Naveen Dials Mishra For Murmu
Bhubaneswar: In a bid to get as much support for NDA Presidential candidate Draupadi Murmu, Chief Minister and BJD President Naveen Patnaik on Tuesday sought support of State Congress MLAs in favour of Murmu. Mr.Patnaik spoke to Congress Legislature Party (CLP) leader Narasingha Mishra over phone and requested him to support Ms.Murmu. “Spoke to Odisha Congress Legislature Party Leader Shri @NarasinghMishra...
ଗ୍ରିନ୍ ମହାନଦୀ ଯୋଜନାରେ ୧୬୨ କୋଟି ଖର୍ଚ୍ଚ
ଭୁବନେଶ୍ୱର : ମହାନଦୀ ଅବବାହିକା ଓ ଏହାର ଆଖପାଖ ଅଞ୍ଚଳରେ ସବୁଜ ବଳୟ ସୃଷ୍ଟି ଲାଗି ‘ଗ୍ରିନ୍ ମହାନଦୀ’ ଯୋଜନାରେ ଗତ ୪ବର୍ଷ ମଧ୍ୟରେ ବୃକ୍ଷରୋପଣ ବାବଦରେ ୧୬୦ କୋଟି ଟଙ୍କାରୁ ଅଧିକ ଅର୍ଥ ବ୍ୟୟ ହେଲାଣି । ଏହି ସମୟ ମଧ୍ୟରେ ବଜେଟ୍ରେ ୧୬୫କୋଟି ଟଙ୍କାରୁ ଅଧିକ ଅର୍ଥ ବରାଦ ହୋଇଥିବା ସୂଚନା ଦେଇଛନ୍ତି ରାଜ୍ୟ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ । ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ଏ ସଂକ୍ରାନ୍ତୀୟ ଏକ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ଶ୍ରୀ...
ଲକ୍ଷାଧିକ ଲୋକଙ୍କ ନିଜସ୍ୱ ଘର ନାହିଁ
ଭୁବନେଶ୍ୱର : ରାଜ୍ୟର ସହରାଞ୍ଚଳରେ ଏବେ ବି ୨ଲକ୍ଷ ୮୯ହଜାରରୁ ଅଧିକ ପରିବାର ନିକଟରେ ପକ୍କାଘର କିମ୍ବା ଆଦୌ ଘର ନାହିଁ । ବିଗତ ୫ବର୍ଷ ମଧ୍ୟରେ ପୌରାଞ୍ଚଳରେ ମାତ୍ର ୧,୬୧,୭୨୯ ପରିବାରକୁ ଗୃହ ଯୋଗାଣ ପାଇଁ ପଦକ୍ଷେପ ନିଆଯାଇଛି । ବିଧାୟକ ନବ ଚରଣ ମାଝିଙ୍କ ଏକ ପ୍ରଶ୍ନର ଉତ୍ତରରେ ଆଜି ବିଧାନସଭାରେ ଏହି ସୂଚନା ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ । ମନ୍ତ୍ରୀ ତାଙ୍କ ଉତ୍ତରରେ ଉଲ୍ଲେଖ କରିଛନ୍ତି ଯେ ୨୦୧୭-୧୮ ଆର୍ଥିକ ବର୍ଷରେ...
Opposition Raises Unemployment Query
Bhubaneswar: Opposition in Odisha Assembly, BJP and Congress on Tuesday slammed the State Government raising the unemployment issue. The Opposition members alleged that even after 22 years of BJD rule, the Government has failed to provide jobs and check the migration of youths to other states in search of jobs. They alleged that various schemes launched by the State Government and...
OGST Rise BY 45 %
Bhubaneswar: State has recorded a growth of 45.27% in OGST (Odisha GST) collection during the month of June in comparison to the same month in last year. The State has collected OGST of Rs 1247.63 crore during June ‘22 against Rs 858.83 crore during June 21. Odisha has also maintained the growth rate of gross GST with a collection of Rs...
ଖାଦ୍ୟ ସୁରକ୍ଷା ଆଇନ କାର୍ଯ୍ୟକାରୀତାରେ ଓଡିଶା ଏକ ନମ୍ବର
ଭୁବନେଶ୍ୱର : ସମଗ୍ର ଦେଶରେ ଆଜି ଓଡିଶା 'ଏକ ସଶକ୍ତ ଖାଦ୍ୟ ସୁରକ୍ଷା ପ୍ରଣାଳୀ ସୃଷ୍ଟି କରିବା ତଥା ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ସୁଦୃଢ ଏବଂ ଲୋକାଭିମୁଖୀ କରିବା' କ୍ଷେତ୍ରରେ କେନ୍ଦ୍ରସରକାରଙ୍କ ଦ୍ୱାରା ଜାରୀ କରାଯାଇଥିବା, ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ରେଙ୍କିଙ୍ଗ୍ ତାଲିକାରେ ପ୍ରଥମ ସ୍ଥାନ ହାସଲ କରିଛି I ଆଜି କେନ୍ଦ୍ର ଖାଦ୍ୟ ଯୋଗାଣ ମନ୍ତ୍ରୀ ଶ୍ରୀ ପୀୟୂଷ ଗୋୟଲ, ନୂଆଦିଲ୍ଲୀରେ ଆୟୋଜିତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଖାଦ୍ୟମନ୍ତ୍ରୀଙ୍କ ସମ୍ମିଳନୀରେ ଏହା ଘୋଷଣା କରିଛନ୍ତି I ଏହି ଅବସରରେ, ଓଡ଼ିଶାର...
ସମ୍ମମ୍କୁ ଶ୍ରେଷ୍ଠ ମଲ୍ଟିସ୍ପେଶିଆଲଟି ହସ୍ପିଟାଲ୍ ସମ୍ମାନ
ଭୁବନେଶ୍ୱର : ୱାନ୍-ଷ୍ଟପ୍, ନେକ୍ସଟ ଜେନେରେସନ୍ ମଲ୍ଟିସ୍ପେଶିଆଲଟି କ୍ୱାର୍ଟରନାରି କେୟାର ହସ୍ପିଟାଲ୍ ସମ୍ ଅଲ୍ଟିମେଟ ମେଡିକେୟାରକୁ ଶ୍ରେଷ୍ଠ ମଲ୍ଟିସ୍ପେଶିଆଲଟି ହସ୍ପିଟାଲ୍ ଭାବେ ସମ୍ମାନିତ କରାଯାଇଛି । ଇଣ୍ଡିଆନ୍ ମେଡିକାଲ୍ ଆସୋସିଏସନ୍ ଜୁନିୟର ଡକ୍ଟର୍ସ ନେଟୱର୍କ ଓଡ଼ିଶା ପକ୍ଷରୁ ସମ୍ମମ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ରବିବାର ଆଇସିଏମ୍ଆର୍-ରିଜିଓନାଲ୍ ମେଡିକାଲ୍ ରିସର୍ଚ୍ଚ ସେଂଟର୍ ଠାରେ ଆୟୋଜିତ “ୟୁଥ୍ ହେଲ୍ଥ ଆଇକନ୍ ୱିନର-୨୦୨୨” କାର୍ଯ୍ୟକ୍ରମରେ ଏହି ସମ୍ମାନ ପ୍ରଦାନ କରାଯାଇଛି । ଏହି ଅବସରରେ ସମ୍ମମ୍ର ଜେନେରାଲ୍ ମେଡିସିନ୍ ବିଭାଗର ସିନିୟର୍ କନ୍ସଲ୍ଟାଂଟ ପ୍ରଫେସର (ଡାକ୍ତର) ଶ୍ରୀକାନ୍ତ...
ଲଘୁଚାପ ଯୋଗୁଁ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର : ଉତର ଓଡ଼ିଶା ଏବଂ ଏହାର ସଂଲଗ୍ନ ଅଂଚଳରେ ସୋମବାର ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ମଧ୍ୟପ୍ରଦେଶ ମୁହାଁ ହୋଇଥିବା ଯୋଗୁଁ ସାରା ଓଡ଼ିଶାରେ ଏହାର ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବିଷୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି । ଆରବସାଗର ଏବଂ ବଙ୍ଗୋପ ସାଗର ଆଡୁ ଅନୁକୂଳ ମୌସୁମୀ ପ୍ରବାହ ଯୋଗୁଁ ଜୁଲାଇ ୧୧ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ସାମାନ୍ୟରୁ ପ୍ରବଳ ବର୍ଷା ଜାରି...
୫୫ ଟି ବାତ୍ୟା ଆଶ୍ରୟ ସ୍ଥଳ ପାଇଁ ୨୯.୩୬ କୋଟି ମଞ୍ଜୁର
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ୫୫ ଟି ନୂତନ ବାତ୍ୟା ଓ ବନ୍ୟା ଆଶ୍ରୟ ସ୍ଥଳ ନିର୍ମାଣ ପାଇଁ ଦ୍ଵିତୀୟ ପର୍ଯ୍ୟାୟରେ ୨୯ କୋଟି ୩୬ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ସୂଚନା ଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ,୯୮ କୋଟି ଟଙ୍କା ବ୍ୟୟରେ ଅଧିକ ୫୫ ଟି ବାତ୍ୟା ଓ ବନ୍ୟା ଆଶ୍ରୟ ସ୍ଥଳ ନିର୍ମାଣ କରାଯାଉଛି । ତଦନୁଯାୟୀ ଚଳିତ ଏପ୍ରିଲ ମାସରେ ପ୍ରଥମ ପର୍ଯ୍ୟୟରେ ୨୯.୩୬ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଥିଲେ। ବାତ୍ୟା ଓ ବନ୍ୟା...
ସଂଶୋଧନ ଆଇନ ରାୟକୁ ଅପେକ୍ଷା
ଭୁବନେଶ୍ୱର : କେନ୍ଦ୍ରୀୟ ଓ ରାଜ୍ୟ ଆଇନ ମଧ୍ୟରେ ଯେଉଁଠି ବିବାଦୀୟ ପରିସ୍ଥିତି ଉପୁଜେ ସେଠାରେ କେନ୍ଦ୍ରୀୟ ଆଇନ ଅନୁଯାୟୀ ହିଁ କାର୍ଯ୍ୟ କରାଯିବ ବୋଲି ଉଲ୍ଲେଖ କରିବା ସହ ସୁପ୍ରିମକୋର୍ଟଙ୍କ ନିକଟରେ ଗୁଜରାଟ ସର୍ଦ୍ଦାର ପଟେଲ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତି ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ ଅଧିନିୟମ ଆଧାରରେ କରିବାକୁ ମତବ୍ୟକ୍ତ କରିଥିବା ପରିପ୍ରେକ୍ଷୀରେ ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନର ଭାଗ୍ୟ ଓ ଭବିଷ୍ୟତ କ’ଣ ହେବ ସେଥିଘେନି ବିଭିନ୍ନ ମହଲରେ ଉତ୍କଣ୍ଠା ପ୍ରକାଶ ପାଇଛି । ଏଠାରେ ଉଲ୍ଲେଖନୀୟ ଯେ ରାଜ୍ୟ ସରକାର...









