କମ୍ପ୍ୟୁଟର କିଣାରେ ୬୨ଲକ୍ଷ ପାଣିରେ ପଡିଛି

0

ଭୁବନେଶ୍ୱର : କମ୍ପ୍ୟୁଟର ରଖିବାପାଇଁ ଘରଟିଏ ନଥିଲା । ହେଲେ ପାଖାପାଖି କୋଟିଏ ଟଙ୍କାର ଡେକ୍ସଟପ୍‍ କମ୍ପୁଟର କିଣିଦେଲେ । ଫଳରେ ଶତାଧିକ କମ୍ପ୍ୟୁଟର ବର୍ଷ ବର୍ଷ ଧରି ଅବ୍ୟବହୃତ ହୋଇ ପଡିରହିଲା ଓ ଏହାର ୱାରେଣ୍ଟି ଅବଧି ବି ଚାଲିଗଲା । ଏଥିଯୋଗୁଁ ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟର ୬୨ଲକ୍ଷରୁ ଅଧିକ ଟଙ୍କା ପାଣିରେ ପଡିଛି । ଭାରତର ମହାଲେଖା ନିୟନ୍ତ୍ରକ ତଥା ମହା ସମୀକ୍ଷକ (ସିଏଜି) ଏଭଳି ଅନିୟମିତତାକୁ ଧରିବାପରେ କମ୍ପ୍ୟୁଟର କିଣା ପ୍ରସଙ୍ଗ ସାମ୍ନାକୁ ଆସିଛି । ସିଏଜି ତାଙ୍କ...

ବରପୁତ୍ରମାନଙ୍କ ନୂତନ ପ୍ରତିମୂର୍ତ୍ତି ନିର୍ମାଣ ପାଇଁ ନିଷ୍ପତ୍ତି

0

ଭୁବନେଶ୍ୱର : ଓଡ଼ିଶାରେ ୭୫ଜଣ ବରପୁତ୍ରଙ୍କ ନୂତନ ପ୍ରତିମୂର୍ତ୍ତି ନିର୍ମାଣ ଓ ସ୍ଥାପନ କରିବା ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ପୁରୀ ଜିଲ୍ଲାରେ ଭକ୍ତ ମନେଇ ସାହୁ, ଅଟଳ ବିହାରୀ ବାଜପେୟୀ, ଖୋର୍ଦ୍ଧା ଜିଲ୍ଲାରେ ସ୍ବର୍ଗତ ବିଶ୍ୱନାଥ ଦାସ, କବି ସଚ୍ଚିଦାନନ୍ଦ ରାଉତରାୟ, କବି କୁନ୍ତଳା କୁମାରୀ ସାବତ, ବୀର ସୁରେନ୍ଦ୍ର ସାଏ, ପଦ୍ମଶ୍ରୀ ଉପେନ୍ଦ୍ର ମହାରଥୀ, ବୀର ସିଡୋ ମୁର୍ମୁ ଓ କାହ୍ନୁ ମୁର୍ମୁ, ରବି ରାୟ, ବିନାୟକ ଆଚାର୍ଯ୍ୟ, ସୁରେନ୍ଦ୍ର ମହାନ୍ତି, ରାଧାନାଥ...

ରାଷ୍ଟ୍ର ନିର୍ମାଣରେ ମହିଳାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

0

ଭୁବନେଶ୍ୱର : ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ସଂଚାର ବ୍ୟୁରୋ, (ସିବିସି) ପ୍ରାଦେଶିକ କାର୍ଯ୍ୟାଳୟ ଏବଂ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି), ଭୁବନେଶ୍ୱରର ମିଳିତ ଆନୁକୂଲ୍ୟରେ ଆଜି "ଗାନ୍ଧୀଜୀଙ୍କ ଦୃଷ୍ଟିକୋଣରେ ନାରୀ" କାର୍ଯ୍ୟକ୍ରମ ସଫଳତାର ସହିତ ଆୟୋଜିତ ହୋଇଛି। ପିଆଇବି ଓ ସିବିସିର ଅତିରିକ୍ତ ମହାନିର୍ଦ୍ଦେଶକ ଶ୍ରୀ ଅଖିଳ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ଅବସରରେ ବିଶିଷ୍ଟ ଅତିଥି ଭାବେ ଡ. ହୃଷିକେଶ ମଲ୍ଲିକ, ସ୍ଵତନ୍ତ୍ର ଅତିଥି ଭାବେ ଶ୍ରୀଯୁକ୍ତ ସମ୍ବିତ  ତ୍ରିପାଠୀ, ପୂର୍ବତନ ଆୟକର...

ତିନି ଦିନରେ ୩୪୯୪ ଇ-ଚାଲାଣ

0

ଭୁବନେଶ୍ୱର : ସଡ଼କ ସୁରକ୍ଷା ନିୟମ ଉଲ୍ଲଂଘନ ବିରୋଧରେ ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶରେ ସ୍ୱତନ୍ତ୍ର ଏନଫୋର୍ସମେଣ୍ଟ ଜାରି ରହିଛି । ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀଙ୍କ ନେତୃତ୍ୱ ଓ ପରିବହନ ଆୟୁକ୍ତ ଅମିତାଭ ଠାକୁରଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଗତ ୩ ଦିନ ମଧ୍ୟରେ ରାଜ୍ୟବ୍ୟାପୀ ଆରଟିଓ ଟିମ୍ ଦ୍ଵାରା ମୋଟରଯାନର ୭ଟି ନିୟମ ଉଲ୍ଲଙ୍ଘନ ବିରୋଧରେ ସ୍ୱତନ୍ତ୍ର ଏନଫୋର୍ସମେଣ୍ଟ କରାଯାଇଛି ।  ଓଭରଲୋଡିଂ, ମାଲବାହୀ ଗାଡ଼ିରେ ଯାତ୍ରୀ ପରିବହନ, ଗାଡ଼ି ଚଳାଇବା ବେଳେ...

ଏଜିଙ୍କ ମହାନଦୀ ମନ୍ତବ୍ୟ ରାଜନୈତିକ

0

ଭୁବନେଶ୍ୱର : ମହାନଦୀ ଜଳ ବିବାଦ ଏକ  କୁତ୍ରିମ ବିବାଦ ଭାବେ ସୃଷ୍ଟି କରାଯାଇଥିଲା ବୋଲି ଆଜି ରାଜ୍ୟର ଆଡ଼ଭୋକେଟ ଜେନେରାଲ ଶ୍ରୀ ପିତାମ୍ବର ଆଚାର୍ୟ୍ୟ ଦେଇଥିବା ମନ୍ତବ୍ୟ ଉପରେ କଡ଼ା ପ୍ରତିକ୍ରିୟା ଦେଇଛି ବିଜୁ ଜନତା ଦଳ। ଶ୍ରୀ ଆଚାର୍ୟ୍ୟଙ୍କ ହିସାବରେ ଯଦି ଏହା ଏକ କୁତ୍ରିମ ସମସ୍ୟା ଥିଲା, ତାହେଲେ ବିଜେପି କ୍ଷମତାକୁ ଆସିବାର ପନ୍ଦର ମାସ ପରେ ମଧ୍ୟ ଏହାକୁ ସମାଧାନ କରିବା ପାଇଁ ସଫଳ ହୋଇପାରି ନାହିଁ କାହିଁକି ବୋଲି ବିଜେଡି ପ୍ରଶ୍ନ କରିଛି। ବିଜେଡି ତରଫରୁ ଜାରି...

ଫାର୍ମାସିଷ୍ଟମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

0

ଭୁବନେଶ୍ୱର : ସ୍ୱାସ୍ଥ୍ୟ କଥା ଚିନ୍ତା କଲାବେଳେ ଫାର୍ମାସିଷ୍ଟମାନଙ୍କ କଥା ଚିନ୍ତା କରିବାକୁ ପଡ଼ିବ କାରଣ ସେମାନଙ୍କ ଦ୍ୱାରା ପ୍ରସ୍ତୁତ କରାଯାଉଥିବା ଠିକ୍ ଅନୁପାତର ଔଷଧ ହିଁ ରୋଗ ଉପଶମ କରିବାରେ ସହାୟକ ହୋଇଥାଏ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଉପସଭାପତି ଶ୍ରୀମତି ଶାଶ୍ୱତି ଦାସ ମତ ବ୍ୟକ୍ତ କରିଛନ୍ତି । ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲର ଫାର୍ମାସୀ ବିଭାଗ ପକ୍ଷରୁ ଗୁରୁବାର ଆୟୋଜିତ ବିଶ୍ୱ ଫାର୍ମାସିଷ୍ଟ ଦିବସ ‘ଏଲିକ୍‌ଜିର -୨୦୨୫’ ପାଳନ ଅବସରରେ ମୁଖ୍ୟ...

ଔଷଧୀୟ ଉଦ୍ଭିଦର ସୁରକ୍ଷା ଉପରେ ଗୁରୁତ୍ୱ

0

ଭୁବନେଶ୍ୱର : ରାଜ୍ୟରେ ଔଷଧୀୟ ଉଦ୍ଭିଦର ସୁରକ୍ଷା, ଚାଷ, ପ୍ରଚାର ଓ ବାଣିଜ୍ୟୀକରଣକୁ ଉନ୍ନତ କରିବାରେ କାର୍ଯ୍ୟରତ ରାଜ୍ୟ ଔଷଧୀୟ ଉଦ୍ଭିଦ ବୋର୍ଡର ଷଷ୍ଠ କାର୍ଯ୍ୟନିର୍ବାହୀ ବୈଠକ ଆଜି ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ଏହି ବୈଠକରେ ଅଧ୍ୟକ୍ଷତା କରି କହିଲେ ଯେ ରାଜ୍ୟ ଔଷଧୀୟ ଉଦ୍ଭିଦ ବୋର୍ଡ ଓଡ଼ିଶାର ସମୃଦ୍ଧ ଔଷଧୀୟ ପାରମ୍ପରିକତାକୁ ସୁରକ୍ଷା କରିବା ସହିତ ଏହାକୁ ଗ୍ରାମୀଣ ଅର୍ଥନୀତି...

ଖାରବେଳ ଭବନରେ ସାମୂହିକ ସ୍ୱଚ୍ଛତା ଅଭିଯାନ

0

ଭୁବନେଶ୍ୱର : ଦେଶବ୍ୟାପୀ ସ୍ୱଚ୍ଛତା ହିଁ ସେବା ଅଭିଯାନର ଅଂଶବିଶେଷ ସ୍ୱରୂପ ଖାରବେଳ ଭବନ ପରିସରରେ ଆଜି ଏକ ସାମୂହିକ ସ୍ୱଚ୍ଛତା ଅଭିଯାନ "ଏକ ଦିନ ଏକ ଘଣ୍ଟା ଏକ ସାଥ" ସଫଳତାର ସହ ଆୟୋଜିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଗୃହନିର୍ମାଣ ଓ ନଗରଉନ୍ନୟନ ବିଭାଗ ଏବଂ ବାଣିଜ୍ୟ ଏବଂ ପରିବହନ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଉଷା ପାଢୀଙ୍କ ନେତୃତ୍ବରେ ଦୁଇ ବିଭାଗର ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ଉତ୍ସାହଜନକ ଅଂଶଗ୍ରହଣ ଦେଖିବାକୁ ମିଳିଥିଲା । ଏହି ଅଭିଯାନ ସମୟରେ ଭାଗ ନେଇଥିବା...

ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତର ‘ଶକ୍ତି‘ ଅଭିଯାନ

0

ଲାଞ୍ଜିଗଡ଼ : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ଏହି ଦଶହରାରେ ପ୍ରଥମ ଥର ପାଇଁ ଏକ ନିଆରା ସାମୁହିକ ପ୍ରୟାସ ଆରମ୍ଭ କରିଛି - ଲାଞ୍ଜିଗଡ଼ର ଆଖପାଖ ଗ୍ରାମଗୁଡ଼ିକରେ ମହିଳାମାନଙ୍କୁ ସଶକ୍ତ କରି ଶକ୍ତିର ଆତ୍ମାକୁ ପାଳନ କରିବା ଉଦ୍ଦେଶ୍ୟ ନେଇ କମ୍ପାନୀର ସ୍ୱତନ୍ତ୍ର 'ନବରାତ୍ରି ମିଳାପ' କାର୍ଯ୍ୟକ୍ରମ ଅଧୀନରେ, କମ୍ପାନୀ ୬୦୦ରୁ ଅଧିକ 'ଶକ୍ତି କିଟ୍' ବଣ୍ଟନ କରୁଛି, ଯାହା ନଅଟି ଗ୍ରାମର ୧୫୦୦ରୁ ଅଧିକ ମହିଳାଙ୍କୁ ସଶକ୍ତ ଲାଭ ପହଂଚାଇବ। ପ୍ରତ୍ୟେକ ଶକ୍ତି କିଟ୍ ସ୍ୱାସ୍ଥ୍ୟ, ସ୍ୱଚ୍ଛତା ଏବଂ...

ଲାଗି ସାରିଲାଣି୧୮ଲକ୍ଷ ସ୍ମାର୍ଟ ମିଟର

0

ଭୁବନେଶ୍ୱର : ରାଜ୍ୟର ୧୮ଲକ୍ଷ ବିଦ୍ୟୁତ୍‍ ଉପଭୋକ୍ତାଙ୍କ ଘରେ ସ୍ମାର୍ଟ ମିଟର ଲାଗି ସାରିଲାଣି । ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଏକ ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ମନ୍ତ୍ରୀ ତାଙ୍କ ଉତ୍ତରରେ ଦର୍ଶାଇଛନ୍ତି ଯେ ରାଜ୍ୟ ସରକାର ବିଦ୍ୟୁତ ବିତରଣ ପାଇଁ ଟାଟା ପାୱାର ସହିତ ୨୫ ବର୍ଷ ପାଇଁ ଚୁକ୍ତିନାମା କରିଛନ୍ତି । ତଦନୁଯାୟୀ ଟିପିସିଓଡିଏଲ୍‍ ୨୦୨୦ ଜୁନ୍‍ ୧ ତାରିଖରୁ ରାଜ୍ୟରେ ବିଦ୍ୟୁତ୍‍ ବିତରଣ ଆରମ୍ଭ କରିଥିବାବେଳେ ଟିପିଏସଓଡିଏଲ୍‍ ଓ ଟିପିଡବ୍ଲୁଓଡିଏଲ...