ଭୋଟର ତାଲିକା ପାଇଁ ୧୭ବର୍ଷରେ ଆବେଦନ
ନୂଆଦିଲ୍ଲୀ : ୧୭ ବର୍ଷର ଯୁବପୀଢି ଭୋଟର ତାଲିକାରେ ସେମାନଙ୍କ ନାମ ସାମିଲ କରିବା ପାଇଁ ଆଗୁଆ ଆବେଦନ କରିପାରିବେ ଓ ସେମାନଙ୍କୁ ୧୮ ବର୍ଷ ହେବା ପରର ଜାନୁୟାରୀ ୧ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡିବ ନାହିଁ । ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର ଓ ନିର୍ବାଚନ ଆୟୁକ୍ତ ଶ୍ରୀ ଅନୁପ ଚନ୍ଦ୍ର ପାଣ୍ଡେଙ୍କ ନେତୃତ୍ୱାଧୀନ ଭାରତୀୟ ନିର୍ବାଚନ ଆୟୋଗ ସମସ୍ତ ରାଜ୍ୟର ସିଇଓ/ଇଆରଓ/ଏଇଆରଓଙ୍କୁ କେବଳ ଜାନୁୟାରୀ ୧ ନୁହେଁ ବରଂ ଏପ୍ରିଲ ୧, ଜୁଲାଇ ୧ ଓ ଅକ୍ଟୋବର...
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନୀତି ଆୟୋଗ ଉପାଧ୍ୟକ୍ଷ
ଭୁବନେଶ୍ୱର : ନୀତି ଆୟୋଗର ଉପାଧ୍ୟକ୍ଷ ସୁମନ କୁମାର ବେରୀ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି । ସାକ୍ଷାତ ଆଲୋଚନା ଅବସରରେ ଆସନ୍ତା ଅଗଷ୍ଟ ୭ ତାରିଖରେ ନୂଆଦିଲ୍ଲୀ ଠାରେ ହେବାକୁ ଥିବା ଆୟୋଗର ସପ୍ତମ ପରିଚାଳନା ପରିଷଦ ବୈଠକରେ ଯୋଗ ଦେବାଲାଗି ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି । ଉପାଧ୍ୟକ୍ଷଙ୍କ ସହିତ ଓ ସଦସ୍ୟ ଡ. ବିନୋଦ କେ. ପାଉଲଙ୍କ ଓ ଆୟାଗର ଅନ୍ୟ ଅଧିକାରୀମାନେ ଓଡ଼ିଶା ଗସ୍ତରେ ଆସିଛନ୍ତି । ଆୟୋଗର ଉପାଧ୍ୟକ୍ଷ ଓ ସଦସ୍ୟମାନେ ଆଜି ସକାଳେ ଭୁବନେଶ୍ୱରସ୍ଥ...
ଇପିକଲ୍ ଏବଂ ଫିକି ମଧ୍ୟରେ ବୁଝାମଣା
ଭୁବନେଶ୍ୱର : ଇପିକଲ ଏବଂ ଫିକି ମଧ୍ୟରେ ଆଗାମୀ ନଭେମ୍ବର ୩୦ରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ୍ରେ ସହଯୋଗ ପ୍ରଦାନ ପାଇଁ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଯାଇଛି । ଶିଳ୍ପ, ଏମ୍ଏସ୍ଏମ୍ଇ ଓ ଶକ୍ତି ମନ୍ତ୍ରୀ ଶ୍ରୀ ପ୍ରତାପ କେଶରୀ ଦେବ, ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ହେମନ୍ତ କୁମାର ଶର୍ମା, ମହାନିର୍ଦ୍ଦେଶକ ଫିକି, ନୂଆଦିଲ୍ଲୀ ଅରୁଣ ଚାୱାଲାଙ୍କ ଉପସ୍ଥିତିରେ ଇପିକଲର ପରିଚାଳନା ନିର୍ଦ୍ଦେଶକ ଭୂପିନ୍ଦ୍ର ସିଂ ପୁନିଆ ଓ ଫିକିର...
ତୁରନ୍ତ ଫସଲବୀମା ଅର୍ଥ ଦିଅ
ଭୁବନେଶ୍ୱର : ଚାଷୀକୂଳର ବୃହତ ସ୍ୱାର୍ଥ ଦୃଷ୍ଟିରୁ ଯଥାଶୀଘ୍ର ୨୦୨୧ ମସିହା (ଖରିଫ) ପ୍ରଧାନମନ୍ତ୍ରୀ ଫସଲ ବୀମା ଆର୍ଥିକ ସହାୟତା ତୁରନ୍ତ ପ୍ରଦାନ କରିବା ପାଇଁ ବିଜେପି ବିଧାୟକମାନେ ଅତିରିକ୍ତ ରାଜ୍ୟ ଶାସନ ସଚିବ ତଥା କୃଷି ଉତ୍ପାଦନ କମିଶନରଙ୍କ ନିକଟରେ ଦାବୀ କରିଛନ୍ତି । ବିଧାୟକମାନେ କହିଛନ୍ତି ଯେ ବର୍ଷା ଋତୁ ଆରମ୍ଭ ସହିତ ଶସ୍ୟ ଅମଳ କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଯାଇଛି । ମାତ୍ର ଅର୍ଥ ସମସ୍ୟା କାରଣରୁ ରାଜ୍ୟ ବହୁ ଅଂଚଳରେ ଚାଷୀମାନେ ଚାଷ କାର୍ଯ୍ୟ ଆରମ୍ଭ କରିବାରେ ଅସମର୍ଥ୍ୟ...
ମାସକ ମଧ୍ୟରେ ପେନସନ ଓ ଭବିଷ୍ୟନିଧି ମଞ୍ଜୁରୀ
ଭୁବନେଶ୍ୱର :ପ୍ରଧାନ ମହାଲେଖାକାର (ଲେଖା ଓ ହକଦାରୀ ) ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପାଇଁ ଏକ ସ୍ୱତନ୍ତ୍ର ରାଜ୍ୟସ୍ତରୀୟ ପେନସନ ଓ ଭବିଷ୍ୟନିଧି ଅଦାଲତ ଆଜି ଆୟୋଜିତ ହୋଇଯାଇଅଛି l ବରିଷ୍ଠ ଉପ -ମହାଲେଖାକାର ରାଜ ଅଶୋକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଦାଲତରେ ପ୍ରଧାନ ମହାଲେଖାକାର ଅନନ୍ତ କିଶୋର ବେହେରା ଯୋଗଦେଇ ଏ. ଜି କାର୍ଯ୍ୟାଳୟରେ ପେନସନ ଓ ଭବିଷ୍ୟନିଧି କାଗଜପତ୍ର ପହଞ୍ଚିବାର 30 ଦିନ ମଧ୍ୟରେ ପେନସନ ମଞ୍ଜୁରୀପତ୍ର ତତ୍କାଳ ପେନସନରମାନଙ୍କ ନିକଟକୁ ପଠାଇବାକୁ ନିର୍ଦେଶ ଦିଆ...
59 IPS Posts Vacant
New Delhi: As many as 59 IPS posts of promotion quota are vacant in Odisha due to non-availability of eligible officers at Deputy Superintendent of Police (DSP) level. This was stated by Union Minister of State (MOS) Home Affairs, Nityanand Rai in Rajya Sabha while replying to a question of MP Amar Patnaik. In order to allocate an adequate number of...
ପୂରଣ ହୋଇ ପାରୁନି ଆଇପିଏସ୍ ପଦବୀ
ଭୁବନେଶ୍ୱର : ପଦୋନ୍ନତି ଭିତ୍ତିରେ ପୂରଣ ହେବାକୁ ଥିବା ୫୯ଟି ଆଇପିଏସ୍ ପଦବୀ ଖାଲି ପଡିଛି । ଡିଏସ୍ପି ସ୍ତରରେ ଉପଯୁକ୍ତ ଅଧିକାରୀ ନମିଳିବାରୁ ଏଭଳି ସ୍ଥିତି ଉପୁଜିଛି । ବିଜେଡି ସାଂସଦ ଅମର ପଟ୍ଟନାୟକଙ୍କ ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ରାଜ୍ୟସଭାରେ ଏହି ସୂଚନା ଦେଇଛନ୍ତି । ୨୦୦୦ ମସିହାରେ ପ୍ରଶାସନିକ ସେବା ପରୀକ୍ଷା (ସିଏସ୍ଇ) ରେ ସିଧାସଳଖ ନିଯୁକ୍ତି ହେବାକୁ ଥିବା ଆଇପିଏସ୍ ସଂଖ୍ୟା ୧୫୦ ରୁ ୨୦୦କୁ ବୃଦ୍ଧି ପାଇଛି । ଏହା ଦେଶ...
ଖର୍ଚ୍ଚ ହେଇପାରୁନି ପ୍ରାଣୀଧନ ଚିକିତ୍ସା ଅର୍ଥ
ଭୁବନେଶ୍ୱର : ରାଜ୍ୟରେ ପ୍ରାଣୀଧନ ଚିକିତ୍ସା ପାଇଁ ଗତ ୩ ବର୍ଷରେ ୨୫୯ କୋଟି ଟଙ୍କାରୁ ଅଧିକ ଅର୍ଥ ବରାଦ ହୋଇଥିବାବେଳେ ଏଥିରୁ ଔଷଧ କିଣିବାପାଇଁ ୧୬୨ କୋଟି ଟଙ୍କା ଥିଲା । ତେବେ ଏହି ସମୟ ମଧ୍ୟରେ ବରାଦ ଅର୍ଥ ମଧ୍ୟରୁ ୯୬ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହୋଇପାରି ନାହିଁ । ବିଜେପି ବିଧାୟିକା କୁସୁମ ଟେଟେଙ୍କ ଏକ ପ୍ରଶ୍ନର ଉତ୍ତରରେ ରାଜ୍ୟ ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ବିଧାନସଭାରେ ଏହି ସୂଚନା ଦେଇଛନ୍ତି । ମନ୍ତ୍ରୀ...
ଗଞ୍ଜେଇ ନଷ୍ଟ କଲା ଏନ୍ସିବି
ଭୁବନେଶ୍ୱର : ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି)ର ଭୁବନେଶ୍ୱର ଉପଜୋନ୍ ପକ୍ଷରୁ ମଙ୍ଗଳବାର ଦିନ ୧ହଜାର ୮୯୬ କିଲୋ ୮୧୨ ଗ୍ରାମ ଗଞ୍ଜେଇ ନଷ୍ଟ କରାଯାଇଛି । ଓଡ଼ିଶାର ବିଭିନ୍ନ କୋର୍ଟରେ ପଞ୍ଜିକୃତ ୭ଟି ମାମଲାରେ ଜବତ ଏସବୁ ଗଞ୍ଜେଇକୁ ନିୟମିତ ନିଶାଦ୍ରବ୍ୟ ନଷ୍ଟ କମିଟିର ଉପସ୍ଥିତିରେ ଖୋର୍ଦ୍ଧାର ସାନି କ୍ଲିନ୍ ପ୍ରାଇଭେଟ୍ ଲିମିଟେଡ ଠାରେ ଭସ୍ମିକରଣ ମାଧ୍ୟମରେ ନଷ୍ଟ କରାଯାଇଥିଲା । ଗଞ୍ଜେଇ ନଷ୍ଟ ପ୍ରକ୍ରିୟା ଆରମ୍ଭ କରିବା ପୂର୍ବରୁ, ନିୟମିତ ନିଶାଦ୍ରବ୍ୟ ନଷ୍ଟ କମିଟି (ଆରଡିଡିସି) ବୈଠକ ଅନୁଷ୍ଠିତ ହୋଇଥିଲା ।...
ଯୁକ୍ତ ୨ ବିଜ୍ଞାନରେ ପାସ ହାର ୯୪.୧୨%
ଭୁବନେଶ୍ୱର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶା ଦ୍ୱାରା ପରିଚାଳିତ ଯୁକ୍ତ-୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । ଚଳିତ ବର୍ଷ ବିଜ୍ଞାନରେ ଯୁକ୍ତ-୨ ପରୀକ୍ଷା ଦେବା ପାଇଁ ରାଜ୍ୟର ୭୮୦୭୭ ଜଣ ଛାତ୍ରଛାତ୍ରୀ ପଂଜୀକରଣ କରିଥିବାବେଳେ ୭୬୬୦୪ ଜଣ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରେ ୪୨୨୦୩ ଜଣ ଛାତ୍ର ଥିବାବେଳେ ୩୪୪୦୧ ଜଣ ଛାତ୍ରୀ ରହିଛନ୍ତି । ସେମାନଙ୍କ ମଧ୍ୟରୁ ୭୨୧୦୬ ଜଣ କୃତକାର୍ଯ୍ୟ ହୋଇଛନ୍ତି । ଚଳିତ ବର୍ଷର ପାସ ହାର ଶତକଡ଼ା...









