ରାଇରଙ୍ଗପୁରରେ ହେବ ନୂଆ ଆୟୁର୍ବେଦିକ କଲେଜ
ଭୁବନେଶ୍ୱର : ଜାତୀୟ ଆୟୁର୍ବେଦ ଦିବସ ୨୦୨୫ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ଆୟୁର୍ବେଦ ହେଉଛି, ସାରା ବିଶ୍ବକୁ ଭାରତର ଏକ ଅମୂଲ୍ୟ ଅବଦାନ। ଆମ ଉଦ୍ଦେଶ୍ୟ ହେଉଛି ଆୟୁର୍ବେଦକୁ କେବଳ ଏକ ଚିକିତ୍ସା ପ୍ରଣାଳୀ ନୁହେଁ ବରଂ ସମଗ୍ର ମାନବ ଜାତିର କଲ୍ୟାଣ ପାଇଁ ଆମର ଜ୍ଞାନ ଓ ଦାର୍ଶନିକ ଦୃଷ୍ଟିକୋଣକୁ ଉପସ୍ଥାପିତ କରିବା । ରାଜ୍ୟରେ ଆୟୁର୍ବେଦ ଚିକିତ୍ସା ଓ ସରକାରଙ୍କ ଆଭିମୁଖ୍ୟ ବିଷୟରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡିଶାରେ ୩ ଟି ସରକାରୀ...
୫ମାସରେ ୧୦ହଜାର କୋଟି ଋଣ
ଭୁବନେଶ୍ୱର : ଚଳିତ ଆର୍ଥିକ ବର୍ଷରେ ରାଜ୍ୟ ସରକାର ୪୬,୪୦୦ କୋଟି ଟଙ୍କାର ଋଣ କରିବାକୁ ଲକ୍ଷ୍ୟଧାର୍ଯ୍ୟ କରିଥିବାବେଳେ ଅଗଷ୍ଟ ଶେଷ ସୁଦ୍ଧା ୧୦ହଜାର କୋଟି ଟଙ୍କାର ଋଣ କରିସାରିଲେଣି । ଏହି ସମୟ ମଧ୍ୟରେ ୩୧୫୮ କୋଟି ଟଙ୍କାର ଋଣ ବି ପରିଶୋଧ କରିଛନ୍ତି । ଆଜି ବିଧାନସଭାରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ବିଜେଡି ବିଧାୟକ ପ୍ରତାପ କେଶରୀ ଦେବଙ୍କ ଏକ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ଦର୍ଶାଇଛନ୍ତି ଯେ ରାଜ୍ୟ ସରକାର କରିଥିବା ଋଣ ଓ...
୧୭ଲକ୍ଷ ଅପରାଧିକ ମାମଲା ସରିବ କେବେ ?
ଭୁବନେଶ୍ୱର : ଓଡିଶାରେ ବର୍ଷକୁ ବର୍ଷ ଅପରାଧିକ ମାମଲାସଂଖ୍ୟା ବଢି ବଢି ଚାଲିଛି । ଏବେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଥିବା ଆଇନ୍ ଅଦାଲତଗୁଡିକରେ ପ୍ରାୟ ୧୭ଲକ୍ଷ ଅପରାଧିକ ମାମଲା ବିଚାର ପ୍ରତୀକ୍ଷାରେ ରହିଛି । ଏହି ମାମଲାଗୁଡିକ ଭିତରୁ କେତେକ ୨୦/୩୦ ବର୍ଷର ପୁରୁଣା । ଗତ ଅଗଷ୍ଟ ଶେଷସୁଦ୍ଧା ୩୦ଟି ଯାକ ଜିଲ୍ଲାରେ ଥିବା ଅଦାଲତଗୁଡିକରେ ୧୬,୮୪,୪୩୨ ଅପରାଧିକ ମାମଲା ବିଚାରାଧିନ ଥିଲା । ଏଥି ମଧ୍ୟରୁ ସର୍ବାଧିକ ଅପରାଧିକ ମାମଲା ରହିଛି କଟକ ଜିଲ୍ଲାରେ । କଟକ ଜଜ୍ସିପ୍ରେ ୧,୬୮,୪୮୩...
ଛାତ୍ର ସଂସଦ ନିର୍ବାଚନକୁ ଡରୁଛନ୍ତି ସରକାର
ଭୁବନେଶ୍ୱର : ବିଜେପି ସରକାରକୁ ଆସିବାର ୧୫ ମାସ ବିତିଯାଇଥିଲେ ମଧ୍ୟ ଛାତ୍ର ସଂସଦ ନିର୍ବାଚନ ନ କରିବା ଯୋଗୁଁ ଛାତ୍ରଛାତ୍ରୀଙ୍କ ମନରେ ଆକ୍ରୋଶ ସୃଷ୍ଟି ହୋଇଛି । ଏବିଭିପି ଓ ବିଜେପି ଯୁବମୋର୍ଚ୍ଚା ମଧ୍ୟରେ ଥିବା ଅନ୍ତଃକନ୍ଦଳ ଲାଗି କଲେଜ କ୍ୟାମ୍ପସ ଅଶାନ୍ତ ହୋଇଛି ବୋଲି ଅଭିଯୋଗ କରିଛି ବିଜୁ ଛାତ୍ର ଜନତା ଦଳ । ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଜୁ ଛାତ୍ର ଜନତା ଦଳ ସଭାନେତ୍ରୀ ଇପ୍ସୀତା ସାହୁ କହିଥିଲେ ଯେ, ଚଳିତ ବିଧାନସଭାରେ ସରକାର ଦେଇଥିବା ତଥ୍ୟ ଅନୁଯାୟୀ, ରାଜ୍ୟର...
Debt Up, Grants Down
Bhubaneswar: As of March 31, 2025, the total outstanding debt of the Odisha government stands at Rs. 1,20,710.18 crore. The state has also provided a breakdown of the loans it has taken from different financial institutions over the past three years. This indicates a significant increase in net borrowings in the last two fiscal years. The net loan amount...
ଜେପି ହସ୍ପିଟାଲକୁ ଦିଆଯାଇଛି ୧୧୦ କୋଟି
ଭୁବନେଶ୍ୱର : କରୋନା ମହାମାରୀ ସମୟରେ ରାଉରକେଲାର ଜେପି ହସ୍ପିଟାଲକଭ କରୋନା ରୋଗୀଙ୍କ ଚିକିତ୍ସା ବାବଦରେ ୧୧୦ କୋଟି ଟଙ୍କାରୁ ଅଧିକ ଅର୍ଥ ଯୋଗାଇ ଦିଆଯାଇଛି । ଏହି ଅର୍ଥ ଡିଏମଏଫ୍ ପାଣ୍ଠିରୁ ଯୋଗାଇ ଦିଆଯାଇଥିଲା । ଏହି ଡାକ୍ତରଖାନରେ ମୋଟ୍ ୧୮୭୯ ଜଣ ରୋଗୀ ଚିକିତ୍ସିତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୫୯୮ ଜଣ ମୃତ୍ୟୁବରଣ କରିଥିଲେ । ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଏକ ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ...
ଋଣ ଭାର ୧.୩୪ ଲକ୍ଷ କୋଟିକୁ ଟପିବ
ଭୁବନେଶ୍ୱର : ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ରାଜ୍ୟର ଋଣ ଭାରତ ୧ଲକ୍ଷ ୩୪ହଜାର କୋଟି ଟଙ୍କାକୁ ଟପିଯିବ । ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଏକ ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ମୁଖ୍ୟମନ୍ତ୍ରୀ ତାଙ୍କ ଉତ୍ତରରେ ଦର୍ଶାଇଛନ୍ତି ଯେ ୨୦୧୩-୧୪ ବର୍ଷ ଶେଷ ସୁଦ୍ଧା ରାଜ୍ୟର ଋଣଭାର ୩୮,୬୬୬ କୋଟି ୨୪ଲକ୍ଷ ଟଙ୍କା ଥିବାବେଳେ ୨୦୨୩-୨୪ ଆର୍ଥିକ ବର୍ଷ ଶେଷସୁଦ୍ଧା ଏହା ୯୬,୩୧୦ କୋଟି ୪୦ଲକ୍ଷ ଟଙ୍କାରେ ପହଞ୍ଚିଥିଲା । ଚଳିତ...
CPCB Celebrates 51st Foundation Day
New Delhi: Central Pollution Control Board (CPCB) celebrated its 51st Foundation Day at Parivesh Bhawan in New Delhi. The event, which was attended by a diverse group of stakeholders, placed a special focus on the contributions of CPCB under the leadership of its Chairman, Shri Vir Vikram Yadav. In his address, Union Minister for Environment, Forest and Climate Change, Shri...
ପ୍ରାଣିଖାଦ୍ୟ ପରିଚାଳନା ନିମନ୍ତେ ତ୍ରିପାକ୍ଷିକ ଚୁକ୍ତି
ଭୁବନେଶ୍ୱର : “ଭାରତରେ ପ୍ରାଣି ଖାଦ୍ୟ ପରିଚାଳନାର ଅଗ୍ରଗତି” ଶୀର୍ଷକ ୫ ଦିନିଆ ପ୍ରଶିକ୍ଷଣ ଓ କର୍ମଶାଳା ଆଜିଠୁ ଆରମ୍ଭ ହୋଇଛି । ସ୍ଥାନୀୟ କେନ୍ଦ୍ରୀୟ କୃଷିରତ ମହିଳା ସଂସ୍ଥାନଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମର ଉଦ୍ଘାଟନ କରି ମାନ୍ୟବର ମତ୍ସ୍ୟ ଓ ପ୍ରାଣିସମ୍ପଦ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ କହିଥିଲେ, ଦୀର୍ଘସ୍ଥାୟୀ ପ୍ରାଣିପାଳନର ମୂଳ ଆଧାର ହେଉଛି ପ୍ରାଣୀ ଖାଦ୍ୟ ବ୍ୟବସ୍ଥାର ସୁପରିଚାଳନା । ଜଳବାୟୁ-ଅନୁକୂଳ ପ୍ରାଣି ଖାଦ୍ୟର ଉତ୍ପାଦନ ଏବଂ ବର୍ଷ ସାରା ଉପଲବ୍ଧ ହେଉଥିବା ଉଚ୍ଚ-ଗୁଣମାନ ଖାଦ୍ୟକୁ ପ୍ରୋତ୍ସାହନ ଦେବାର ଆବଶ୍ୟକତା...
SOA Faculty Secures ALIGN Grant
Bhubaneswar: The Institute of Dental Sciences (IDS), faculty of dental sciences of SOA Deemed to be University here, has secured the ALIGN University Grant-APAC, a significant industry-academia collaboration involving ALIGN Technology Inc, USA. This marks the first ever industrial collaboration for IDS with the world’s No. 1 aligner opening global avenues in orthodontic education and research in its program. This grant...










