ଲୋକଙ୍କ ପାଖରେ ପହଞ୍ଚାଅ ସରକାରଙ୍କ ବାର୍ତ୍ତା
ଭୁବନେଶ୍ୱର : ଆମ ଦଳ ଲୋକଙ୍କ ସାଥୀରେ ଅଛି, ଲୋକଙ୍କ ପାଇଁ କାମ କରୁଛି। ତେଣୁ ଆମ ସରକାରର ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମର ବାର୍ତ୍ତା କିପରି ଲୋକଙ୍କ ପାଖରେ ପହଞ୍ଚିପାରିବ, ତାହା ଉପରେ ଧ୍ୟାନ ଦିଅ। ବାଙ୍ଗାଲୋରରୁ ଏମିତି ବାର୍ତ୍ତା ଦେଇ ବିଜୁ ଜନତା ଦଳର ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗାନ୍ଧୀ ଜୟନ୍ତୀଠାରୁ ସାରା ରାଜ୍ୟରେ ଆରମ୍ଭ ହେଉଥିବା ବିଜୁ ଜନତା ଦଳର ଏକ ମାସ ବ୍ୟାପି ଜନସମ୍ପର୍କ ପଦଯାତ୍ରାକୁ ସଫଳ କରିବାକୁ ଆହ୍ଵାନ ଦେଇଛନ୍ତି। କେବଳ ସେତିକି ନୁହେଁ,...
ସମ୍ରେ ଜାତୀୟ ପୋଷଣ ଦିବସ
ଭୁବନେଶ୍ୱର : ସ୍ଥାନୀୟ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ରେ ଜାତୀୟ ପୋଷଣ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସୋଆର କୁଳପତି ପ୍ରଫେସର ଡାକ୍ତର ଅଶୋକ କୁମାର ମହାପାତ୍ର ମୁଖ୍ୟବକ୍ତା ଭାବରେ ଯୋଗ ଦେଇଥିଲେ । ମେଡିସିନ୍ ବିଭାଗର ମୁଖ୍ୟ ପ୍ରଫେସର ସମୀର ସାହୁ, ଗ୍ୟାଷ୍ଟ୍ରୋଏନ୍ଟେରୋଲୋଜି ବିଭାଗର ମୁଖ୍ୟ ପ୍ରଫେସର ଗିରିଶ୍ କୁମାର ପତି ଏବଂ ଡକ୍ଟର ମନ୍ଜିତ୍ କାନୁନ୍ଗୋ, କ୍ରିଟିକାଲ୍ କେୟାର ମେଡିସିନ୍ ବିଭାଗର ମୁଖ୍ୟ ପ୍ରଫେସର ଶକ୍ତି ବେଦାନ୍ତ ମିଶ୍ର , ଶିଶୁ ରୋଗ ବିଭାଗର...
ଜଙ୍ଗଲ ଅନୁମତି ପାଇଁ ବାଟ ଫିଟିଲା
ଭୁବନେଶ୍ୱର : ଖୋରଧାରୋଡ-ବଲାଙ୍ଗିର ରେଳପଥ ଲାଗି ଜଙ୍ଗଲ ମଞ୍ଜୁରୀ ପାଇଁ ଉପୁଜିଥିବା ଅନ୍ତରାୟ ଦୂର ହେବାର ସମ୍ଭାବନା ଉଜ୍ୱଳ ହୋଇଛି । ଆଜି ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରୁ ଏହି ସୂଚନା ମିଳିଛି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ କେନ୍ଦ୍ର ସରକାର, ରେଳବାଇ, ଜଙ୍ଗଲ ଓ ପରିବେଶ ଏବଂ ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ରାଜ୍ୟ ପିସିସିଏଫ୍ ସୁଶାନ୍ତ ନନ୍ଦ ବୈଠକ ସଂକ୍ରାନ୍ତରେ...
ସମସ୍ତେ ବାନ୍ଧିବେ ସିଟ୍ ବେଲ୍ଟ
ଭୁବନେଶ୍ୱର : ଖୁବ୍ଶୀଘ୍ର ରାଜ୍ୟରେ ଚାରିଚକିଆ ଯାନରେ ଯାଉଥିବା ସମସ୍ତ ଯାତ୍ରୀଙ୍କ ପାଇଁ ସିଟ୍ବେଲ୍ଟ ପିନ୍ଧିବା ବାଧ୍ୟତାମୂଳକ ହେବ । ଦେଶର ବିଶିଷ୍ଟ ଶିଳ୍ପପତି ସାଇରସ ମିସ୍ତ୍ରୀଙ୍କର ସଡକ ଦୁର୍ଘଟଣାରେ ମୃତ୍ୟୁପରେ ସୁରକ୍ଷା ଦୃଷ୍ଟିରୁ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେବାକୁ ଯାଉଥିବା ସୂଚନା ମିଳିଛି । କେନ୍ଦ୍ର ସଡକ ପରିବହନ ଓ ରାଜପଥ ମନ୍ତ୍ରାଳୟର ଏକ ନିର୍ଦ୍ଦେଶନାମାକୁ ଅନୁସରଣ କରି ରାଜ୍ୟ ପରିବହନ ବିଭାଗ ପକ୍ଷରୁ କେନ୍ଦ୍ରୀୟ ମୋଟରଯାନ ଆଇନ୍ ୧୯୮୯ ଆଧାରରେ ସିଲ୍ଟ ବେଲ୍ଟ ବାନ୍ଧିବାପାଇଁ ନିର୍ଦ୍ଦେଶନାମା ଜାରି ଲାଗି ପଦକ୍ଷେପ...
Forest Nod For KRB Rail
Bhubaneswar: The issues related to diversion of forest land for execution of the much-awaited Khurda Road-Bolangir new line project is being cleared at a high-level meeting held on Wednesday. The meeting was held under the chairmanship of Satyabrata Sahu, Additional Chief Secretary (ACS), Forest, Environment & Climate Change and Revenue & Disaster Management. Senior officials from Government of India,...
Demand For HC Bench
Bhubaneswar: After a gap of few years in the wake of Covid-19 pandemic, the lawyers of Western Odisha again hit the street over their decades old demand for establishment of a permanent bench of Orissa High Court in their region. To press their demand, hundreds of lawyers from Western Odisha under the banner of the Central Action Committee staged demonstrations...
Demand For MCH At Kendrapara
Bhubaneswar: There is a growing demand for setting up of a Medical College & Hospital (MCH) at Kendrapara . So a large number of people from Kendrapara on Wednesday staged a sit-in dharna near the Raj Bhavan here demanding establishment of a Medical College and Hospital in their district.Citizens including students, senior citizens, women and activists of about 100 different...
Seat Belt Made Mandatory
Bhubaneswar: In the wake of the fatal accident of former Tata Sons chairman Cyrus Mistry near Mumbai, Odisha Government is going to make wearing seat belts mandatory for all passengers in a car. Following a instruction from Ministry of Road Transport & Highways (MoRT&H), State Transport Department has asked the Transport Commissioner (TC) to issue necessary instructions regarding use of...
ଅନ୍ନ ଯୋଜନା ଅବଧି ଆଉ ତିନିମାସ ବଢ଼ିଲା
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (ପିଏମଜିକେଏୱାଇ)ର ଅବଧିକୁ ଆହୁରି ତିନି ମାସ ପର୍ଯ୍ୟନ୍ତ ବଢ଼ାଇବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି । ଆଜି ଏ ସଂକ୍ରାନ୍ତରେ ଏକ ପ୍ରସ୍ତାବକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ମଞ୍ଜୁରି ମିଳିଛି। ପିଏମଜିକେଏୱାଇ ଯୋଜନାର ସପ୍ତମ ପର୍ଯ୍ୟାୟ ଚଳିତ ଅକ୍ଟୋବର ମାସରୁ ଆସନ୍ତା ଡିସେମ୍ବର, ୨୦୨୨ ପର୍ଯ୍ୟନ୍ତ ଅତିରିକ୍ତ ତିନି ମାସ ଲାଗି କାର୍ଯ୍ୟକାରୀ ହେବ। ଗତ ବର୍ଷ ଅର୍ଥାତ୍ ୨୦୨୧ରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ କେତେକ...
କେନ୍ଦ୍ରୀୟ ମହଙ୍ଗା ଭତ୍ତା ୪ ପ୍ରତିଶତ ବୃଦ୍ଧି
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀ ମାନଙ୍କୁ ଯଥାକ୍ରମେ ମହଙ୍ଗା ଭତ୍ତା (ଡିଏ) ଏବଂ ମହଙ୍ଗା ସହାୟତା (ଡିଆର)ର ଅତିରିକ୍ତ ୪% ଜାରି କରିବା ପ୍ରସ୍ତାବକୁ ମଞ୍ଜୁର କରାଯାଇଛି । ପାର୍ବଣ ଋତୁ ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନଭୋଗୀମାନଙ୍କ ଲାଭ ପାଇଁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି । ଜୁନ ୨୦୨୨ରେ ଶେଷ ହେଉଥିବା ଅବଧିରେ ସର୍ବଭାରତୀୟ ଉପଭୋକ୍ତା ମୂଲ୍ୟ ସୂଚକାଙ୍କର ୧୨ ମାସିଆ ହାରାହାରୀ ବୃଦ୍ଧି...









