ଅପରେସନ ଗରୁଡ ଆରମ୍ଭ
କଟକ : ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦ୍ଦେଶ କ୍ରମେ ଗତ ଅଗଷ୍ଟ ୧ ତାରିଖରୁ ରାଜ୍ୟର ସମସ୍ତ ଜିଲ୍ଲା ପୋଲିସ ଏସପିଙ୍କ ନେତୃତ୍ୱରେ ଅପେରସନ"ଗରୁଡ଼" ଅଭିଯାନ ଆରମ୍ଭ ହୋଇଛି । ଏହି ଅଭିଯାନ ଚଳିତ ଅଗଷ୍ଟ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ( ଆଇନ ଓ ଶୃଙ୍ଖଳା) ଶ୍ରୀ ସଞ୍ଜୟ କୁମାର ସୂଚନା ଦେଇଛନ୍ତି। ଅପରାଧ ଏବଂ ଅପରାଧୀଙ୍କ ଉପରେ ରୋକ ଲଗାଇବାକୁ ଏହି ଅଭିଯାନକୁ ଆହୁରି ଜୋରଦାର କରାଯିବ...
ଓଡ଼ିଶାର ବିକାଶ ପାଇଁ ଆଲୋଚନା
ନୂଆଦିଲ୍ଲୀ : ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ) ଓଡ଼ିଶା, ଓଡ଼ିଶାର ମାନ୍ୟବର ସାଂସଦଙ୍କ ସହିତ ଏକ ପାରସ୍ପରିକ ଆଲୋଚନା ଅଧିବେଶନର ଆୟୋଜନ କରିଥିଲା, ଯେଉଁଥିରେ ସିଆଇଆଇ ଓଡ଼ିଶା ରାଜ୍ୟ ପରିଷଦର ସଦସ୍ୟଙ୍କ ସହିତ ରାଜ୍ୟର ବିଭିନ୍ନ ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରୁଥିବା ୧୪ ଜଣ ସାଂସଦ ଅଂଶଗ୍ରହଣ କରିଥିଲେ। ଏହି ଅଧିବେଶନରେ ଶିଳ୍ପ ଏବଂ ସରକାରୀ ସହଯୋଗ ମାଧ୍ୟମରେ ଓଡ଼ିଶାର ସାମାଜିକ-ଆର୍ଥିକ ଅଭିବୃଦ୍ଧିକୁ ଆଗକୁ ବଢ଼ାଇବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଆଲୋଚନାରେ ଚାରୋଟି ପ୍ରମୁଖ ପ୍ରାଥମିକତା ଉପରେ ଆଲୋକପାତ କରାଯାଇଥିଲା - ଐତିହ୍ୟ ଏବଂ ପ୍ରାକୃତିକ...
ଧୂମଧାମରେ ପାଳନ ହେବ ସ୍ୱାୟତ୍ତ ଶାସନ ଦିବସ
ଭୁବନେଶ୍ୱର : ଚଳିତ ବର୍ଷର ସ୍ୱୟାତ୍ତ ଶାସନ ଦିବସକୁ ସ୍ମରଣୀୟ ଭାବେ ପାଳନ କରିବାକୁ ରାଜ୍ୟ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ନିଷ୍ପତ୍ତି ନେଇଛି। ଏହି ଉତ୍ସବର ଏକ ଅଂଶ ଭାବରେ, ଅଗଷ୍ଟ ୨୫ ରୁ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା ରେ ଏକ ସପ୍ତାହ ବ୍ୟାପି ସାର୍ବଜନୀନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଗୃହନିର୍ମାଣ ଓ ନଗରଉନ୍ନୟନ ବିଭାଗ ଦ୍ୱାରା ଜାରି କରାଯାଇଥିବା ପରାମର୍ଶ ଏବଂ ମାର୍ଗଦର୍ଶୀକା ଅନୁଯାୟୀ, ନାଗରିକଙ୍କ ଅଂଶଗ୍ରହଣ, ପରିବେଶ ସଚେତନତା, ସ୍ୱଚ୍ଛତା...
Odisha Celebrates Rakhi Purnima
Bhubaneswar: In Odisha, Rakhi Purnima is celebrated with a unique cultural blend, as it coincides with Gamha Purnima. This dual celebration highlights both the traditional bond between siblings and the agricultural heritage of the state. Gamha Purnima is a major festival in Odisha that celebrates the birth of Lord Balabhadra, the elder brother of Lord Jagannath. Shree Balabhadra is revered...
କାମ ପାଇଛନ୍ତି ୩୩ଲକ୍ଷରୁ ଅଧିକ
ଭୁବନେଶ୍ୱର : ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ଗତ ଆର୍ଥିକ ବର୍ଷରେ ରାଜ୍ୟରେ ୩୩.୭୭ ଲକ୍ଷ ଶ୍ରମିକ କାମ ପାଇଥିବାବେଳେ ମୟୁରଭଞ୍ଜ ଜିଲ୍ଲା ଏ କ୍ଷେତ୍ରରେ ସବୁଠାରୁ ଆଗରେ ରହିଛି । ଏହା ପଛକୁ ଗଞ୍ଜାମ, ସୁନ୍ଦରଗଡ, କୋରାପୁଟ ଓ କଳାହାଣ୍ଡି ଜିଲ୍ଲା ରହିଥିବା ରାଜ୍ୟସଭାରେ ସୂଚନା ଦେଇଛନ୍ତି କେନ୍ଦ୍ର ଗ୍ରାମୀଣ ବିକାଶ ରାଷ୍ଟ୍ରମନ୍ତ୍ରୀ କମଳେଶ ପାଶୱାନ । ବିଜେଡି ସାଂସଦ ମୁନ୍ନା ଖାନ୍ଙ୍କ ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାରେ ୩୩ଲକ୍ଷ ୭୭ହଜାର ଶ୍ରମିକ ଏମଜିଏନ୍ଆରଇଜିଏସ୍ରେ...
ଫାଣ୍ଡି ପ୍ରତିଷ୍ଠା ଦାବି କଲେଣି ଛାତ୍ରୀ
ଭୁବନେଶ୍ୱର : ପୂର୍ବରୁ ଶିକ୍ଷାନୁଷ୍ଠାନ ପରିସରକୁ ପୁଲିସ ପ୍ରବେଶ ବିରୋଧରେ ଛାତ୍ର ସଂଗଠନମାନେ ସମ୍ମିଳିତ ସ୍ୱର ଉଠାଉଥିବାବେଳେ ଏବେ ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ନିରାପତ୍ତା ଦୃଷ୍ଟିରୁ ଶିକ୍ଷାନୁଷ୍ଠାନ ପରିସରରେ ଫାଣ୍ଡି ପ୍ରତିଷ୍ଠା ଏବଂ ୨୪ ଘଣ୍ଟିଆ ପୁଲିସ ମୁତୟନ ପାଇଁ ଦାବି କରୁଛନ୍ତି । ରାଜ୍ୟର ଏକମାତ୍ର ମହିଳା ବିଶ୍ୱବିଦ୍ୟାଳୟ ରାଜଧାନୀର କେନ୍ଦ୍ରସ୍ଥଳରେ ରହିଛି । ଏହି ବିଶ୍ୱବିଦ୍ୟାଳୟର ଅନତି ଦୂରରେ ଡିସିପିଙ୍କ କାର୍ଯ୍ୟାଳୟ ଓ ଶହୀଦନଗର ଥାନା ଅବସ୍ଥିତ । ଏହା ସତ୍ତ୍ୱେ ବିଶ୍ୱବିଦ୍ୟାଳୟର ଛାତ୍ରୀମାନେ ନିଜକୁ ଏତେ ଅସୁରକ୍ଷିତ...
Dubai Loves Odisha Dragon Fruits
Bhubaneswar: In a major boost for the state's horticulture sector, Odisha has been successfully exporting consignments of organically grown dragon fruits from the Balangir district. In fact there is a craze for Odisha dragon fruits in Dubai International Market. Consecutive successful exports highlight the state's growing capacity to produce and market high-value agricultural products, signaling its readiness to compete in...
ବିଧାନସଭାର ନୂତନ ୱେବ୍ସାଇଟ୍ ଉନ୍ମୋଚିତ
ଭୁବନେଶ୍ୱର : ଆଜି ଓଡ଼ିଶା ବିଧାନସଭାର ନୂତନ େୱବ୍ସାଇଟ୍ ଉନ୍ମୋଚିତ ହୋଇଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗଙ୍କ ଉପସ୍ଥିତିରେ ଏହି ୱେବ୍ସାଇଟ୍କୁ ଉନ୍ମୋଚନ କରି ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ କହିଲେ ଯେ ଏଭଳି ପ୍ରୟାସ ଅଧିକ ସ୍ୱଚ୍ଛ ଓ ପାରଦର୍ଶିତା ଦିଗରେ ଆମ ଯାତ୍ରାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ଓଡ଼ିଶା ସରକାରଙ୍କ ଆଇଟି ଓ ଇଟି ବିଭାଗ ଏବଂ ଭାରତ ସରକାରଙ୍କ ଏନ୍ଆଇସିର ବୈଷୟିକ ପରାମର୍ଶରେ...
କୃଷକଙ୍କ ପାଇଁ ବିଜେଡିର ରଣହୁଙ୍କାର
ଭୁବନେଶ୍ୱର : ରାଜ୍ୟରେ ବିଜେପି ସରକାରଙ୍କ ଗତ ୧୩ ମାସର ଶାସନ ସମୟରେ ଚାଷୀକୂଳର ସ୍ୱାର୍ଥକୁ ଅଣଦେଖା କରିଛନ୍ତି, ଯେଉଁଥିପାଇଁ ଚାଷୀ ଭାଇମାନେ ବିଭିନ୍ନ ଅସୁବିଧାର ସମ୍ମୁଖୀନ୍ନ ହେଉଛନ୍ତି ଓ ସରକାରଙ୍କ ଏହି ଚାଷୀ ମାରଣ ନୀତିକୁ ବିରୋଧ କରି ଆସନ୍ତା ୧୮ ତାରିଖରେ ବରଗଡ଼ ଠାରେ ବିରାଟ ଚାଷୀ ସମାବେଶ କରିବ ବୋଲି ବିଜୁ ଜନତା ଦଳ ଆଜି ଘୋଷଣା କରିଛି । ଦଳର କୃଷକ ସେଲ୍ର ଆବାହକତ୍ୱରେ ଆଜି ରାଜ୍ୟସ୍ତରୀୟ ଏକ ବୈଠକ ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଥିଲା । ବୈଠକକୁ...
Odisha Assembly Unveils New Website
Bhubaneswar: The Odisha Legislative Assembly has launched a new, user-friendly website to increase transparency and public engagement. Speaker Shrimati Surama Padhi inaugurated the website, with Dr. Mukesh Mahaling, Minister for Health and Family Welfare, Parliamentary Affairs, and Information and Technology, also in attendance. Several dignitaries were present at the launch, including Shri Vishal K Dev, Principal Secretary, Energy, Information and...









