Sunil Gupta CII Odisha Chief

0

Bhubaneswar: The Confederation of Indian Industry (CII), Odisha State Council is pleased to announce that Sunil Gupta, Chief Operating Officer- AluminumBuisness, Vedanta Limited, Jharsuguda has taken office as the Chairman for the year 2025-26. Mr Suresha G, Executive Director – Odisha Assets Operation, AM/NS India, has been elected as the Vice Chairman for the same term. Speaking on the priorities...

୨୮ରୁ କଂଗ୍ରେସର ସମ୍ବିଧାନ ବଞ୍ଚାଅ ଦିବସ

ଭୁବନେଶ୍ଵର : ସଡ଼କରୁ ନେଇ ସଂସଦ ଯାଏଁ ଭାରତୀୟ ଜାତୀୟ କଂଗ୍ରେସ ଏବଂ ନେତା ମାନ୍ୟବର ରାହୁଲ ଗାନ୍ଧୀଜୀ ଜାତିଗତ ଜନଗଣନା ତଥା ଦେଶର ଅନୁସୂଚିତ ଜାତି, ଜନଜାତି ଓ ଓବିସି ବର୍ଗଙ୍କୁ ତାଙ୍କର ନାଯ୍ୟ ଦାବି ପାଇଁ ଲଢ଼େଇ କରୁଥିବା ବେଳେ ଆକ୍ରୋଶମୂଳକ ଭାବେ ମୋଦି ସରକାର ଭଡି ଦ୍ବାରା ତାଙ୍କୁ ହଇରାଣ କରି ତାଙ୍କର ମନୋବନକୁ ଭାଙ୍ଗିବାପାଇଁ ଯେଉଁ ରାଜନୈତିକ ଷଡ଼ଯନ୍ତ୍ର କରୁଛନ୍ତି ସେଥରେ ସେ କେବେ ସଫଳ ହେବେ ନାହିଁ । ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଆୟୋଜିତ ଏକ...

ଏମ୍‌ସରେ ରୋବୋଟିକ୍ ଆଣ୍ଠୁ ପ୍ରତିରୋପଣ

0

ଭୁବନେଶ୍ୱର : ଏମ୍‌ସ ଭୁବନେଶ୍ୱରରେ ଆରମ୍ଭ ହୋଇଛି ଅତ୍ୟାଧୁନିକ ରୋବୋଟିକ୍ ଆଣ୍ଠୁ ପ୍ରତିରୋପଣ ବ୍ୟବସ୍ଥା। ଏହି ସୁବିଧା ପ୍ରଚଳନ ସହିତ ଏମ୍‌ସ ଭୁବନେଶ୍ବର ଓଡ଼ିଶା ସମେତ ସମ୍ପୂର୍ଣ୍ଣ ପୂର୍ବଭାରତରେ ପ୍ରଥମ ସରକାରୀ ପ୍ରତିଷ୍ଠାନ ହେବାର ଗୌରବ ଲାଭ କରିଛି। ଏଥିସହିତ ପ୍ରଯୁକ୍ତିବିଦ୍ୟା ସହିତ ଚିକିତ୍ସା ବିଜ୍ଞାନର ସମ୍ମୀଶ୍ରଣ କରି ଉନ୍ନତ ଚିକିତ୍ସା ସେବା ପ୍ରଦାନ କ୍ଷେତ୍ରରେ ଆଉ ଏକ ଲପଲବ୍ଧି ହାସଲ କରିଛି ଏହି ଜାତୀୟ ଅନୁଷ୍ଠାନ। ଏମ୍‌ସ ଭୁବନେଶ୍ବର ଅର୍ଥୋପେଡିକ୍‌ସ ବିଭାଗ ପକ୍ଷରୁ ପଶ୍ଚିମବଙ୍ଗର ଜଣେ ୬୬ ବର୍ଷୀୟା ମହିଳା ରୋଗୀଙ୍କର ପ୍ରଥମ...

ପଣସ ମିଶନରେ ବ୍ୟୟବରାଦ କମୁଛି

ଭୁବନେଶ୍ୱର : ରାଜ୍ୟରେ ବହୁ ଆଡମ୍ବରରେ ଆରମ୍ଭ ହୋଇଥିବା ପଣସ ମିଶନ ପାଇଁ ବ୍ୟୟ ବରାଦ ହ୍ରାସ ପାଇଛି । ଯୋଜନାକୁ ତିନି ବର୍ଷ ବିତିଥିଲେ ମଧ୍ୟ ହିତାଧିକାରୀଙ୍କ ସଂଖ୍ୟା ଦୁଇ ଶହ ଛୁଇଁପାରି ନାହିଁ । ରାଜ୍ୟରେ ପଣସ ଚାଷର ବ୍ୟାପକ ସୁଯୋଗ ରହିଥିବା ଓ ଏବଂ ଜାତୀୟ ଓ ଆର୍ନ୍ତଜାତୀୟ ବଜାରରେ ଏହାର ଚାହିଦାକୁ ଦେଖି ରାଜ୍ୟ ସରକାର ୨୦୨୨-୨୩ ବର୍ଷରେ ପଣସ ମିଶନ ଆରମ୍ଭ କରିଥିଲେ । ସେହିବର୍ଷ ରାଜ୍ୟ ସରକାର ଏଥିପାଇଁ ୧୫ଲକ୍ଷ ଟଙ୍କା ଯୋଗାଇ ଦେଇଥିବାବେଳେ ଏହା...

ସ୍ୱରେଜ ବୋର୍ଡରେ ଠିକା କର୍ମଚାରୀ ଅଧିକ

ଭୁବନେଶ୍ୱର : ଓଡିଶା ଜଳ ଯୋଗାଣ ଓ ସ୍ୱରେଜ ବୋର୍ଡ ଏବେ ଠିକା କର୍ମଚାରୀଙ୍କ ଭରସାରେ । ଏହି ସଂସ୍ଥାପାଇଁ ଯେତିକି ମଞ୍ଜୁରୀପ୍ରାପ୍ତ ପଦବୀ ରହିଛି ତାହାର ଅଧାରୁ ଅଧିକ ପଦବୀ ଖାଲି ପଡିଛି । ଜଳ ଯୋଗାଣ ଓ ସ୍ୱରେଜ ବୋର୍ଡ ପାଇଁ ମୋଟ୍‍ ୧୨୦ଟି ମଞ୍ଜୁରୀପ୍ରାପ୍ତ ପଦବୀ ଥିବାବେଳେ ଏଥିରୁ ୬୩ଟି ପଦବୀ ଖାଲି ପଡିଛି । ମଞ୍ଜୁରୀପାପ୍ତ ୫ଟି କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ପଦବୀ ମଧ୍ୟରୁ ୬ଟି ଖାଲି ପଡିଥିବାବେଳେ ୧୪ଟି ସହକାରୀ ନିର୍ବାହୀ ଯନ୍ତ୍ରୀ ପଦବୀ ମଧ୍ୟରୁ ୮ଟି ପଦବୀ...

ଅମଲାଙ୍କ କବଳରୁ ପଞ୍ଚାୟତ ବ୍ୟବସ୍ଥାକୁ ମୁକ୍ତ କର

0

ଭୁବନେଶ୍ୱର : ରାଜୀବ ଗାନ୍ଧୀ ପଞ୍ଚାୟତି ରାଜ ସଂଗଠନ ପକ୍ଷରୁ ଆଜି ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇ ଯାଇଛି l ଏହି ସମାରୋହକୁ ଓଡ଼ିଶାର ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ ଅମିୟ ଭୂଷଣ ତ୍ରିପାଠୀ ଉଦଘାଟନ କରିଥିଲେ l ରାଜ୍ୟର ବିଭିନ୍ନ ଜିଲ୍ଲାରୁ ପ୍ରତିନିଧି ମାନଙ୍କ ସମେତ ସରପଞ୍ଚ ଓ ସମିତି ସଭ୍ୟ ମହାସଂଘର କର୍ମକର୍ତ୍ତା ମାନେ ଯୋଗ ଦେଇଥିଲେ l ଏହି ଅବସରରେ ଦୁଇଟି ପ୍ରସଙ୍ଗକୁ ନେଇ ଆଲୋଚନା ସଭା ଅନୁଷ୍ଠିତ ହୋଇଥିଲା l "ଗାନ୍ଧିଜୀ ଙ୍କ ଗ୍ରାମ ସ୍ବରାଜ ଓ ପଞ୍ଚାୟତିରାଜ"...

ତୀରନ୍ଦାଜୀ ପ୍ରଶିକ୍ଷଣ ପାଇଁ ବେଦାନ୍ତର ସହଭାଗିତା

0

ଲାଞ୍ଜିଗଡ଼ : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ତୃଣମୂଳ ସ୍ତରର କ୍ରୀଡ଼ାକୁ ସୁଦୃଢ଼ କରିବା ଏବଂ ଭବିଷ୍ୟତର ଚାମ୍ପିଅନମାନଙ୍କୁ ପ୍ରୋତ୍ସାହିତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ଓଡ଼ିଶାର କଳାହାଣ୍ଡିଠାରେ ଏହାର ତୀରନ୍ଦାଜୀ ତାଲିମ କାର୍ଯ୍ୟକ୍ରମ ପାଇଁ ପ୍ରସିଦ୍ଧ ଅଲିମ୍ପିଆନ୍ ତଥା ରାଜ୍ୟଗୋଷ୍ଠୀ ସ୍ୱର୍ଣ୍ଣ ପଦକ ବିଜେତା ରାହୁଲ ବାନାର୍ଜୀଙ୍କ ସହ ସହଭାଗିତା ଘୋଷଣା କରିଛନ୍ତି। ଏହି ସହଯୋଗର ଉଦ୍ଦେଶ୍ୟ ହେଉଛି ୮୦ ଜଣ ଆଦିବାସୀ ଛାତ୍ରଛାତ୍ରୀଙ୍କୁ ତାଲିମ ପ୍ରଦାନ କରିବା। ରାହୁଲ ବାନାର୍ଜୀ ଅଲିମ୍ପିକ୍ସ, ରାଜ୍ୟଗୋଷ୍ଠୀ କ୍ରୀଡ଼ା ଏବଂ...

ଉତ୍କର୍ଷ ସମ୍ମାନରେ ସୋଆ ସମ୍ମାନିତ

0

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟକୁ ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା ‘ଏକ୍ସିଲେନ୍ସ ଇନ୍ ଦ ଫିଲ୍ଡ ଅଫ୍ ଏଜୁକେସନ୍‌’ ସମ୍ମାନରେ ସମ୍ମାନିତ କରାଯାଇଛି । ନ୍ୟୁଜ ଚ୍ୟାନେଲ୍ ଭାରତ ଟ୍ୱେଂଟି ଫୋର ପକ୍ଷରୁ ନିକଟରେ ନୁଆଦିଲ୍ଲୀ ଠାରେ ଆୟୋଜିତ ବିକଶିତ ଭାରତ ୨୦୪୭, ଭିଜନ ଅଫ୍ ନ୍ୟୁ ଇଣ୍ଡିଆ କନ୍‌କ୍ଲେଭ୍‌ରେ କେନ୍ଦ୍ର ସଡ଼କ ପରିବହନ ଓ ଜାତୀୟ ରାଜପଥ ବିଭାଗ ମନ୍ତ୍ରୀ ଶ୍ରୀ ନୀତିନ୍ ଗଡ଼କରୀ ଏହି ସମ୍ମାନ ପ୍ରଦାନ କରିଛନ୍ତି । ସୋଆ ପକ୍ଷରୁ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଦୀପ୍ତ...

ପୋଲିସ କର୍ମାଚାରୀଙ୍କ ପୋଷାକ ଭତ୍ତା ବୃଦ୍ଧି

ଭୁବନେଶ୍ୱର : ରାଜ୍ୟ ପୋଲିସ ବାହିନୀକୁ ଅଧିକ କ୍ରିୟାଶୀଳ କରିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୋଲିସ କର୍ମଚାରୀଙ୍କ ଭତ୍ତା ଓ ପ୍ରୋତ୍ସାହନ ରାଶି ବୃଦ୍ଧି କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ   କନଷ୍ଟେବଳ ଠାରୁ ଇନ୍‌ସପେକ୍ଟର ପର୍ଯ୍ୟନ୍ତ ପୋଲିସ କର୍ମଚାରୀଙ୍କ ପୋଷାକ ଭତ୍ତା ଦ୍ବିଗୁଣିତ ହୋଇଛି । ଇନ୍ସପେକ୍ଟର ମାନଙ୍କ ପୋଷାକ ଭତ୍ତା ବାର୍ଷିକ ୪୩୦୦ ରୁ ୮୬୦୦ ଟଙ୍କା, ସବ୍‌ଇନ୍ସପେକ୍ଟର ଓ ଏ.ଏସ୍‌.ଆଇ ମାନଙ୍କ ପୋଷାକ ଭତ୍ତା ବାର୍ଷିକ...

Similipal Gets National Park Tag

0

In a landmark development, Similipal has officially been declared a National Park, fulfilling a vision that began in 1980. The announcement was made today by Chief Minister Mohan Charan Majhi, under the guidance of Minister of Forest, Environment & Climate Change Ganesh Ram Singh Khuntia. With this declaration, Similipal becomes India’s 107th National Park, Odisha’s second National Park after Bhitarkanika,...