ଖଣି ପ୍ରସଙ୍ଗରେ ତାତିଲେ ସାଲୁଜା

0

ଭୁବନେଶ୍ୱର : ଖଣି ଦୁର୍ନୀତି ପ୍ରସଙ୍ଗରେ ଆଲୋଚନା ପାଇଁ କଂଗ୍ରେସ ଦଳ ଦେଇଥିବା ମୁଲତବି ନୋଟିସ୍‍କୁ ବାଚସ୍ପତି ଅଗ୍ରାହ୍ୟ କରିଦେବାରୁ ଆଜି କଂଗ୍ରେସ ବିଧାୟକ ସନ୍ତୋଷ ସିଂହ ସାଲୁଜା ଗୃହରେ ତାତିଥିଲେ । ଖଣି ମାଲିକଙ୍କ ଚାପ ଯୋଗୁଁ ବିଗତ ୩ବର୍ଷ ଧରି ଏହି ପ୍ରସଙ୍ଗକୁ ଗୃହରେ ଆଲୋଚନା ପାଇଁ ଅନୁମତି ମିଳୁନଥିବା ସେ କହିଥିଲେ । ଶୂନ୍ୟକାଳରେ ଶ୍ରୀ ସାଲୁଜା ଏହି ପ୍ରସଙ୍ଗ ଉଠାଇ କହିଥିଲେ ଯେ ସମସ୍ତେ ଏବେ ଖଣି ମାଲିକଙ୍କ ପକେଟରେ । ଯେଉଁଥିପାଇଁ ୩ବର୍ଷ ହେଲା ଖଣି ଦୁର୍ନୀତି...

ଶ୍ରୀମନ୍ଦିର ସୁରକ୍ଷା ପ୍ରସଙ୍ଗରେ ଗୃହ ମୁଲତବି

0

ଭୁବନେଶ୍ୱର : ପୁରୀ ଶ୍ରୀମନ୍ଦିରର ସୁରକ୍ଷା ପ୍ରସଙ୍ଗରେ ବିଜେପି ଓ କଂଗ୍ରେସ ସଦସ୍ୟମାନେ ଗୃହରେ ଉଦ୍‍ବେଗ ପ୍ରକାଶ କରିବା ସହିତ ଗୃହ କମିଟି ଗଠନ କିମ୍ବା ମନ୍ତ୍ରୀ ଉତ୍ତର ରଖିବାପାଇଁ ବାଚସ୍ପତିଙ୍କ ରୁଲିଂ ଦାବି କରିଥିଲେ । ଏହି ପ୍ରସଙ୍ଗରେ ବିଜେପି ସଦସ୍ୟମାନେ ଗୃହ ମଧ୍ୟ ଭାଗରେ ଆସି ହଟଗୋଳ କରିବାରୁ ବାଚସ୍ପତି ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଳତବି ଘୋଷଣା କରିଛନ୍ତି । ଆଜି ଶୂନ୍ୟକାଳରେ ବିଜେପି ବିଧାୟକ ଜୟନ୍ତ ଷଡଙ୍ଗୀ ଏହି ପ୍ରସଙ୍ଗ ଉଠାଇ କହିଥିଲେ ଯେ ଜଗନ୍ନାଥ ମନ୍ଦିର ଏବେ...

ଲକ୍ଷ୍ମଣ ନାଏକଙ୍କୁ ଶ୍ରଦ୍ଧାଞ୍ଜଳି

0

ଭୁବନେଶ୍ୱର : ଭାରତୀୟ ସ୍ୱାଧୀନତା ସଂଗ୍ରାମର ଅନ୍ୟତମ ପୁରୋଧା , ମହାନ୍ ଦେଶପ୍ରେମୀ ବୀର ଶହୀଦ୍ ଲକ୍ଷ୍ମଣ ନାଏକଙ୍କ ରାଜ୍ୟସ୍ତରୀୟ ପବିତ୍ର ଶ୍ରାଦ୍ଧ ଦିବସ ପାଳନ ଅବସରରେ ଆଜି ସକାଳେ ରାଜଧାନୀ ଭୁବନେଶ୍ୱରରେ ଅବସ୍ଥାପିତ ତାଙ୍କର ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ଆୟୋଜିତ ଏହି କାର‌୍ୟ୍ୟକ୍ରମରେ ଅତିଥିଭାବେ ରାଜ୍ୟ ଜଳସମ୍ପଦ, ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ, ରାଜ୍ୟ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି...

୨୦୭୧ କୋଟିର ପ୍ରକଳ୍ପ ଅନୁମୋଦିତ

0

ଭୁବନେଶ୍ୱର : ବ୍ୟବସାୟ ଅନୁକୁଳ ବାତାବରଣ, ପ୍ରଗତିଶୀଳ ଶିଳ୍ପ ନୀତି ଓ ସ୍ୱଚ୍ଛ ପ୍ରଶାସନିକ ବ୍ୟବସ୍ଥା ଯୋଗୁ ଓଡ଼ିଶା ନୂଆ ପୁଞ୍ଜିନିବେଶ ପ୍ରସ୍ତାବ ଆକର୍ଷିତ କରିବାରେ ଆଗୁଆ ରାଜ୍ୟ ହୋଇ ରହିଛି । ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ  ଅନୁଷ୍ଠିତ ରାଜ୍ୟ ଏକକ ବାତାୟନ(ସିଙ୍ଗିଲ୍ ୱିଣ୍ଡୋ) କମିଟି  ବୈଠକରେ ୧୨ ଟି ନୂତନ ପୁଞ୍ଜିନିବେଶ ପ୍ରକଳ୍ପକୁ  ନିତୀଗତ ଅନୁମୋଦନ ଦିଆଯାଇଛି । ଏହି ସବୁ ପ୍ରକଳ୍ପ ମାଧ୍ୟମରେ ୨୦୭୧ କୋଟି ଟଙ୍କାର ନୂଆ ପୁଞ୍ଜିନିବେଶ ହେବା ସହ...

ଏମ୍‍ଏସ୍‍ଏମ୍‍ଇ ପାଇଁ ୧୦୦ କୋଟିର ମାର୍ଜିନ ମନି

0

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନିଶ୍ଚିତ ରୋଜଗାର କାର୍ଯ୍ୟକ୍ରମ (ପିଏମ୍‍ଇଜିପି) ରେ ମାର୍ଜିନ ମନି ବାବଦକୁ ଓଡିଶାକୁ କେନ୍ଦ୍ର ସରକାର ୧୦୦ କୋଟି ଟଙ୍କାରୁ ଅଧିକ ଅର୍ଥ ମଞ୍ଜୁର କରିଛନ୍ତି । ଏଥି ମଧ୍ୟରୁ ୮୫.୭୧ କୋଟି ଟଙ୍କା ରାଜ୍ୟରେ ବଣ୍ଟାଯାଇ ସାରିଲାଣି । କେନ୍ଦ୍ର ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଖଦି ଏବଂ ଗ୍ରାମ୍ୟ ଶିଳ୍ପ କମିଶନଙ୍କ ଜରିଆରେ ପିଏମ୍‍ଇଜିପିକୁ ଗ୍ରାମାଞ୍ଚଳରେ କାର୍ଯ୍ୟକାରୀ କରୁଛନ୍ତି । ଏହାଦ୍ୱାରା ଗ୍ରାମାଞ୍ଚଳ ସମେତ ସମଗ୍ର ଦେଶରେ ଛୋଟ ଛୋଟ ଶିଳ୍ପ ସମେତ କୃଷି ଭିତ୍ତି ଖାଦ୍ୟ...

୧୪ଟି ବିଭାଗ ୫୦ ପ୍ରତିଶତ ଖର୍ଚ୍ଚ କରିପାରି ନାହାନ୍ତି

0

ଭୁବନେଶ୍ୱର : ଚଳିତ ଆର୍ଥିକ ବର୍ଷର ଜାନୁୟାରୀ ଶେଷ ସୁଦ୍ଧା ରାଜ୍ୟର ୧୪ଟି ବିଭାଗ ସେମାନଙ୍କ ପାଇଁ ବରାଦ ହୋଇଥିବା ଅର୍ଥରୁ ୫୦ପ୍ରତିଶତ ଖର୍ଚ୍ଚ କରିପାରି ନାହାନ୍ତି । ଏହି ବିଭାଗଗୁଡିକ ମଧ୍ୟରୁ ସବୁଠାରୁ କମ୍‍ ଅର୍ଥାତ୍‍ ୧୫.୦୭ ପ୍ରତିଶତ ଅର୍ଥ ଶକ୍ତି ବିଭାଗ ବ୍ୟୟ କରିଛି । ବଜେଟ୍‍ ଅର୍ଥ ସଂକ୍ରାନ୍ତରେ ବିଜେଡି ବିଧାୟକ ଭୂପିନ୍ଦର ସିଂହ ପଚାରିଥିବା ପ୍ରଶ୍ନର ଉତ୍ତର ଦେଇ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଛନ୍ତି ଯେ ୨୦୨୧-୨୨ ବର୍ଷର ଜାନୁୟାରୀ ଶେଷ ସୁଦ୍ଧା ୧୪ଟି ବିଭାଗ ସେମାନଙ୍କ ପାଇଁ...

ଦୁବାଇ ଆନ୍ତର୍ଜାତିକ କନ୍‌ଫରେନ୍ସରେ ସୋଆ ସମ୍ମାନିତ

0

ଭୁବନେଶ୍ୱର : ସଂଯୁକ୍ତ ଆରବ ଅମିରାତର ଇଂଟରକଂଟିନେଂଟାଲ୍ ଦୁବାଇ ଫେଷ୍ଟିଭାଲ୍ ସିଟିରେ ମାର୍ଚ୍ଚ ୨୩ ରୁ ୨୫ ପର୍ଯ୍ୟନ୍ତ ଅନୁଷ୍ଠିତ ଆନ୍ତର୍ଜାତିକ ଏଡୁକେଶନ୍ ୨.୦ କନ୍‌ଫରେନ୍ସରେ ଶିକ୍ଷା ଓ ଅନୁସନ୍ଧାନକୁ ‘ପୂର୍ବ ଭାରତର ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ’ ସମ୍ମାନରେ ସମ୍ମାନିତ କରାଯାଇଛି । ସୋଆର ଆନ୍ତର୍ଜାତିକ ସଂପର୍କ ଓ ଆଉଟରିଚ୍ ପ୍ରୋଗ୍ରାମର ନିର୍ଦ୍ଦେଶକ ପ୍ରଫେସର ନଚିକେତା କେ. ଶର୍ମା ଓ ଆଇଟିଇଆର୍‌ର ପ୍ଲେସ୍‌ମେଂଟ ହେଡ ଶ୍ରୀ ରିପ୍ତି ରଞ୍ଜନ ଦାସ ଏହି ସମ୍ମାନ ଗ୍ରହଣ କରିଥିଲେ । ଏହି ସମ୍ମିଳନୀରେ ଡିଜିଟାଲ୍ ସାକ୍ଷରତାକୁ ମଜଭୁତ କରିବା ପାଇଁ...

ସୋଆରେ ଫାଇନାନ୍‌ସିଆଲ୍ ମାର୍କେଟ ଆଲୋଚନାଚକ୍ର

0

ଭୁବନେଶ୍ୱର : ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍‌) ଠାରେ ଶନିବାର ଫାଇନାନ୍ସିଆଲ୍ ମାର୍କେଟ ବିଷୟରେ ସଚେତନତା ସୃଷ୍ଟି ନିମନ୍ତେ ଏକ ଆଲୋଚନାଚକ୍ର ଆୟୋଜିତ ହୋଇଯାଇଛି । ଗ୍ଲୋବାଲ୍ ମନି ଉଇକ୍ ପାଳନ ଉପଲକ୍ଷେ ଛାତ୍ରଛାତ୍ରୀ ମାନଙ୍କ ନିମନ୍ତେ ଏହି ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା । ଏଥିରେ ସେବିର ଡେପୁଟି ଜେନେରାଲ୍ ମ୍ୟାନେଜର ଶ୍ରୀ ଅଂଶୁମାନ ଦାସ, ସିଡିଏସ୍‌ଏଲ୍ ପକ୍ଷରୁ ଶ୍ରୀ ସୋମନାଥ ମଜୁମ୍‌ଦାର ଓ ବିଏସ୍‌ଇର ଶ୍ରୀ ସୌମ୍ୟ ରଞ୍ଜନ ଦାସ ଯୋଗ ଦେଇ ବକ୍ତବ୍ୟ ରଖିଥିଲେ ।...

ଦେଶରେ ଉଦାହରଣ ସୃଷ୍ଟିକରିଛି ‘ମୋ ସ୍କୁଲ୍‌’

0

ଭୁବନେଶ୍ୱର : ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ୨୦୧୭ ମସିହାରେ ଆରମ୍ଭ ହୋଇଥିବା ମୋ ସ୍କୁଲ୍‌ ଅଭିଯାନ ଆଜି ସମଗ୍ର ଭାରତବର୍ଷରେ ପ୍ରଶଂସିତ ହେଉଛି । ଅତୀତକୁ ବର୍ତ୍ତମାନ ସହ ଯୋଡ଼ìଥିବା ଏହି ଅଭିଯାନ ରାଜ୍ୟର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ପାଇଁ ବରଦାନ ସଦୃଶ ହୋଇଛି । ଏହା କେବଳ ଏକ ପ୍ଲାଟ୍‌ଫର୍ମ ନୁହେଁ, ନିଜେ ପଢିଥିବା ଶିକ୍ଷାନୁଷ୍ଠାନ ସହ ଯୋଡ଼ି ହେବାପାଇଁ ଏକ ସୁଯୋଗ ବୋଲି କହିଛନ୍ତି ଉଚ୍ଚଶିକ୍ଷା, କୃଷି, ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ ଡ. ଅରୁଣ କୁମାରସାହୁ...

ସପ୍ତମ ବେତନ କମିଶନର ୨୦ ପ୍ରତିଶତ ବକେୟା ମଞ୍ଜୁର

0

ଭୁବନେଶ୍ୱର :  ସପ୍ତମ ବେତନ କମିଶନ ବାବଦ ଆଉ ୨୦ ପ୍ରତିଶତ ବକେୟା ଅର୍ଥ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦେଶ  ନେଇଛନ୍ତି ।  ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦେଶ କ୍ରମେ ଆଜି ଏ ସଂକ୍ରାନ୍ତରେ ସରକାରୀ ଘୋଷଣା ନାମା  ପ୍ରକାଶ ପାଇଛି. ଏହାଦ୍ୱାରା କର୍ମଚାରୀମାନେ ସପ୍ତମ ବେତନ କମିଶନ ଦରମା ବାବଦ ସଂପୂର୍ଣ୍ଣ ବକେୟା ରାଶି ପାଇପାରିବେ। ପୂର୍ବରୁ ଏହି ବକେୟାର ୮୦ ପ୍ରତିଶତ ପ୍ରଦାନ କରାଯାଇଛି। ଏହି ନିଷ୍ପତ୍ତି ଦ୍ବାରା  ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଉପକୃତ ହେବେ।...