ପୌରାଞ୍ଚଳରେ ଓଡ଼ିଆ ଭାଷା ସମ୍ମିଳନୀ

0

ଭୁବନେଶ୍ୱର : ରାଜ୍ୟର ସମସ୍ତ ପୌରାଞ୍ଚଳ ମାନଙ୍କରେ ଓଡ଼ିଆ ଭାଷା ସମ୍ମିଳନୀ ପାଳନ କରିବା ନିମନ୍ତେ ଗୃହ ଓ ନଗର ଉନ୍ନୟନ ବିଭାଗ ତରଫରୁ ନିଷ୍ପତ୍ତି ନିଆଯାଇଛି l ଏ ନେଇ ପୌର ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ ସମସ୍ତ ମହାନଗର ନିଗମର କମିଶନର ଏବଂ ପୌର ପରିଷଦ ଓ ଏନ୍ ଏ ସିର ନିର୍ବାହୀ ଅଧିକାରୀ ମାନଙ୍କୁ ପତ୍ର ଲେଖିବା ସହ ଆବାସି ମାଧ୍ୟମରେ ଆଲୋଚନା କରି ଆବଶ୍ୟକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି I ଶ୍ରୀ ନାୟକ ଲେଖିଥିବା ତାଙ୍କ ପତ୍ରରେ ଉଲ୍ଲେଖ...

ତୋମାର ଓ ଉସେଣ୍ଡିଙ୍କୁ ଓଡ଼ିଶା ଦାୟିତ୍ୱ

0

ଭୁବନେଶ୍ୱର : ଆଗାମୀ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜଗତ ପ୍ରକାଶ ନଡ୍ଡା ଆଜି ବିଭିନ୍ନ ରାଜ୍ୟ ପାଇଁ ପ୍ରଭାରୀ ଓ ସହପ୍ରଭାରୀ ନାମ ତାଲିକା ଘୋଷଣା କରିଛନ୍ତି । ଓଡ଼ିଶା ପାଇଁ ଶ୍ରୀ ବିଜୟ ପାଲ ସିଂହ ତୋମାରଙ୍କୁ ପ୍ରଭାରୀ ଦାୟିତ୍ୱ ଦେଇଥିବାବେଳେ ଶ୍ରୀମତୀ ଲତା ଉସେଣ୍ଡିଙ୍କୁ ସହପ୍ରଭାରୀ ଦାୟିତ୍ୱ ଦେଇଛନ୍ତି । ଶ୍ରୀ ତୋମାର ଉତର ପ୍ରଦେଶରୁ ସାଂସଦ ଏବଂ ଶ୍ରୀମତୀ ଉସେଣ୍ଡି ଛତିଶଗଡରେ ବିଧାୟକଭାବେ ନିର୍ବାଚିତ ହୋଇଛନ୍ତି । ଉଭୟ ରାଜ୍ୟରେ...

ଲାରିଙ୍ଗୋମାଲାସିଆରେ ପୀଡ଼ିତ ଶିଶୁ ସୁସ୍ଥ ହେଲା

0

ଭୁବନେଶ୍ୱର : ସମ୍ ଅଲ୍ଟିମେଟ ମେଡିକେୟାର (ସମ୍ମମ୍‌)ର ସର୍ଜନମାନେ ଲାରିଙ୍ଗୋମାଲାସିଆରେ ପୀଡ଼ିତ ଏକ ଶିଶୁକୁ ସଫଳତାର ସହ ଚିକିତ୍ସା କରିଛନ୍ତି । ଶିଶୁଟି ଜନ୍ମରୁ ଲାରିଙ୍ଗୋମାଲାସିଆ ରୋଗରେ ପୀଡ଼ିତ ହୋଇ କଷ୍ଟ ପାଉଥିଲା । ଏଭଳି ରୋଗରେ ପୀଡ଼ିତ ଚାରି ମାସ ଶିଶୁର ଛାତି ଓ ବେକ ସହିତ ଶ୍ୱାସକ୍ରିୟାରେ ସମସ୍ୟା ହେବାରୁ ପିତାମାତା ତାଙ୍କୁ ଡାକ୍ତରଖାନାକୁ ଆଣିଥିଲେ । ରୋଗୀଟିକୁ ଶିଶୁ ଆଇସିୟୁକୁ ନିଆଯାଇଥିଲା ଏବଂ ପରବର୍ତୀ ମୂଲ୍ୟାୟନ ପାଇଁ ଡାକ୍ତର ଅଜୟ କୁମାର ଗାହାଣଙ୍କ ତତ୍ୱାବଧାନରେ ଚିକିତ୍ସା କରାଯାଇଥିଲା । ପରିବାର...

ଚିଲିକା ବିହଙ୍ଗ ଉତ୍ସବ ଉଦ୍‌ଘାଟିତ

0

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚତୁର୍ଥ ଜାତୀୟ ଚିଲିକା ବିହଙ୍ଗ ଉତ୍ସବକୁ ଆଜି ଉଦ୍‌ଘାଟନ କରିଛନ୍ତି । ପର୍ଯ୍ୟଟନ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ଭୂୟସୀ ପ୍ରଶଂସା କରିବା ସହ ପର୍ଯ୍ୟଟନ କ୍ଷେତ୍ରରେ ଏହା ଏକ ନୂଆ ଦିଗନ୍ତ ଆଣିଦେବ ବୋଲି ଉଲ୍ଲେଖ କରିଛନ୍ତି । ଏହି ଅବସରରେ ଏକ ଫଟୋ ପ୍ରଦର୍ଶନୀ ଆୟୋଜନ ହୋଇଥିଲା । ଏଥିରେ ଫଟୋଗ୍ରାଫର ଶକ୍ତି ନନ୍ଦ, ଉମାକାନ୍ତ ବିଶ୍ୱାଳ, ଧୃତିମାନ୍‌ ମୁଖାର୍ଜୀ...

ସମଲେଇ ପ୍ରକଳ୍ପ ଲୋକାର୍ପିତ

0

ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବହୁ ପ୍ରତିକ୍ଷୀତ ସମଲେଇ ପ୍ରକଳ୍ପର  ଲୋକାର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଥମେ ମା ଙ୍କ ଦର୍ଶନ ଓ  ପ୍ରାର୍ଥନା କରି ଓଡ଼ିଶା ବାସୀଙ୍କ ସୁଖ, ଶାନ୍ତି ପାଇଁ ଆଶୀର୍ବାଦ ଭିକ୍ଷା କରିଥିଲେ। ତା ପରେ, ଶହ ଶହ ସାଧୁ, ସନ୍ଥ, ସେବକ, ପଣ୍ଡିତଙ୍କ ଗହଣରେ ଯଜ୍ଞ, ହୋମ, ଓ ମନ୍ତ୍ର ଧ୍ବନିରେ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ। ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି  କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ। ୨୦୨୧ ଫେବୃଆରୀ...

Chilika Birds Fest Kickstarts

0

Bhubaneswar: The 4th National Chilika Birds Festival was today inaugurated by Chief Minister Naveen Patnaik, who eloquently described the destination as “a pilgrimage for over a million-winged visitors of varied species, which undertake flights to the mighty but calm Chilika Lake – Asia’s largest brackish water lake.” Shri Patnaik applauded the efforts of Department of Tourism, Department of Forest,...

CM Opens SAMALEI Project

0

Sambalpur: Chief Minister Naveen Patnaik Friday opened the newly renovated Maa Samaleswari Complex for the public. The Flagship Project was completed under Samaleswari Temple Area Management and Local Economic Initiative (SAMALEI). Shri Patnaik had Darshan of Maa Samaleswari and prayed for well being of the 4 crore people of the state. The SAMALEI was being implemented for the development of the famous...

Urban Push For Odia Language

0

Bhubaneswar: The first World Odia Language Conference is being organized to discuss the past, present and future of the Odia language, which has gained the status of one of the classical languages in the country, and to set goals for its propagation. The conference will be held at Janata Maidan in Bhubaneswar between 3-5 February. Students, lecturers and faculty members,...

Tomar BJP Poll In-Charge

0

Bhubaneswar: Saffron Leader Baijayant Panda is new State Election In-charge of Uttar Pradesh. The Bharatiya Janata Party on Saturday released the nominated names of State in-charges and co-incharges for the upcoming Lok Sabha elections. BJP National Vice President ‘Jay’ Panda is nominated to be the In-Charge of the state of Uttar Pradesh. For Odisha Vijaya Pal Singh Tomar, MP has been nominated...

Odisha Tableau On Women Empowerment

0

New Delhi: Odisha’s Women Empowerment was showcased through the tableau, which rolled down the Kartavya Path at the 75th Republic Day Parade in the National Capital here on 26 January. The theme of the tableau was “Women Empowerment”, presented through its handloom and handicraft. While Odisha has 70 Lakh Women SHGs, the tableau through live demonstration shown the intricacies in handcrafts...