କୋଣାର୍କ : କୋଣାର୍କ ଉତ୍ସବର ଦ୍ୱିତୀୟ ସଂଧ୍ୟାରେ ସୁବିଖ୍ୟାତ କୁଚିପୁଡ଼ି ନୃତ୍ୟ ବିଦ୍ୱାନ ପଦ୍ମଶ୍ରୀ ଗୁରୁ ଜୟରାମା ରାଓ ଓ କୁଚିପୁଡ଼ି ଡ଼୍ୟାନ୍ସ ଏକାଡ଼େମୀର ଶିଳ୍ପୀମାନେ  । ନଟରାଜ ଶିବ ହିଁ ସକଳ ଶକ୍ତିର ଆଧାର ଓ ଓଁକାର ବ୍ରହ୍ମଙ୍କ ଉପାସନା ମୋକ୍ଷର ମାର୍ଗକୁ ଉନ୍ମୋଚନ କରେ  । ଏହି ତତ୍ତ୍ୱକୁ ନେଇ ଓଁକାରମ୍‌ର ଉପସ୍ଥାପନା...
ଭୁବନେଶ୍ୱର : ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳନ ସମାରୋହର ଅତ୍ୟତମ ଆକର୍ଷଣ ଥିଲା ଭିନ୍ନକ୍ଷମ ଛାତ୍ରଛାତ୍ରୀମାନଙ୍କ କ୍ରୀଡ଼ା ପ୍ରତିଯୋଗିତାରେ ଅଂଶଗ୍ରହଣ । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ଦୁଇଦିନଧରି ଦୁତୀ ଚାନ୍ଦ ଇଣ୍ଡୋର ଷ୍ଟାଡିୟମ୍‌ରେ ଅନୁଷ୍ଠିତ ଏହି କ୍ରୀଡ଼ା ପ୍ରତିଯୋଗିତାରେ ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ । ବିଭିନ୍ନ ସ୍ୱତନ୍ତ୍ର...
ଭୁବନେଶ୍ୱର : ରାଜ୍ୟ ଶ୍ରମ ବିଭାଗରେ ଶହ ଶହ ପଦବୀ ଖାଲି ପଡିଛି । ବିଶେଷକରି କ୍ଷେତ୍ର ସ୍ତରରେ କାର୍ଯ୍ୟ କରୁଥିବା ସହକାରୀ ଶ୍ରମ ଅଧିକାରୀ ପଦବୀରେ ପ୍ରାୟ ୮୦ ପ୍ରତିଶତ ପଦବୀ ଫାଙ୍କା । ରାଜ୍ୟରେ ଶ୍ରମିକଙ୍କ ସ୍ୱାର୍ଥର ସୁରକ୍ଷା ଠାରୁ ଆରମ୍ଭ କରି ଶିଶୁ ଶ୍ରମିକ ପ୍ରଥାକୁ ରୋକିବା ଶ୍ରମ ଅଧିକାରୀଙ୍କର ପ୍ରମୁଖ...
ଭୁବନେଶ୍ୱର : ୨୦୨୩-୨୪ ବର୍ଷ ରେ ପୁଞ୍ଜି ବ୍ୟୟ ପାଇଁ ରାଜ୍ୟମାନଙ୍କୁ ସ୍ୱତନ୍ତ୍ର ସହାୟତା ଯୋଜନା (ଏସଏଏସସିଆଇ) ଅଧୀନରେ ପ୍ରଦାନ କରାଯାଇଥିବା ପାଣ୍ଠିର ବିନିଯୋଗ ପ୍ରମାଣପତ୍ର (ୟୁସି) ଦାଖଲ କରିବାକୁ ଅନେକ ଉନ୍ନୟନ ବିଭାଗକୁ ଅନୁରୋଧ କରାଯାଇଛି । ବଜେଟ୍ ନିର୍ଦ୍ଦେଶକ ସତ୍ୟପ୍ରିୟ ରଥ ଜଳସମ୍ପଦ, ଗୃହ ଓ ନଗର ଉନ୍ନୟନ, ଗୃହ, ଶିଳ୍ପ,...
ଭୁବନେଶ୍ୱର : ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ସାରା ରାଜ୍ୟର ପ୍ରତ୍ୟେକ ଜିଲ୍ଲା, ବ୍ଲକ ଓ ପଂଚାୟତରୁ ଶହ ଶହ କଂଗ୍ରେସ ନେତୃବୃନ୍ଦ, କର୍ମୀ ଓ ଶୁଭେଚ୍ଛୁମାନେ ଶ୍ରୀ ଜଗନ୍ନାଥ ମନ୍ଦିରର ସମସ୍ତ ନୀତି ନିୟମକୁ ପାଳନ କରି ତୁଳସୀ ଧରି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ପହଂଚିଥିଲେ...
ଭୁବନେଶ୍ଵର : ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଓଡ଼ିଆ ଶ୍ରମିକ ମାନେ ଆଜି ଭୁବନେଶ୍ୱରରେ ପହଞ୍ଚି ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏହି ଅବସରରେ ସେମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି ବୁଝିଥିଲେ। ସେମାନେ ସମସ୍ତେ ଭଲ ଅଛନ୍ତି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀଙ୍କ...
ଭୁବନେଶ୍ୱର : ଦକ୍ଷିଣ - ପୂର୍ବ ବଙ୍ଗୋପ ସାଗର ଓ ତତ୍ ସଂଲଗ୍ନ ତାମିଲନାଡୁ ଉପକୁଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇସାରିଥିବା ବେଳେ ଏହା ଏକ ଘୂର୍ଣ୍ଣିଝଡ଼ରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ସୂଚନା ଦେଇଛି...
Department of Tourism’s two flagship events 13th International Sand Art Festival and 34th edition of Konark Festival were inaugurated virtually today by Chief Minister Naveen Patnaik. “I welcome everyone to this beautiful open-air auditorium in the premises of this 13th...
Bhubaneswar: In a novel protest for Lord Jagannath, Opposition Congress today organized Tulsi Jatra from Bhubaneswar to Puri demanding reopening of all gates Srimandir for devotees and Ratna Bhandar for repair & inventory. The Congress workers collected tulsi or basil...
Bhubaneswar: State has recorded Gross GST collection (CGST+ IGST+ SGST+ Cess) of Rs 4295.08 crore during November month this year against collection of Rs 4162.26 Cr during November last year with a growth rate of 3.19 per cent. The progressive...