SOA Faculties Honoured

Bhubaneswar: The faculties of engineering and technology, law and business management of Siksha ‘O’ Anusandhan Deemed to be University (SOA) here have won the Times Now Business Excellence Award (East) for 2025 after being chosen as the top institutes in eastern region. The three institutes are Institute of Technical Education and Research (ITER), SOA National Institute of Law (SNIL) and...

ବର୍ଷାଋତୁ ପାଇଁ ସ୍ଵାସ୍ଥ୍ୟ ବିଭାଗର ପ୍ରସ୍ତୁତି

0

ଭୁବନେଶ୍ୱର : ଚଳିତ ବର୍ଷ ବର୍ଷାଋତୁକାଳୀନ ରୋଗ ପ୍ରତିରୋଧ ଓ ନିୟନ୍ତ୍ରଣ ନିମନ୍ତେ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଏହି ପରିପ୍ରେକ୍ଷୀରେ ଆଜି ବିଭାଗୀୟ ଶାସନ ସଚିବ ଅଶ୍ୱତୀ. ଏସ୍. ଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ବିଭାଗ ଅଧିନରେ ବିଭିନ୍ନ ନିର୍ଦ୍ଦେଶାଳୟ ଦ୍ଵାରା ବର୍ତ୍ତମାନ ପର୍ଯ୍ୟନ୍ତ କରାଯାଇଥିବା ପ୍ରସ୍ତୁତିର ସମୀକ୍ଷା କରି ତୃଣମୂଳ ସ୍ତରରେ ସଚେତନତା କାର୍ଯ୍ୟକ୍ରମକୁ ସଘନ କରିବା ସହ ଆଶାକର୍ମୀ ଠାରୁ ଆରମ୍ଭ କରି ସବ୍ ସେଣ୍ଟର୍,...

ରକ୍ତ କର୍କଟକୁ ପରାସ୍ତ କରୁଛନ୍ତି ଶିଶୁ

0

ଭୁବନେଶ୍ୱର :  ଦେଶରେ ରକ୍ତ କର୍କଟ ରୋଗ ବୃଦ୍ଧି ପାଉଥିବା ବେଳେ ଶିଶୁମାନେ ମଧ୍ୟ ଅଧିକ ମାତ୍ରାରେ ଏଭଳି ଜଟିଳ ବ୍ୟାଧୀରେ ପୀଡ଼ିତ ହେଉଛନ୍ତି । ୧ ବର୍ଷରୁ ୧୦ବର୍ଷ ବୟସର ଶିଶୁ ରକ୍ତ କର୍କଟ ଅର୍ଥାତ୍ ଲ୍ୟୁକେମିଆରେ ପୀଡ଼ିତ ହେଉଛନ୍ତି । ତେବେ ଠିକ୍ ସମୟରେ ରୋଗର ଚିହ୍ନଟ ଏବଂ ଉପଯୁକ୍ତ ଚିକିତ୍ସା ଦ୍ୱାରା ରକ୍ତ କର୍କଟକୁ ପରାସ୍ତ କରାଯାଇ ପାରୁଛି । ଶିଶୁମାନଙ୍କ କ୍ଷେତ୍ରରେ ଏଭଳି ଦୁଃରାଧ୍ୟ ବ୍ୟାଧିକୁ ପରାଜିତ କରିବାର ମାତ୍ରା ଢ଼େର ଅଧିକ ।  ଶିଶୁମାନଙ୍କ ମଧ୍ୟରେ...

Monsoon Health Drive Intensified

0

Bhubaneswar: In a proactive move to bolster public health ahead of monsoon, the Health and Family Welfare Department, led by Secretary Aswathy S., convened a high-level review meeting today to strategize on containing vector and water-borne diseases. Smt.Aswathy emphasized the need for intensified awareness activities at the grassroots level and ensuring a sufficient stock of essential drugs across...

ଆରମ୍ଭ ହେଲା ବିକଶିତ କୃଷି ସଂକଳ୍ପ ଅଭିଯାନ

ଭୁବନେଶ୍ୱର : ଭାରତ ସରକାରଙ୍କ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଆଜି ପୁରୀର ସାକ୍ଷୀଗୋପାଳ ସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର ଠାରେ ବିକଶିତ କୃଷି ସଂକଳ୍ପ ଅଭିଯାନ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର କୃଷିମନ୍ତ୍ରୀ ଶ୍ରୀ ଶିବରାଜ ସିଂ ଚୌହାନ୍‌ ଓ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଏହି ଜାତୀୟ କାର୍ଯ୍ୟକ୍ରମକୁ "ଏକ ପେଡ ମା କେ ନାମ" ଅଭିଯାନ ଆଧାରରେ ଗଛ ଲଗାଇ ଉଦ୍‌ଘାଟନ କରିଥିଲେ । ସୂଚନା...

Team GIZ Meets MNRE Secy

New Delhi: A delegation from the German Agency for International Cooperation (GIZ) recently visited the Ministry of New and Renewable Energy (MNRE) on 28 May. Team GIZ called on MNRE Secretary Santosh Kumar Sarangi. Team GIZ briefed the Secretary MNRE on the upcoming 6th AgriVoltaics World Conference set to take place in Freiburg, Germany, from July 1-3, 2025. The discussions...

ଧରାପଡିଲା ଦୁର୍ଦ୍ଦାନ୍ତ ହିଡମା

କୋରାପୁଟ : ମାଓବାଦୀ ଅଭିଯାନ କ୍ଷେତ୍ରରେ କୋରାପୁ ଟ ପୋଲିସକୁ ଏକ ବଡ ସଫଳତା ମିଳିଛି ।  ଦୁର୍ଦ୍ଦାନ୍ତ ମାଓବାଦୀ କୁଞ୍ଜାମ ହିଡମା ଓରଫ ମୋହନକୁ ପୋଲିସ ଗିରଫ କରିବାରେ ସକ୍ଷମ ହୋଇଛି। ମାଓବାଦୀ ହିଡମା ଓରଫ ମୋହନ ଛତିଶଗଡ଼ର ବିଜାପୁର ଜିଲ୍ଲା ଉସୁର ଥାନା ଅଞ୍ଚଳର ନିବାସୀ ବୋଲି କୋରାପୁଟ ପୋଲିସ ମୁଖ୍ୟାଳୟଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କୋରାପୁଟ ଏସପି ରୋହିତ ବର୍ମା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।  ସେ କହିଛନ୍ତି ଯେ, ପୋଲିସ ତା ନିକଟରୁ ଗୋଟିଏ AK-47 ରାଇଫଲ୍, ୩୫...

Odisha Leads Empowering Women

0

Bhubaneswar: Chief Minister Mohan Charan Majhi today lauded the 'Lakhpati Didi Yojana' as a cornerstone of women's financial independence and rural leadership, declaring that the state has emerged as the national leader in creating 'Lakhpati Didis' (women earning over Rs 1 lakh annually). The Chief Minister's remarks came during the National Lakhpati Didi Conference-2025, held at the Lok Seva...

ଲକ୍ଷପତି ଦିଦି ସୃଷ୍ଟିରେ ନୟାଗଡ ପ୍ରଥମ

0

ଭୁବନେଶ୍ୱର : ଆମ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଦୂରଦର୍ଶୀ ମାର୍ଗଦର୍ଶନରେ ଲକ୍ଷପତି ଦିଦି ଯୋଜନା ମହିଳା ମାନଙ୍କୁ ବାର୍ଷିକ ୧ ଲକ୍ଷ ଟଙ୍କାରୁ ଅଧିକ ରୋଜଗାର କରିବାର ମାର୍ଗ ପ୍ରସ୍ତୁତ କରିଛି। ଏହା କେବଳ ରୋଜଗାରର କଥା ନୁହେଁ। ପରନ୍ତୁ, ଏହାର ମୂଳ ଉଦ୍ଦେଶ୍ୟ ହେଉଛି ମହିଳା ମାନଙ୍କୁ ଆର୍ଥିକ ସ୍ୱାଧୀନତା ଦେବା ଏବଂ ଗ୍ରାମାଞ୍ଚଳ ମହିଳାଙ୍କ ମଧ୍ୟରେ ନେତୃତ୍ୱ ଭାବନା ଜାଗ୍ରତ କରିବା ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ରାଷ୍ଟ୍ରୀୟ ଲକ୍ଷପତି ଦିଦି ସମ୍ମିଳନୀ-୨୦୨୫ ଅବସରରେ...

Monsoon Covers More Districts

Bhubaneswar: The Southwest Monsoon continues its steady advance across Odisha, spreading its refreshing influence over several more districts today, the India Meteorological Department (IMD) announced. This progression brings much-anticipated relief from pre-monsoon heat, promising a beneficial season for the state's agriculture. As of today, the monsoon has fully encompassed three districts: Malkangiri, Koraput, and Gajapati. It has also extended its...