Vishal Dev Back In Energy
Bhubaneswar: Senior IAS Officer and Principal Secretary to Odisha Government Vishal Kumar Dev has been given the charge of Department of Energy. Vishal Kumar Dev, a senior IAS Officer of 1996 batch, is now serving as Principal Secretary to Government, E & IT Department with additional charge of Chairman, OCAC. He has been now allowed to remain in additional charge...
ଛାତ୍ରୀମାନଙ୍କ ମଧ୍ୟରେ ବନ୍ଧୁତ୍ବପୂର୍ଣ ଫୁଟବଲ୍ ମ୍ୟାଚ୍
ପାଟଣା : କେନ୍ଦୁଝରର ପାଟଣା ବ୍ଲକ ସ୍ଥିତ ମୁରୁସୁଆଁ ଉଚ୍ଚ ବିଦ୍ୟାଳୟ ପଡିଆରେ ସ୍ଵେଚ୍ଛାସେବୀ ସଂଗଠନ ପିପୁଲସ୍ କଲଚରାଲ୍ ସେଣ୍ଟର (ପିକକ୍) ଦ୍ଵାରା ଏଇଆଇଏନର ସହାୟତାରେ ଆଯୋଜିତ ହୋଇଥିଲା ୬ଟି ବିଦ୍ୟାଳୟର ଛାତ୍ରୀମାନଙ୍କ ମଧ୍ୟରେ ଫୁଟବଲ୍ ପ୍ରତିଯୋଗିତା । ଏହି ପ୍ରତିଯୋଗିତାରେ କେନ୍ଦୁଝରର ପାଟଣା ବ୍ଲକର କେନ୍ଦେଇପୋଷିର ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁରୁସୁଆଁ ସରକାରୀ ଉଚ୍ଚ ବିଦ୍ୟାଳୟ, ଜାଡିଚାତରର ରାଧାକୃଷ୍ଣ ଉଚ୍ଚ ବିଦ୍ୟାଳୟ, ପଲାଣଘାଟି ଉଚ୍ଚ ବିଦ୍ୟାଳୟ, ବଣମହୁଲଡିହାର ସୁନାମୁଖୀ ଉଚ୍ଚ ବିଦ୍ୟାଳୟ,ଓ ଘଟଗାଁ ବ୍ଲକର ବଡଜାମୁପୋଷିର ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର...
Tigress Jamuna Enjoys Similipal
Baripada: Principal Chief Conservator of Forests (PCCF) Wildlife, Susanta Nanda is happy with Tigress Jamuna, which was brought from Tadoba-Andhari Tiger Reserve (TATR) in Maharashtra, has been released into the wild from its soft enclosure.The tigress was seen enjoying the wild forest by roaming freely inside the jungle. The tigress has settled down in the core area of the STR....
30K Honorarium For Padma Awardess
Bhubaneswar: In a major move to promote Odia Ashmita, Chief Minister Mohan Charan Majhi today announced a monthly honorarium of Rs 30,000 for all Padma awardees of the State. The Chief Minister has taken the decision today to honour the distinguished personalities from Odisha. With this decision, all 55 living Padma awardees of the State will get honorarium of Rs 30,000...
କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ରାଙ୍କିଙ୍ଗରେ ସୋଆ
ଭୁବନେଶ୍ୱର: ସମ୍ମାନଜନକ କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ରାଙ୍କିଙ୍ଗ୍-୨୦୨୫ (ଅଂଚଳ ଭିତିକ) ରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଦକ୍ଷିଣ ଏସିଆ ଏବଂ ଏସିଆ ୟୁନିଭର୍ସିଟି ରାଙ୍କିଙ୍ଗରେ ମହତ୍ୱପୂର୍ଣ୍ଣ ସ୍ଥାନ ହାସଲ କରିଛି । ଦକ୍ଷିଣ ଏସିଆ ନିମନ୍ତେ ଏସିଆ ୟୁନିଭର୍ସିଟି ରାଙ୍କିଙ୍ଗରେ ସୋଆ ୨୦୨୪ରେ ୧୪୩ ତମ ସ୍ଥାନ ହାସଲ କରିଥିବା ବେଳେ ୨୦୨୫ରେ ୬୪ ତମ ସ୍ଥାନରେ ପହଂଚିଛି । ସେହିପରି ଏସିଆ ୟୁନିଭର୍ସିଟି ରାଙ୍କିଙ୍ଗରେ ୨୦୨୪ରେ ସୋଆ ୫୦୧-୫୫୦ ବ୍ରାକେଟରେ ଥିବାବେଳେ ୨୦୨୫ରେ ଏଥିରେ ଉନ୍ନତି ହୋଇ ୨୭୮ ସ୍ଥାନରେ ପହଂଚିଛି...
Pandit Harps On PM-Poshan
Bhubaneswar: Secretary School & Mass Education, Shalini Pandit has underscored the effective implementation of PM-Poshan. A review meeting of School and Mass Education Department has been held on the management of nutritious, safe mid-day meals in all the districts. Meeting has been held through virtual mode with all the DEOs including State Nodal Officer (PM-Poshan) Raghuram R. Iyer. Shrimati Pandit, Secretary,...
Empowering Dreams To Soar
Bhubaneswar: The Girls in Aviation Day 2024 event at Rama Devi Women’s University in Bhubaneswar was a resounding success, promoting opportunities for young women to explore careers in aviation. Organized by the Commerce and Transport Department of Odisha, in collaboration with Women in Aviation India (WAI), the event, themed “Empowering Dreams to Soar,” underscored the importance of skill development,...
ବନ୍ଦ ହେବ ନାହିଁ ମଧ୍ୟାହ୍ନ ଭୋଜନ
ଭୁବନେଶ୍ୱର : କୌଣସି ପରିସ୍ଥିତିରେ ମଧ୍ୟାହ୍ନ ଭୋଜନ ବନ୍ଦ ନ କରିବାକୁ ଜିଲ୍ଲା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶାଲିନୀ ପଣ୍ଡିତ । ପୁଷ୍ଟିକର ମଧ୍ୟାହ୍ନ ଭୋଜନ ପ୍ରତିଟି ଶିଶୁର ଅଧିକାର । ମଧ୍ୟାହ୍ନ ଭୋଜନ ଆମ ସମସ୍ତଙ୍କର ପ୍ରାଥମିକ ଦାୟିତ୍ଵ । ଏହା କିଭଳି ନିରାପଦ, ସ୍ଵଚ୍ଛ, ସୁରକ୍ଷିତ ହେବା ସହ ବିନା କୌଣସି ସମସ୍ୟାରେ ପ୍ରତିଦିନ ଛାତ୍ରଛାତ୍ରୀମାନଙ୍କୁ ମିଳିବ ସେ ନେଇ ସମସ୍ତଙ୍କୁ ସମ୍ବେଦନଶୀଳ ହେବାକୁ ପଡ଼ିବ ବୋଲି ସେ...
ଚଳଚ୍ଚିତ୍ର ମହୋତ୍ସବ ପାଇଁ ଦସ୍ତଖତ ଅଭିଯାନ
ଭୁବନେଶ୍ୱର : ଚଳିତ ମାସ ୨୦ରୁ ୨୮ ତାରିଖ ମଧ୍ୟରେ ଗୋଆରେ ଅନୁଷ୍ଠିତ ହେବାକୁ ଯାଉଛି ୫୫ ତମ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ । ଏହି ଉତ୍ସବର ଅଧିକ ପ୍ରଚାର ପ୍ରସାର ପାଇଁ ଉତ୍କଳ ବିଶ୍ୱବିଦ୍ୟାଳୟ ପରିସରରେ ଦସ୍ତଖତ ଅଭିଯାନ ଅନୁଷ୍ଠିତ ହୋଇଛି । ଭୁବନେଶ୍ୱର କେନ୍ଦ୍ରୀୟ ସଂଚାର ବ୍ୟୁରୋ, ପତ୍ର ସୂଚନା ବ୍ୟୁରୋ ଓ ସମାଜ ବିଜ୍ଞାନ ବିଭାଗର ମିଳିତ ଉଦ୍ୟମରେ ଏହି ଅଭିଯାନ ଆୟୋଜନ କରାଯାଇଛି । ସାମାଜ ବିଜ୍ଞାନ ବିଭାଗର ମୁଖ୍ୟ ପ୍ରଫେସର ଡ. ରବୀନ୍ଦ୍ର ଗରଡା କାର୍ଯ୍ୟକ୍ରମରେ...
ବିମାନ ଚାଳନା କ୍ଷେତ୍ରରେ ମହିଳାଙ୍କୁ ଉତ୍ସାହିତ କରାଯିବ
ଭୁବନେଶ୍ୱର : ବିମାନ ଚାଳନା କ୍ଷେତ୍ରରେ ମହିଳାମାନଙ୍କୁ ଅଧିକ ପ୍ରୋତ୍ସାହିତ କରାଯିବ । ବିମାନ ଚାଳନା କ୍ଷେତ୍ରରେ ୫୦ ପ୍ରତିଶତ ମହିଳାଙ୍କୁ ଅଂଶଗ୍ରହଣ କରିବା ପାଇଁ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି ବୋଲି ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନା ପ୍ରକାଶ କରିଛନ୍ତି । ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ବିମାନ ଚାଳନା କ୍ଷେତ୍ରରେ ମହିଳାଙ୍କ ପ୍ରବେଶ ନେଇ ଏକ କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ଜେନା ଉପରୋକ୍ତ ମର୍ମରେ ରାଜ୍ୟରେ ବହୁସଂଖ୍ୟାରେ ମହିଳା ବୈମାନିକ ସୃଷ୍ଟି...









