ରାମଚଣ୍ଡୀରେ ଓଡ଼ିଶା ଲାଇଫଗାର୍ଡ ପ୍ରତିଷ୍ଠାନ
ଭୁବନେଶ୍ୱର : ଓଡ଼ିଶାର ଉପକୂଳ ସୁରକ୍ଷା, ଜଳ ଦକ୍ଷତା (ୱାଟରମ୍ୟାନସିପ୍) ଏବଂ ଜରୁରୀକାଳୀନ ପ୍ରତିକ୍ରିୟା କ୍ଷମତାକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ମାଇଲଖୁଣ୍ଟ ସ୍ଥାପନ କରି, ଆଜି ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ କୋଣାର୍କ ନିକଟସ୍ଥ ରାମଚଣ୍ଡୀଠାରେ ଓଡ଼ିଶା ୱାଟରମ୍ୟାନସିପ୍ ଏବଂ ଲାଇଫଗାର୍ଡ ପ୍ରତିଷ୍ଠାନ (OSWALI) ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ରାଜ୍ୟରେ ଉନ୍ନତ ଅଣ୍ଡରୱାଟର ଉଦ୍ଧାର ତାଲିମକୁ ବ୍ୟାପକ କରିବା ପାଇଁ ପରିକଳ୍ପିତ ଅତ୍ୟାଧୁନିକ ସ୍କୁବା କମ୍ପ୍ଲେକ୍ସର ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରାଯାଇଥିଲା। ଓଡ଼ିଶା ପର୍ଯ୍ୟଟନ ବିଭାଗ ଏବଂ ଓଡ଼ିଶା...
Odisha Water Safety Pact Signed
Puri: In a significant move to enhance tourist safety and expand its adventure tourism portfolio, the Odisha Tourism Department has signed a Memorandum of Understanding (MoU) with the Odisha Fire and Emergency Services and the National Institute of Water Sports (NIWS), Goa. The agreement marks a crucial step toward establishing globally-accepted safety standards for all water-based activities across the...
Odisha Opens OSWALI
Puri: Chief Minister Shri Mohan Charan Majhi today inaugurated the Odisha Watermanship and Lifeguard Institute (OSWALI) at Ramchandi near Konark, marking a significant step towards bolstering Odisha's coastal security, watermanship, and emergency response capabilities. At the event, the Chief Minister also laid the foundation stone for a state-of-the-art scuba complex, which is designed to enhance advanced underwater rescue training in...
ଡିଜିଟାଲ ସର୍ବେକ୍ଷଣ ପାଇଁ ଓଡ଼ିଶାକୁ ପ୍ରଶଂସା
ଭୁବନେଶ୍ୱର : ଡିଜିଟାଲ ସର୍ବେକ୍ଷଣରେ ଓଡ଼ିଶାର ଉଲ୍ଲେଖନୀୟ ପ୍ରଦର୍ଶନକୁ ଭାରତ ସରକାର ଉଚ୍ଚ ପ୍ରଶଂସା କରିଛନ୍ତି । ଡିଜିଟାଲ ସର୍ବେକ୍ଷଣ, ଏହାର ଅଗ୍ରଗତି, ଗୁଣାତ୍ମକତା ଓ କ୍ଷେତ୍ରସ୍ତରୀୟ କାର୍ଯ୍ୟପ୍ରଣାଳୀକୁ ପ୍ରଶଂସା କରାଯାଇଛି । ଭାରତ ସରକାରଙ୍କ ମୁଖ୍ୟ ପରାମର୍ଶ ଅଧିକାରୀ ଶ୍ରୀ ରାଜୀବ ଚାଓ୍ୱଲା ଓଡ଼ିଶା ରାଜ୍ୟ ସରକାରଙ୍କର ପୁରା ଟିମ୍କୁ ପ୍ରଶଂସା କରିଛନ୍ତି । ଓଡ଼ିଶାର ସର୍ବେକ୍ଷଣ ବ୍ୟବସ୍ଥା ଅନ୍ୟ ରାଜ୍ୟ ପାଇଁ ଅନୁକରଣୀୟ ହୋଇଛି ବୋଲି ସେ ପ୍ରକାଶ କରିଛନ୍ତି । ଓଡ଼ିଶାର ସର୍ବେକ୍ଷଣ ସଠିକତା ୯୬.୬୭ ପ୍ରତିଶତ ରହିଛି ଏବଂ ...
ସନ୍ଦେହ ଘେରରେ ଅଗ୍ନିଶମ ବିଭାଗର ଭୂମିକା
ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରର ସତ୍ୟବିହାର ଅଞ୍ଚଳରେ ଥିବା ଏକ ବାର କମ ରେଷ୍ଟୁରାଣ୍ଟରେ ଶୁକ୍ରବାର ସକାଳେ ଅଚାନକ ନିଆଁ ଲାଗିଯାଇଥିବା ଯୋଗୁ ସମଗ୍ର ଅଞ୍ଚଳରେ ହଇଚଇ ସୃଷ୍ଟି ହୋଇଥିଲା । ଏହିପରି ଘଟଣାମାନ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ, ରାଜ୍ୟରେ ଥିବା ଜନସାଧାରଣଙ୍କ ପାଇଁ ଉଦ୍ଦିଷ୍ଟ ସ୍ଥାନ ଗୁଡିକ କେତେଦୂର ସୁରକ୍ଷିତ, ସେନେଇ ବିଜୁ ଜନତା ଦଳ ପ୍ରଶ୍ନ ଉଠାଇଛି । ଦଳ ତରଫରୁ ଜାରି କରାଯାଇଥିବା ଏକ ପ୍ରେସ ବିବୃତ୍ତିରେ ଦଳର ମୁଖପାତ୍ର ତଥା ମିଡ଼ିଆ ସଂଯୋଜକ ଡ. ଲେନିନ...
ସୁଯୋଗ ସୃଷ୍ଟି କରୁଛି ଜୈବିକ କୃଷି
ଭୁବନେଶ୍ୱର : କୃଷି ଭବନ ସମ୍ମିଳନୀ କକ୍ଷରେ ଓଡ଼ିଶା ରାଜ୍ୟ ବିହନ ଜୈବ ଉତ୍ପାଦ ପ୍ରମାଣନ ସଂସ୍ଥାର ୫୧ ତମ ଓ ଓଡ଼ିଶା ରାଜ୍ୟ ଜୈବ ପ୍ରମାଣନ ସଂସ୍ଥାର ପଞ୍ଚମ ପରିଚାଳନାମଣ୍ଡଳୀ ବୈଠକ କୃଷି ଓ କୃଷକ ସଶକ୍ତି କରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ ଅରବିନ୍ଦ ପାଢୀ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟରେ ଜୈବିକ କୃଷି, ଜୈବିକ ପ୍ରମାଣନ ତଥା ପ୍ରମାଣିତ ବିହନ ଚାଷୀ ମାନଙ୍କ ପାଇଁ ଏକ ନୂତନ ସୁଯୋଗ ସୃଷ୍ଟି କରୁଛି । ରାଜ୍ୟ ସରକାରଙ୍କ ତରଫରୁ...
ଓଡ଼ିଶା ଏଆଇ ସିମ୍ପୋସିୟମ୍ ୨୦୨୫ ଆୟୋଜିତ
ଭୁବନେଶ୍ୱର : ଓଡ଼ିଶା ଏଆଇ ସିମ୍ପୋସିୟମ୍ -୨୦୨୫ର ଅନ୍ୟ ଏକ ପ୍ରମୁଖ କାର୍ଯ୍ୟକ୍ରମ ଓଡ଼ିଶା ଏଆଇ ହାକାଥନ୍ -୨୦୨୫ ରାଜ୍ୟର ୪ଟି ଆଂଚଳିକ ନୋଡାଲ ସେଂଟରରେ ଆୟୋଜିତ ହୋଇଯାଇଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ଏଆଇସି-ସୋଆ ଫାଉଣ୍ଡେସନ୍ ଦ୍ୱାରା କେନ୍ଦ୍ରାଂଚଳ ନିମନ୍ତେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ସୋଆକୁ ସେଂଟ୍ରାଲ୍ ଜୋନ୍ ନୋଡାଲ ସେଂଟରର ମାନ୍ୟତା ପ୍ରଦାନ କରାଯାଇଥିବା ବେଳେ ରାଜ୍ୟର ୭ଟି ଜିଲ୍ଲା ଖୋର୍ଦ୍ଧା, କଟକ, ପୁରୀ, ଜଗତସିଂହପୁର,...
ଦିବ୍ୟାଙ୍ଗମାନଙ୍କୁ ବେଦାନ୍ତର ସହଯୋଗ
ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ଓଡ଼ିଶାର ସୁନ୍ଦରଗଡ ଏବଂ ଝାରସୁଗୁଡ଼ା ଜିଲ୍ଲାରେ ଦିବ୍ୟାଙ୍ଗମାନଙ୍କୁ ହୁଇଲଚେୟାର ଓ ଶ୍ରବଣ ଯନ୍ତ୍ର ଉପକରଣ ପ୍ରଦାନ କରି ଗୋଷ୍ଠୀ ବିକାଶ ପ୍ରତି ନିଜର ପ୍ରତିବଦ୍ଧତାକୁ ଦୋହରାଇଛି। ଏହି ପଦକ୍ଷେପର ଅଂଶବିଶେଷ ସ୍ୱରୂପ, କମ୍ପାନୀ ଛତାବର, କୁଡାଲୋଇ, ପିପିଲିମାଲ ଏବଂ ବଞ୍ଜାରୀ ଗ୍ରାମ ପଞ୍ଚାୟତଗୁଡ଼ିକର ୨୦ ଜଣ ବ୍ୟକ୍ତିଙ୍କୁ ହୁଇଲଚେୟାର ଏବଂ ଶ୍ରବଣ ଯନ୍ତ୍ର ସହାୟତା ପ୍ରଦାନ କରିଥିଲା। ଏହି ପ୍ରୟାସକୁ ଆଗକୁ ବଢ଼ାଇ କମ୍ପାନୀ ୩୦ ଜଣ ଗୋଷ୍ଠୀ ସଦସ୍ୟଙ୍କୁ ସହାୟତା ପ୍ରଦାନ...
Organic Certification Board Meet
Bhubaneswar: Organic farming, organic certification, and the availability of certified seeds are creating new opportunities for farmers across the state, said Dr.Arabinda Kumar Padhee, Principal Secretary Agriculture & Farmer's Empowerment. A joint meeting of the Odisha State Seed Organic Product Certification Board and the Odisha State Organic Certification Board was held recently at the Krishi Bhawan Conference Hall in Bhubaneswar....
India Calls For Equity At UNEA-7
Nairobi, Kenya: India today reaffirmed its dedication to a people-centric, equitable approach to global environmental action, with Union Minister of State for Environment, Forest, and Climate Change, Shri Kirti Vardhan Singh, delivering the National Statement at the High-Level Segment of the 7th Session of the United Nations Environment Assembly (UNEA-7) in Nairobi, Kenya. The Minister, who was joined by Additional...








