତନ ବିତର୍କକୁ ନେଇ ଗଣମାଧ୍ୟମରେ ରାଜନେତାମାନଙ୍କ ବିବୃତ୍ତି ଲଢେଇ ଚାଲିଥିବାବେଳେ ରେଭେନ୍ସା ବିଶ୍ୱବିଦ୍ୟାଳୟର ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥାକୁ ସୁଧାରି ଏହି ଜ୍ଞାନର ମନ୍ଦିରକୁ କିଭଳି ଅଧିକ ଗୌରବାନ୍ୱିତ କରାଯାଇ ପାରିବ ସେଥିଘେନି କିନ୍ତୁ ରାଜନେତାମାନେ ପାଟି ଖୋଲୁ ନାହାନ୍ତି ।
ରେଭେନ୍ସା କଲେଜ ଇତି ମଧ୍ୟରେ ବିଶ୍ୱବିଦ୍ୟାଳୟରେ ପରିବର୍ତ୍ତନ...










