ମାଗଣା ବିଜୁଳି ଯୋଜନାର ଶୁଭାରମ୍ଭ
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମାଗଣା ବିଦ୍ୟୁତ ସଂଯୋଗ ଯୋଗାଇ ଦେବା ଲାଗି ଛାତ ଉପର ସୌର ପ୍ରଣାଳୀ ସ୍ଥାପନ ନିମନ୍ତେ - ‘ପିଏମ୍ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ର ଘୋଷଣା କରିଛନ୍ତି । ‘‘ଦୀର୍ଘସ୍ଥାୟୀ ବିକାଶ ଓ ଲୋକଙ୍କ କଲ୍ୟାଣ ପାଇଁ ଆମେ ‘ପିଏମ୍ ସୂର୍ଯ୍ୟ ଘର: ମାଗଣା ବିଜୁଳି ଯୋଜନା’ ଆରମ୍ଭ କରୁଛୁ। ୭୫,୦୦୦ କୋଟି ଟଙ୍କାରୁ ଅଧିକ ନିବେଶ ସହିତ ଏହି ପ୍ରକଳ୍ପ ପ୍ରତି ମାସରେ ୩୦୦ ୟୁନିଟ୍ ପର୍ଯ୍ୟନ୍ତ ମାଗଣା ବିଦ୍ୟୁତ ଯୋଗାଇ ଦେଇ...
Guruji In Auckland
Bhubaneswar: Revered Guruji Chandra Bhanu Satpathy attended the 10th Anniversary celebrations of Shirdi Sai temple at Auckland on 9 February 2024. He was accorded a ceremonial Mauri traditional welcome. Exactly ten years ago, Guruji performed Pran Prathishta, and the Sansthan has progressed well over the years. On behalf of the Shirdi Sai Sansthan of New Zealand, Guruji handed over a fully...
Mamata Money Doubled
Bhubaneswar: Ahead of the upcoming Lok Sabha and State Assembly elections, Chief Minister Naveen Patnaik today announced to double the financial assistance provided under Mamata scheme. The financial assistance being provided to the beneficiaries under the maternity scheme has been increased from Rs 5,000 to Rs 10,000. The money will be transferred to the bank accounts of the beneficiaries in two...
4Yrs Mystery Cracked In 9 Days
Bhubaneswar: In a remarkable display of leadership of Principal Chief Conservator of Forests (Wildlife) Susanta Nanda a coordinated effort was unleashed to cracked down a four year old case on seizure of leopard skin in just 9 days. A Joint Team of State Wildlife Directorate, the Wildlife Crime Control Bureau (WCCB) and the Department of Forest officials accused were...
ମମତା ଯୋଜନା ସହାୟତା ୨ଗୁଣ ବଢିଲା
ଭୁବନେଶ୍ୱର : ମମତା ଯୋଜନା ସହାୟତା ରାଶି ୨ଗୁଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ମମତା ଯୋଜନାରେ ଗର୍ଭବତୀ ମହିଳାମାନଙ୍କୁ ୨ଟି କିସ୍ତିରେ ୫ ହଜାର ଟଙ୍କା ପ୍ରଦାନ କରାଯାଉଥିଲା। ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ ନୂଆ ନିଷ୍ପତ୍ତି ଅନୁଯାୟୀ ଗର୍ଭବତୀ ମହିଳାମାନଙ୍କୁ ୧୦ ହଜାର ଟଙ୍କା ସହାୟତା ମିଳିବ । ଅଗଷ୍ଟ ୨୦୨୩ରୁ ସମସ୍ତ ଯୋଗ୍ୟ ହିତାଧିକାରୀ ଏହି ବର୍ଦ୍ଧିତ ରାଶି ପାଇବେ। ଚଳିତ ଫେବୃଆରୀ ମାସ ୨୦ ରୁ ୨୫ ତାରିଖ ମଧ୍ୟରେ ବକେୟା ରାଶି ହିତାଧିକାରୀମାନଙ୍କୁ ମିଳିବ। ମାତୃ...
ଲୋକାର୍ପିତ ହେବ ସମର ଶିତଳାପଲ୍ଲୀ କ୍ୟାମ୍ପସ
ଭୁବନେଶ୍ୱର : ଦୀର୍ଘ ୧୯ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଜନସାଧାରଣଙ୍କୁ ଅବିରତ ଓ ଉତ୍ସର୍ଗୀକୃତ ଭାବେ ସ୍ୱାସ୍ଥ୍ୟ ସେବା ପ୍ରଦାନ କରିଆସୁଥିବା ଶିକ୍ଷା ଓ ଅନୁସନ୍ଧାନ ଏବେ ଦକ୍ଷିଣ ଓଡ଼ିଶାରେ ଉତମ ତଥା ଅତ୍ୟାଧୁନିକ ସେବା ପ୍ରଦାନ କରିବା ଲକ୍ଷ୍ୟରେ ବ୍ରହ୍ମପୁର ନିକଟ ଶିତଳାପଲ୍ଲୀ ଠାରେ ସମ୍ ହସ୍ପିଟାଲ୍ର ତୃତୀୟ କ୍ୟାମ୍ପସ ଆରମ୍ଭ କରିବାକୁ ଯାଉଛି । ସମ୍ ହସ୍ପିଟାଲ୍ର ଏହି ମଲ୍ଟି ସୁପର ସ୍ପେଶିଆଲିଟି ହସ୍ପିଟାଲ୍କୁ ବୁଧବାର, ଫେବୃଆରୀ ୧୪ ତାରିଖ ବସନ୍ତ ପଂଚମୀ ଦିନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ...
ପୁରସ୍କୃତ ହେବେ କୃଷି କର୍ମଚାରୀ
ଭୁବନେଶ୍ୱର : କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ ଉଲ୍ଲେଖନୀୟ କାର୍ଯ୍ୟ ପ୍ରଦର୍ଶନ କରି ବିଭାଗ ପାଇଁ ସୁନାମ ଆଣିଥିବା କର୍ମଚାରୀଙ୍କୁ ପୁରସ୍କୃତ କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି । ପ୍ରତି ମାସରେ ଉତ୍ତମ ପ୍ରଦର୍ଶନ ଆଧାରରେ କର୍ମଚାରୀମାନଙ୍କୁ ଚୟନପୂର୍ବକ ପ୍ରଶଂସାପତ୍ର ପ୍ରଦାନ ସହ ସାମାଜିକ ଗଣମାଧ୍ୟମ ଜରିଆରେ ସେମାନଙ୍କୁ ପ୍ରୋତ୍ସାହିତ କରାଯିବ । କର୍ମଚାରୀଙ୍କ ପ୍ରଦର୍ଶନର ଆଧାର କେବଳ ମାତ୍ର ବ୍ୟୟ ଧାର୍ଯ୍ୟ ଲକ୍ଷ୍ୟ ସମ୍ବନ୍ଧିତ ନହୋଇ ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ଓ ପ୍ରକଳ୍ପର ଗୁଣାତ୍ମକ ରୂପାୟନ ଦିଗରେ ସେମାନଙ୍କର...
ନାମାଙ୍କନ ଦାଖଲ କଲେ ଦୁଇ ନେତା
ଭୁବନେଶ୍ୱର : ବିଜୁ ଜନତା ଦଳର ରାଜ୍ୟସଭା ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ଆଜି ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ରାଜ୍ୟସଭା ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଉଭୟ ନେତା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ଦୁଇଟି ସେଟ୍ ନାମାଙ୍କନ ପତ୍ର ଦାଖଲ କରିଥିଲେ। ନାମାଙ୍କନ ପତ୍ର ଦାଖଲ ସମୟରେ ବରିଷ୍ଠ ବିଜେଡି ନେତା ତଥା ମନ୍ତ୍ରୀ ନିରଞ୍ଜନ ପୂଜାରୀ, ସରକାରୀ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି, ବରିଷ୍ଠ ବିଧାୟକ ପ୍ରତାପ ଜେନାଙ୍କ ସମେତ ବହୁ...
BJD Nominees File Papers
Bhubaneswar: Rajya Sabha nominees of Governing Biju Janata Dal (BJD) Debashish Samantaray and Subhasish Khuntia today filed their nomination papers before the Returning Officer for the RS polls. The two leaders submitted two sets of nomination papers to the Returning Officer in presence of BJD President and Chief Minister Naveen Patnaik. Senior BJD leader and Minister Niranjan Pujari, Government Chief...
ଦେବାଶିଷ ଓ ଶୁଭାଶିଷଙ୍କୁ ରାଜ୍ୟସଭା ଟିକଟ
ଭୁବନେଶ୍ୱର: ଆସନ୍ତା ରାଜ୍ୟସଭା ନିର୍ବାଚନ ପାଇଁ ବିଜେଡି ର ଦୁଇ ବରିଷ୍ଠ ନେତା ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆଙ୍କ ନାମ ଘୋଷଣା କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଦୁଇ ନେତାଙ୍କୁ ରାଜ୍ୟସଭା ପାଇଁ ମନୋନୀତ କରିଛନ୍ତି। ଦେବାଶିଷ ସାମନ୍ତରାୟ ପୂର୍ବତନ ବିଧାୟକ ଥିବାବେଳେ ଆସନ୍ତା ନିର୍ବାଚନରେ କଟକ ବାରବାଟୀରୁ ବିଜେଡି ଟିକଟରେ ଲଢିବାପାଇଁ ଆଶାୟୀ ଥିଲେ । ଗତ ନିର୍ବାଚନରେ ଦେବାଶିଷ ଏହି ଆସନରୁ କଂଗ୍ରେସ ପ୍ରାର୍ଥୀ ମହମ୍ମଦ ମୋକିମଙ୍କ ଠାରୁ ହାରି ଯାଇଥିଲେ । ସେହିଭଳି ବିଜୁ ଯୁବ...








