ରୂପା ରୋଶନ ହେଲେ ରାଜ୍ୟପାଳଙ୍କ ସଚିବ
ଭୁବନେଶ୍ୱର : ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଶ୍ରୀମତୀ ରୂପା ରୋଶନ ସାହୁ ରାଜ୍ୟପାଳଙ୍କ କମିଶନର-ତଥା-ଶାସନ ସଚିବ ଭାବେ ଆଜି କାର୍ଯ୍ୟରେ ଯୋଗଦାନ କରିଛନ୍ତି । ଏହା ପୂର୍ବରୁ ସେ ଦକ୍ଷିଣାଂଚଳ ରାଜସ୍ୱ କମିଶନର ଭାବେ ଅବସ୍ଥିତ ଥିଲେ । ୨୦୦୬ ମସିହା ଆଇ.ଏ.ଏସ୍. କ୍ୟାଡର ଅଧିକାରୀ ଶ୍ରୀମତୀ ସାହୁ ପ୍ରଶାସନିକ ସେବା ଜୀବନର ଆରମ୍ଭରୁ ବିଭିନ୍ନ ପଦପଦବୀରେ ଅବସ୍ଥିତ ହୋଇ ଦକ୍ଷତାର ସହ ଦାୟିତ୍ୱ ନିର୍ବାହ କରିଛନ୍ତି ।
Vedanta Archer; Wins Big
Bhubaneswar: Khirod Kumar, a talented young archer from the Kalahandi district, has once again brought laurels to the region by securing two gold and one bronze medal at the prestigious CBSE East Zonal Archery Championship in Kolkata. Competing in the Under-19 Indian round category, Khirod's remarkable focus and precision were key to his outstanding performance. Khirod's success is a testament...
ଜୀବନ ରକ୍ଷାକାରୀ ସମ୍ମାନିତ
ଭୁବନେଶ୍ୱର : ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସହାୟତା କରି ଜୀବନ ରକ୍ଷା କରୁଥିବା ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରୁଛନ୍ତି ସରକାର । ଏହି କାର୍ଯ୍ୟକ୍ରମକୁ ଆହୁରି ତ୍ୱରାନ୍ୱିତ କରିବା ଉପରେ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରାଧାନ୍ୟ ଦେଇଛି । ଏ କ୍ଷେତ୍ରରେ ସକ୍ରିୟ ପଦକ୍ଷେପ ଗ୍ରହଣ କରିବାକୁ ରାଜ୍ୟର ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀମାନଙ୍କୁ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ପରାମର୍ଶ ଦିଆଯାଇଛି । ନିକଟରେ ଗଞ୍ଜାମ ଜିଲ୍ଲା ଭଞ୍ଜନଗରର ତାରସିଂ ଥାନା ଘୋଗଡ଼ ଏକ ସଡ଼କ ଦୁର୍ଘଟଣାରେ ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ...
ନାରୀଙ୍କ ପାଇଁ ଲଢ଼ିବ ନାରୀ ନ୍ୟାୟ ବାହିନୀ
ଭୁବନେଶ୍ୱର : ନାରୀ ନ୍ୟାୟ ପାଇଁ ଲଢ଼ିବ ନାରୀ ନ୍ୟାୟ ବାହିନୀ। ଆଉ ବାରମ୍ବାର ନାରୀ ଅତ୍ୟାଚାର ହେବନି।ନାରୀ ନ୍ୟାୟ ପାଇଁ ଜନ ସାଧାରଣଙ୍କ ଭିତରେ ସଚେତନତା ସୃଷ୍ଟି କରାଯିବ। ନାରୀ ନ୍ୟାୟ ସ୍ୱତଃ ଓଡ଼ିଶାରେ ଜାଗି ଉଠୁ। ସମାଜରେ ନାରୀ ଆଉ ଶୋଷିତ ହେବନି। ଭଗବାନ ରାମଙ୍କୁ ମାଆ ସୀତାଙ୍କୁ ନ୍ୟାୟ ଦେବା ପାଇଁ ଚଉଦ ବର୍ଷ କଷ୍ଟ କରିବାକୁ ପଡିଥିଲା।ସେହିପରି ଦ୍ରୌପଦୀଙ୍କୁ ନ୍ୟାୟ ଦେବା ପାଇଁ ଶ୍ରୀକୃଷ୍ଣ ଆଗେଇଆସିଥିଲେ । ରାଜ୍ୟ କଂଗ୍ରେସର ସମସ୍ତ ଶକ୍ତି ନାରୀ ନ୍ୟାୟ ପାଇଁ...
ଗୌରବ ଆଣିଲେ ବେଦାନ୍ତର ଯୁବ ତୀରନ୍ଦାଜ
ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ଲାଞ୍ଜିଗଡ଼ରେ ଏହାର ପ୍ରମୁଖ କ୍ରୀଡା ତାଲିମ ପଦକ୍ଷେପ ମାଧ୍ୟମରେ କଳାହାଣ୍ଡିର ଯୁବ ତୀରନ୍ଦାଜମାନଙ୍କୁ ସମର୍ଥନ କରିଆସୁଛି। ଏହି ଅଞ୍ଚଳର ଜଣେ ଯୁବ ତୀରନ୍ଦାଜ ଖିରୋଦ କୁମାର କୋଲକାତାରେ ଅନୁଷ୍ଠିତ ସିବିଏସଇ ପୂର୍ବ ଜୋନାଲ ତୀରନ୍ଦାଜ ଚାମ୍ପିଅନସିପରେ ଦୁଇଟି ସ୍ୱର୍ଣ୍ଣ ଏବଂ ଗୋଟିଏ କାଂସ୍ୟ ପଦକ ଜିତିଛନ୍ତି। ୧୯ ବର୍ଷରୁ କମ୍ ଭାରତୀୟ ରାଉଣ୍ଡ ବର୍ଗରେ ପ୍ରତିଯୋଗିତା କରି, ଖିରୋଦ ଉଲ୍ଲେଖନୀୟ ଧ୍ୟାନ ଏବଂ ସଠିକତା ପ୍ରଦର୍ଶନ କରି ଶ୍ରେଷ୍ଠ ପ୍ରଦର୍ଶନକାରୀ ଭାବରେ...
ଜାତୀୟ ମାଗାଜିନରେ କେଜିବିଭି ଛାତ୍ରୀ ବିଭୂତି
ଭୁବନେଶ୍ବର : ଜାତୀୟସ୍ତରୀୟ ମାଗାଜିନ୍ ରେ ସ୍ଥାନ ପାଇବ କେଜିବିଭି ଛାତ୍ରୀଙ୍କ ସଫଳତାର କାହାଣୀ । ଜାତୀୟସ୍ତରୀୟ ହାଣ୍ଡବଲ୍ ଖେଳାଳୀ ବିଭୂତି ମୁଣ୍ଡାଗାଡ଼ିଆଙ୍କ ସଫଳତାର କାହାଣୀ ଜାତୀୟସ୍ତରୀୟ ମାଗାଜିନ୍ ରେ ପ୍ରକାଶ ପାଇବ । ମାଲକାନାଗିରି ଜିଲ୍ଲା ସିନ୍ଧ୍ରିମାଳ ସ୍ଥିତ କସ୍ତୁରବାଗାନ୍ଧୀ ଆବାସିକ ବାଳିକା ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରୀ ହେଉଛନ୍ତି ବିଭୂତି ମୁଣ୍ଡାଗାଡ଼ିଆ । ହାଣ୍ଡବଲ୍ ଖେଳ ପ୍ରତି ଥିବା ତାଙ୍କର ଶ୍ରଦ୍ଧା ଓ ସମର୍ପଣ ତାଙ୍କୁ ଆଜି ଜାତୀୟସ୍ତରରେ ପରିଚୟ ପ୍ରଦାନ କରିଛି । ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟର ବିଦ୍ୟାଳୟ...
ବର୍ଷକୁ ବର୍ଷ ବଢୁଛି ନିଶାଡିଙ୍କ ଆତ୍ମହତ୍ୟା
ଭୁବନେଶ୍ୱର : ନିଶାଡିମାନଙ୍କର ଅତ୍ମହତ୍ୟାର ହାର ଦେଶରେ ବର୍ଷକୁ ବର୍ଷ ବଢିବାରେ ଲାଗିଛି ୨୦୧୮ ମସିହାରେ ଦେଶରେ ୭୧୯୩ ଜଣ ନିଶାଡି ଆତ୍ମହତ୍ୟା କରିଥିବାବେଳେ ୨୦୨୨ରେ ଏହି ସଂଖ୍ୟା ୧୧ହଜାରକୁ ଟପିଯାଇଛି । ଅବଶ୍ୟ ଓଡିଶାରେ ଏହି ସମୟ ମଧ୍ୟରେ ନିଶାଡି ଆତ୍ମହତ୍ୟା ହାର ହ୍ରାସ ପାଇବା ସହିତ ୨୦୨୨ରେ ଏହା ଶୂନ ରହିଛି । ନିଶାଡିମାନଙ୍କ ଆତ୍ମହତ୍ୟା ସଂକ୍ରାନ୍ତରେ ପଚରା ଯାଇଥିବା ଏକ ପ୍ରଶ୍ନର ଉତ୍ତରରେ ଲୋକସଭାରେ ଏହି ସୂଚନା ଦେଇଛନ୍ତି କେନ୍ଦ୍ର ସାମାଜିକ ସୁରକ୍ଷା ଓ ସଶକ୍ତିକରଣ ମନ୍ତ୍ରୀ ବି.ଏଲ୍.ବର୍ମା ।...
Sanjeeb K Mishra Gets Finance
Bhubaneswar: Shri Sanjeeb Kumar Mishra, IAS (RR-1997), has been appointed as the Principal Secretary to Government, Finance Department. Prior to this new role, Shri Mishra served as the Principal Secretary to Government, Odia Language, Literature & Culture Department, and held additional charge as Principal Secretary to Government, ST & SC Development, M&BCW Department. His extensive experience includes serving in several...
Indra M Tripathy Gets Factories
Bhubaneswar: The Government of Odisha today announced a series of significant bureaucratic reassignments, affecting several IAS officers across various departments. The changes aim to streamline administration and optimize departmental functions. Shri Indramani Tripathy, IAS (SCS-2011), currently serving as Labour Commissioner, Odisha, has been granted additional charge as Inspector of Factories and Boilers, Odisha. In another key move, Shri Manish Agarwal, IAS...
Hemant Sharma Gets I&PR
Bhubaneswar: Shri Hemant Sharma (IAS: RR-1995), Additional Chief Secretary to Government, Industries Department and Chairman, IPICOL, will now also hold the additional charge of Additional Chief Secretary to Government, Information & Public Relations Department. The Government of Odisha announced a significant reshuffle of Indian Administrative Service (IAS) officers on July 22, 2025. Shri Sanjeeb Kumar Mishra (IAS: RR-1997) ...









