Pump Storage Policy Soon
Bhubaneswar: In order to attract investment in the Pumped Storage Projects (PSPs), the Government of Odisha is framing a draft for the Odisha PSP Policy 2025. Earlier, Odisha Government notified the Odisha Renewable Energy Policy, 2022. Now, with an aim to create a conducive ecosystem for the development of renewable energy and to accelerate the adoption of clean energy, decarbonization of...
ନଷ୍ଟ କଲେଣି ୨୫ହଜାର ଏକର ଗଞ୍ଜେଇ
ଭୁବନେଶ୍ୱର : ଗଞ୍ଜେଇ ଚାଷ ବିରୁଦ୍ଧରେ ରାଜ୍ୟ ପୋଲିସ ସ୍ୱତନ୍ତ୍ର ଅଭିଯାନ ଜାରି ରଖିଛି। ରାଜ୍ୟରୁ ଗଞ୍ଜେଇ ଚାଷ ମୂଳପୋଛ କରିବାକୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଥିବା ବେଳେ ଏହାକୁ ତୃଣମୂଳ ସ୍ତରରେ କାର୍ଯ୍ୟକାରୀ କରାଯାଉଛି। ଏହି ଅଭିଯାନ ଗତବର୍ଷ ନଭେମ୍ବର ମାସ ୦୧ ତାରିଖରୁ ଆରମ୍ଭ ହୋଇଥିଲାବେଳେ ବର୍ତ୍ତମାନ ସୁଦ୍ଧା ରାଜ୍ୟର ବିଭିନ୍ନ ଥାନାରେ ୫୯୧ଟି ମାମଲା ରୁଜୁ କରାଯାଇ ପ୍ରାୟ ୨୫ ହଜାର ଏକରରୁ ଉର୍ଦ୍ଧ୍ଵ ଗଞ୍ଜେଇ ଚାଷକୁ ସମ୍ପୂର୍ଣ୍ଣ ଭାବେ ନଷ୍ଟ କରାଯାଇଛି।...
Gautam Adani Donates 10K CR
Bhubaneswar: On his visit last month to the Maha Kumbh Mela, Gautam Adani had said that his son’s wedding would be conducted in a “simple and traditional way.” Staying true to his word, and also ending all rumours and speculation that his son Jeet Adani’s wedding would be a lavish and spectacular affair, the billionaire industrialist not only kept...
ଗ୍ରେଟର ଭୁବନେଶ୍ୱର ଗଠନ ନେଇ ଆଲୋଚନା
ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଗୃହ ଓ ନଗର ଉନ୍ନୟନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଉପରେ ସମୀକ୍ଷା କରିଛନ୍ତି । ବୈଠକରେ ଭୁବନେଶ୍ୱର, କଟକ, ପୁରୀ ଓ ପାରାଦୀପକୁ ନେଇ ପ୍ରସ୍ତାବିତ ଅର୍ଥନୈତିକ ରିଜିଅନ୍ ଗ୍ରେଟର ଭୁବନେଶ୍ୱର ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା । ୨୦୩୬ ବିକଶିତ ଓଡିଶା ଗଠନ ପାଇଁ ଉଭୟ ସହରୀକରଣ ଓ ଅର୍ଥନୈତିକ ଦୃଷ୍ଟିକୋଣରୁ ଏହାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସମୁଦାୟ ୮୫୦୦ ବର୍ଗ...
କାରବାର ବଢାଇବାକୁ ବୁଝାମଣା
ଭୁବନେଶ୍ୱର : ୨୦୨୪-୨୫ ବର୍ଷ ପାଇଁ ଓଡ଼ିଶା ରାଜ୍ୟ ପୋଲିସ ହାଉସିଂ ଏବଂ କଲ୍ୟାଣ ନିଗମ ଲିମିଟେଡ୍ (ଓପିଏଚଡବ୍ଲୁସି) ଏବଂ ଓଡ଼ିଶା ସରକାରଙ୍କ ଗୃହ ବିଭାଗ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ, ସିଏମଡି, ଓପିଏଚଡବ୍ଲୁସି ଏବଂ ଶ୍ରୀ ସତ୍ୟବ୍ରତ ସାହୁ, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଗୃହ ବିଭାଗ ଏହି ବୁଝାମଣା ପତ୍ରରେ ସ୍ଵାକ୍ଷର କରିଥିଲେ । ଏହି ବୁଝାମଣାପତ୍ରର ପ୍ରମୁଖ ବୈଶିଷ୍ଟ୍ୟଗୁଡ଼ିକ ହେଉଛି: ଓପିଏଚଡବ୍ଲୁସି ୨୦୨୩-୨୪ ଆର୍ଥିକ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ୧୫%...
ସୋଆ ଲେକ୍ସ କନସିଲିୟମ୍ -୨୦୨୫
ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସୋଆ ନ୍ୟାସ୍ନାଲ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଲ (ସ୍ନିଲ୍) ଓ ସୋଆ ପ୍ଲେସ୍ମେଂଟ ସେଲ୍ର ମିଳିତ ଆନୁକୂଲ୍ୟରେ ଆଇନ୍ ଛାତ୍ରଛାତ୍ରୀମାନଙ୍କୁ ନିଯୁକ୍ତି ସୁଯୋଗ ସଂପର୍କରେ ମାର୍ଗଦର୍ଶନ ପ୍ରଦାନ କରିବା ନିମନ୍ତେ ଏକ ଦିବସୀୟ କାର୍ଯ୍ୟକ୍ରମ ‘ସୋଆ ଲେକ୍ସ କନସିଲିୟମ୍ -୨୦୨୫’ର ତୃତୀୟ ସଂସ୍କରଣ ନିକଟରେ ଆୟୋଜିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଏଲ୍ପିକୋ କମ୍ପାନୀର ନିର୍ଦ୍ଦେଶକ ଶ୍ରୀ ଲୋକନାଥ ପ୍ରସାଦ କର ଯୋଗ ଦେଇ କହିଥିଲେ ଯେ ନିଜର ଦକ୍ଷତା ଓ...
ଦୁର୍ଘଟଣା ରୋକିବ ଆଇଆଇଟି ମାଡ୍ରାସ
ବ୍ରହ୍ମପୁର : ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ ପାଇଁ ପଦକ୍ଷେପ ଗ୍ରହଣ କରୁଛନ୍ତି ସରକାର। ଏହିକ୍ରମରେ ସରକାରଙ୍କ ସହ ଚୁକ୍ତିବଦ୍ଧ ହୋଇଥିବା ଆଇଆଇଟି ମାଡ୍ରାସ ଟିମ୍ ଗତକାଲି ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆଙ୍କ ସହ ଆଲୋଚନା କରିଥିବା ବେଳେ ଟିମ୍ ଆଜି ପହଞ୍ଚିଥିଲା ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁରରେ। ବ୍ରହ୍ମପୁର ଏସପି ଶ୍ରବଣା ବିବେକଙ୍କ ସହ ଆଇଆଇଟି ମାଡ୍ରାସ ପ୍ରଫେସର ଭେଙ୍କଟେଶ ବାଲ ସୁବ୍ରମନିୟନ ସଡ଼କ ସୁରକ୍ଷା ପ୍ରସଙ୍ଗରେ ଆଲୋଚନା କରିଥିଲେ। ରାଜ୍ୟରେ ଯେଉଁ କେତେକ ଜିଲ୍ଲାରେ ଦୁର୍ଘଟଣାକୁ ନେଇ ଚିନ୍ତା ବ୍ୟକ୍ତ କରାଯାଉଛି...
ଅଢେଇ ହଜାର କମ୍ ସ୍ୱାସ୍ଥ୍ୟକେନ୍ଦ୍ର
ଭୁବନେଶ୍ୱର : ରାଜ୍ୟରେ ଚିକିତ୍ସା ସେବା ଯୋଗାଇ ଦେବାପାଇଁ ୧୦,୭୫୫ ଉପ ସ୍ୱାସ୍ଥ୍ୟ କେନ୍ଦ୍ର, ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଓ ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ଆବଶ୍ୟକ ଥିବାବେଳେ ଏହାଠାରୁ ପ୍ରାୟ ଅଢେଇ ହଜାର କମ୍ ସ୍ୱାସ୍ଥ୍ୟକେନ୍ଦ୍ର ରହିଛି । ସାଂସଦ ମମତା ମହାନ୍ତଙ୍କ ଏକ ପ୍ରଶ୍ନର ଉତ୍ତରରେ ରାଜ୍ୟସଭାରେ ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ପ୍ରତାପ ରାଓ ଯାଦବ । ଓଡିଶାରେ ଆବଶ୍ୟକ ସ୍ୱାସ୍ଥ୍ୟକେନ୍ଦ୍ର ସଂକ୍ରାନ୍ତରେ ଶ୍ରୀମତୀ ମହାନ୍ତ ପଚାରିଥିବା ପ୍ରଶ୍ନର ଉତ୍ତରରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଓଡିଶାର ଜନସଂଖ୍ୟା ଆଧାରରେ ୮୮୧୨ଟି...
ନର୍ଦ୍ଦମା ପାଣିରେ ଭାସୁଛି ଡାକ୍ତରଖାନା
ଭୁବନେଶ୍ୱର : କେନ୍ଦ୍ର ସରକାରୀ ଡାକ୍ତରଖାନା ଆଗରେ ଦୀର୍ଘଦିନ ଧରି ବହୁଛି ରାଜ୍ୟ ସରକାରଙ୍କ କ୍ୱାଟର୍ସରୁ ନିର୍ଗତ ହେଉଥିବା ନର୍ଦ୍ଦମା ପାଣିର ବନ୍ୟା । ଏଥିଯୋଗୁଁ ଡାକ୍ତରଖାନାକୁ ଆସୁଥିବା ରୋଗୀ ଓ ସମ୍ପର୍କୀୟ ଏବଂ ଡାକ୍ତରଙ୍କ ସମେତ ଅନ୍ୟ କର୍ମଚାରୀମାନେ ନାହିଁ ନଥିବା ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି । ଏ ଚିତ୍ର ହେଉଛି ରାଜଧାନୀ ଭୁବନେଶ୍ୱରର । ରାଜ୍ୟ ବିଧାନସଭା ଠାରୁ ୫ଶହ ମିଟରରୁ କମ୍ ଦୂରତା ଭିତରେ ତିନି ନମ୍ବର ୟୁନିଟ୍ ଅଞ୍ଚଳରେ କେନ୍ଦ୍ର ସରକାରୀ ସ୍ୱାସ୍ଥ୍ୟସେବା ଯୋଜନାରେ ରହିଛି ଏକ ଡାକ୍ତରଖାନା...
ବକୁଳବନର ପୁନରୁଦ୍ଧାର ହେବ
ଭୁବନେଶ୍ୱର : ବକୁଳବନର ଐତିହ୍ୟ ଓ ପରମ୍ପରା ସଂପର୍କରେ ଆଜିର ଛାତ୍ରଛାତ୍ରୀମାନଙ୍କୁ ଅବଗତ କରାଇବା ପାଇଁ ଏହାର ମୌଳିକ ଢାଞ୍ଚା ଅନୁରୂପ ବିକାଶ କରିବା ସହିତ ପାରିପାର୍ଶ୍ୱିକ ଅଞ୍ଚଳର ବିକାଶ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଆଜି ଲୋକସେବା ଭବନଠାରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବକୁଳବନ ଓ ସତ୍ୟବାଦୀ ବନବିଦ୍ୟାଳୟର ପୁନଃରୁଦ୍ଧାର ଓ ବିକାଶ ସଂପର୍କିତ ଏକ ଉପସ୍ଥାପନା ଅବସରରେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି । ଗୁରୁଶିଷ୍ୟ ପରମ୍ପରାର ଅନନ୍ୟ ନିଦର୍ଶନ ବହନ କରୁଥିବା ସତ୍ୟବାଦୀର...










