Odisha Sets 2 New OISF Battalions

Bhubaneswar: Odisha Government has announced the establishment of two new Odisha Industrial Security Force (OISF) Battalions. These are designated as the 3rd and 4th OISF Battalions. This expansion will create 1944 new posts across various ranks within the OISF. Infact Odisha Government has created around 21000 Posts in State Police Sector during last 8 months. Chief Minister Mohan Charan...

ଆକାଂକ୍ଷୀ ବ୍ଲକରେ ତାଲିକାରେ ଆଉ ୧୧

0

ଭୁବନେଶ୍ୱର : ଓଡ଼ିଶାର ୧୧ଟି ନୂଆ ବ୍ଲକ ନୀତି ଆୟୋଗ ଦ୍ୱାରା ଆକାଂକ୍ଷୀ ବ୍ଲକ ଯୋଜନାରେ ସାମିଲ ହୋଇଛି । କେନ୍ଦୁଝର ଜିଲ୍ଲାର ୫ଟି ବ୍ଲକ ଓ ମୟୂରଭଞ୍ଜ ଜିଲ୍ଲାର ୬ଟି ନୂଆ ବ୍ଲକ ସାମିଲ ହୋଇଛି। ଏହାଦ୍ୱାରା ବର୍ତ୍ତମାନ ଓଡ଼ିଶାର ସମୁଦାୟ ୪୦ଟି ବ୍ଲକ ଆକାଂକ୍ଷୀ ବ୍ଲକ ରେ ପରିଣତ ହୋଇଛି । ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ବ୍ଲକ ଗୁଡ଼ିକୁ ସାମିଲ କରିବା ପାଇଁ ନୀତି ଆୟୋଗକୁ ଅନୁରୋଧ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକୁ ଗ୍ରହଣ...

ରାଜ୍ୟରେ ସୃଷ୍ଟି ହେବ ଅଧିକ ୬୩୫୮ ବୁଥ

0

ଭୁବନେଶ୍ଵର : ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଆର. ଏସ.  ଗୋପାଳନ ବିଭିନ୍ନ ସିକୃତିପ୍ରାପ୍ତ ରାଜନୈତିକ ଦଳ ଗୁଡିକ ସହ ବୈଠକ କରିଛନ୍ତି । ଏହି ବୈଠକ ରେ ରାଜ୍ୟରେ ଅଧିକ ଛଅ ହଜାର ତିନିଶହ ଅଠାବନ ବୁଥ ସୃଷ୍ଟି ଏବଂ ବୁଥ ସ୍ତରୀୟ ଏଜେଣ୍ଟ (ବିଏଲଏ)ଙ୍କୁ ନିଯୁକ୍ତ ବେଳେ ଆବେଦନ ଫର୍ମ(ବିଏଲଏ-୨)ରେ ଫଟୋ ଏବଂ ମୋବାଇଲ ନମ୍ବର ନିଶ୍ଚିତ ଦେବାକୁ ପଡିବ ବୋଲି ସେ ଉପସ୍ଥିତ ରାଜନୈତିକ ଦଳ ଗୁଡିକର ସଦସ୍ୟଙ୍କୁ କହିଥିଲେ । ଭୋଟରଙ୍କ ସୁବିଧା ତଥା ଭିଡ କମାଇବା...

India Ahead: 50% Green Power

New Delhi: India today proudly announced a significant milestone in its energy transition journey, with 50% of its installed power capacity now derived from non-fossil fuel sources. This remarkable achievement comes five years ahead of the 2030 target set under its Nationally Determined Contributions (NDCs) to the Paris Agreement. Shri Santosh Sarangi, Secretary, Ministry of New and Renewable Energy (MNRE),...

1st Brain Mapping Surgery In SUM

0

Bhubaneswar: In a landmark achievement for neurosurgery in Eastern India, doctors at the Institute of Medical Sciences (IMS) and SUM Hospital in Bhubaneswar have successfully performed the region's first surgery utilizing advanced cortical and subcortical brain mapping techniques. This pioneering procedure offers renewed hope to patients grappling with complex brain tumors situated in close proximity to critical brain regions. The...

Odisha On Alert: Heavy Rains

Bhubaneswar: Widespread rainfall is anticipated across Odisha starting Wednesday night, as a low-pressure area is expected to develop over the northwest Bay of Bengal. This system is likely to merge with the remnants of Tropical Cyclone 'Wipha', which originated in the South China Sea, according to SOA’s Centre for Environment and Climate (CEC). The CEC bulletin further indicates that this...

ଆସୁଛି ଲଘୁଚାପ ବର୍ଷା

ଭୁବନେଶ୍ୱର : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା କାରଣରୁ ଓଡ଼ିଶାରେ ବୁଧବାର ରାତିରୁ ବର୍ଷା ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଗୁରୁବାର ରାତି କିମ୍ବା ଶୁକ୍ରବାର ସକାଳେ ଏହା ଅଧିକ ଘନୀଭୁତ ହୋଇ ଉତର ପଶ୍ଚିମ ଆଡ଼କୁ ଗତି କରି ଝାଡଖଣ୍ଡ ଓ ଉତର ଛତିଶଗଡ଼ ମୁହାଁ ହେବାର ସମ୍ଭାବନା ଥିବା ସିଇସି ପକ୍ଷରୁ କୁହାଯାଇଛି । ଏହାର ପ୍ରଭାବରେ ଗୁରୁବାର ରାତିରୁ ଜୁଲାଇ ୨୬...

ଚାକିରିରୁ ବିଦାହେଲେ ଡାକ୍ତର

0

ଭୁବନେଶ୍ୱର : ଦୁର୍ନୀତି ବିରୁଦ୍ଧରେ କଡା ଆଭିମୁଖ୍ୟ ଜାରି ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯାଜପୁର ଜିଲ୍ଲା ମଧୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ପୂର୍ବତନ ମେଡିକାଲ ଅଫିସର ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି। ଡାକ୍ତର ରାଉତ ବର୍ତ୍ତମାନ ଭଦ୍ରକ ଜିଲ୍ଲା ସଦର ମହକୁମା ହସ୍ପିଟାଲର ମାନସିକ ସ୍ୱାସ୍ଥ୍ୟ ଏବଂ କ୍ୟାନ୍‍ସର ବିଭାଗର ବରିଷ୍ଠ ମେଡିକାଲ ଅଫିସର ଭାବେ କାର୍ଯ୍ୟ କରୁଛନ୍ତି। ସୂଚନାଯୋଗ୍ୟ ଯେ, ଡାକ୍ତର କରୁଣାକର ରାଉତଙ୍କ ନାମରେ କଟକ ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ କେସ୍ ରୁଜ୍ଜୁ ହୋଇଥିଲା।...

ସହରାଞ୍ଚଳ ଭିତ୍ତିଭୂମି ସୁଦୃଢ଼ ଉପରେ ଗୁରତ୍ବ

ଭୁବନେଶ୍ବର : ଶ୍ରୀମତୀ ଉଷା ପାଢ଼ୀ, ପ୍ରମୁଖ ଶାସନ ସଚିବ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ବିଭାଗର ୩୬ତମ ଡ୍ୟାସ୍‌ ବୋର୍ଡ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ବିଭାଗର କନ୍‌ଫରେନ୍ସ ହଲ୍‌ ପରିସରରେ ଅନୁଷ୍ଠିତ ବୈଠକରେ ସହରାଞ୍ଚଳ ଭିତ୍ତିଭୂମି ବିକାଶ ନେଇ ଆରମ୍ଭ କରାଯାଇଥିବା କାର୍ଯ୍ୟଗୁଡ଼ିକର ସମୀକ୍ଷା କରାଯାଇଥିଲା। ବିଶେଷ କରି ୧୧୫ର ସ୍ବାୟତ୍ତ ଶାସନ ସଂସ୍ଥାରେ ଓଡ଼ିଶା ସହରାଞ୍ଚଳ ଭିତ୍ତିଭୂମି ଉନ୍ନୟନ ପାଣ୍ଠି ଅଧୀନରେ ଚାଲିଥିବା ଷ୍ଟ୍ରିଟ୍‌ ଲାଇଟିଂ କାର୍ଯ୍ୟର ସମୀକ୍ଷା କରାଯାଇଥିଲା। ନିର୍ଦ୍ଦାରିତ...

ସୋଆ ଏବଂ ଇଗ୍‌ନୁ ମଧ୍ୟରେ ବୁଝାମଣା

0

ଭୁବନେଶ୍ୱର: କୃଷି ବିଜ୍ଞାନ କ୍ଷେତ୍ରରେ ମିଳିତ ଭାବରେ ଦୂରଶିକ୍ଷା ବ୍ୟବସ୍ଥା ମାଧ୍ୟମରେ ୭ଟି ଶିକ୍ଷା କାର୍ଯ୍ୟକ୍ରମ ପ୍ରବର୍ତନ କରିବା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ଇନ୍ଦିରା ଗାନ୍ଧି ନ୍ୟାସ୍‌ନାଲ୍ ଓପନ୍ ୟୁନିଭର୍ସିଟି (ଇଗ୍‌ନୁ) ମଧ୍ୟରେ ଏକ ବୁଝମଣା ସ୍ୱାକ୍ଷରିତ ହୋଇଯାଇଛି । ସୋଆରେ ଇଗ୍‌ନୁ ପକ୍ଷରୁ ଏକ ଲର୍ଣ୍ଣର ସପୋର୍ଟ ସେଂଟର (ଏଲ୍‌ଏସ୍‌ସି) ଆରମ୍ଭ କରାଯାଇ ଏହି ଶିକ୍ଷା କାର୍ଯ୍ୟକ୍ରମ ସମ୍ପାଦନ କରାଯିବ ବୋଲି ବୁଝାମଣାରେ ଦର୍ଶାଯାଇଛି ।ସମାଜରେ ଶିକ୍ଷାର ସୁଯୋଗକୁ ବିସ୍ତୃତ କରିବା ଲକ୍ଷ୍ୟରେ ଏହି ବୁଝାମଣା ସ୍ୱାକ୍ଷରିତ...