୧୫ଟି ବିଶ୍ୱବିଦ୍ୟାଳୟରେ ନାହାନ୍ତି ନିୟମିତ କୁଳପତି
ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ନିୟନ୍ତ୍ରଣାଧୀନ ବିଶ୍ୱବିଦ୍ୟାଳୟଗୁଡ଼ିକ ଭିତରୁ ଏବେ ଅନ୍ୟୁନ ୧୫ଟିରେ ନିୟମିତ କୁଳପତି ନାହାନ୍ତି । ୧୦ଦିନ ଭିତରେ ଓୟୁଏଟି ଓ ଓଡ଼ିଆ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ ସରିଥିବା ବେଳେ ରାଜ୍ୟ ସରକାର ଓୟୁଏଟି କୁଳପତିଙ୍କ କାର୍ଯ୍ୟକାଳ ଆଉ ୩ବର୍ଷ ବଢାଇଛନ୍ତି । ଅନ୍ୟ ମାନଙ୍କ ସ୍ଥାନରେ ନିୟମିତ ନୂଆ କୁଳପତି ନିଯୁକ୍ତି ହୋଇନାହାନ୍ତି । ସାକ୍ଷୀଗୋପାଳସ୍ଥିତ ଓଡ଼ିଆ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି ସବିତା ପ୍ରଧାନଙ୍କ କାର୍ଯ୍ୟକାଳ ଗତ ଅଗଷ୍ଟ ୩୧ ତାରିଖରୁ ସରିଯାଇଛି । ଇତିମଧ୍ୟରେ ପ୍ରଫେସର ପ୍ରଧାନ...
ସମ୍ରେ ଚତୁର୍ଥ ଥର ପାଇଁ ଅଙ୍ଗଦାନ
ଭୁବନେଶ୍ୱର : ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ ହସ୍ପିଟାଲ୍ରେ ସୋମବାର ଜଣେ ୫୨ ବର୍ଷୀୟ ବ୍ରେନ୍ ଡେଡ୍ ବ୍ୟକ୍ତିଙ୍କ ଠାରୁ ଯକୃତ ବାହାର କରାଯାଇ ଭୁବନେଶ୍ୱରର ଅନ୍ୟ ଏକ ହସ୍ପିଟାଲ୍ରେ ଚିକିତ୍ସାଧୀନ ଥିବା ରୋଗୀଙ୍କ ଶରୀରରେ ପ୍ରତ୍ୟାରୋପଣ ନିମନ୍ତେ ପ୍ରେରଣ କରାଯାଇଛି । ଗତ ଅଗଷ୍ଟ ୩୧ରେ ଏକ ସଡ଼କ ଦୁର୍ଘଟଣାରେ ଗଭୀର ଆଘାତ ପାଇଥିବା ଜଣେ ସୁରକ୍ଷାକର୍ମୀଙ୍କୁ ଚିକିତ୍ସା ନିମନ୍ତେ ଆଇଏମ୍ଏସ୍ ଆଣ୍ଡ ସମ ହସ୍ପିଟାଲକୁ ଅଣାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କୁ ରବିବାର ବ୍ରେନ୍ ଡେଡ୍ ଘୋଷଣା କରାଯାଇଥିଲା...
ତୁରନ୍ତ ଛାତ୍ରସଂସଦ ନିର୍ବାଚନ କର
ଭୁବନେଶ୍ୱର : ଦେଶର ଛାତ୍ରସମାଜକୁ ଭବିଷ୍ୟତର ନେତୃତ୍ବ ପାଇଁ ପ୍ରସ୍ତୁତ କରିବା ଉଦ୍ଦେଶ୍ୟରେ ରାଜୀବ ଗାନ୍ଧି ମତଦାନ ଅଧିକାରକୁ ୧୮ ବର୍ଷକୁ ଖସାଇଥିଲେ। କିନ୍ତୁ ୨୦୧୭-୧୮ ମସିହାରୁ ଛାତ୍ର ସଂସଦ ନିର୍ବାଚନକୁ ତତ୍କାଳୀନ ସରକାର ବନ୍ଦ କରିଦେଲେ। ବର୍ତ୍ତମାନର ସରକାର ମଧ୍ୟ ନିର୍ବାଚନ କରିବା ଦିଗରେ ଉଦ୍ୟମ କରୁନାହାନ୍ତି। ଛାତ୍ର ନିର୍ବାଚନ ବନ୍ଦ କରିବା ଅର୍ଥ ହେଲି ରାଜନୈତିକ ଦଳମାନେ ଦେଶନିର୍ମାଣ କାର୍ଯ୍ୟକୁ ମଧ୍ୟ ବନ୍ଦ କରି ଦେଇଛନ୍ତି ବୋଲି ପିସିସି ସଭାପତି ଭକ୍ତ ଚରଣ ଦାସ ଅଭିଯୋଗ କରିଛନ୍ତି। ଛାତ୍ର ରାଜନୀତି ସଂଘର୍ଷରେ...
Organ Retrieved From Brain Dead
Bhubaneswar: The liver of a 52-year-old brain dead person was retrieved at the Institute of Medical Sciences and SUM Hospital here and sent to another city-based hospital for transplantation in an ailing patient on Monday. The liver was harvested from Hulas Dihudi, an accident victim, who worked as a security guard. Dihudi was walking on the road at Chhatabar on the...
Odisha Embraces Green Mobility
By Shri Pravakar Sahoo Bhubaneswar: In a major push for green mobility, Odisha is set to add 600 new electric buses to its public transport fleet, a move that officials say will significantly reduce emissions and improve the quality of urban life. The announcement comes as Bhubaneswar, Cuttack, and Puri continue to grapple with the pressures of rapid urbanization, including...
ସୋଆ ଏବଂ ଆଇଟିିଇଆର ସମ୍ମାନିତ
ଭୁବନେଶ୍ୱର : ଗବେଷଣା କ୍ଷେତ୍ରରେ ଉତ୍କର୍ଷତା ଏବଂ ଶିଳ୍ପ କ୍ଷେତ୍ର ନିମନ୍ତେ ପ୍ରସ୍ତୁତିକୁ ନେଇ ‘ପୂର୍ବ ଭାରତର ପ୍ରମୁଖ ବିଶ୍ୱବିଦ୍ୟାଳୟ’ ଭାବେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟକୁ ନିକଟରେ ପାଟନା ଠାରେ ଆୟୋଜିତ ଟାଇମ୍ସ ବିଜିନେସ୍ ଆୱାର୍ଡ୍ସ ୨୦୨୫ କାର୍ଯ୍ୟକ୍ରମରେ ସମ୍ମାନିତ କରାଯାଇଛି। ସୋଆକୁ ‘ଇଷ୍ଣର୍ଣ୍ଣ ଇଣ୍ଡିଆଜ୍ ପ୍ରିମିୟର ୟୁନିଭର୍ସିଟି ଫର ରିସର୍ଚ୍ଚ ଏକ୍ସିଲେନ୍ସ ଆଣ୍ଡ ଇଣ୍ଡଷ୍ଟ୍ରୀ ରେଡିନେସ୍’ ଭାବେ ସମ୍ମାନିତ କରାଯାଇଥିଲା। ଉଦ୍ଭାବନ, ଶୈକ୍ଷିକ ଉତ୍କର୍ଷତା ଏବଂ ଶିଳ୍ପ ଭିତିକ ଶିକ୍ଷାକୁ ନେଇ ସୋଆର କାର୍ଯ୍ୟଧାରା ନିମନ୍ତେ ଏହି ସମ୍ମାନ ପ୍ରଦାନ କରାଯାଇଛି...
Vedanta Empowers Teachers
Bhubaneswar: Vedanta Aluminium reaffirmed its commitment to grassroots education by organizing a Block Level one-day teachers’ orientation program in collaboration with the Block Education Department at Mahima Degree College, Bijapali. The event, aimed at enhancing pedagogical skills and promoting educational excellence at the foundational level, brought together over 650 elementary teachers from across Lakhanpur block. The program included expert-led sessions...
State Boosts Kickboxers
Bhubaneswar: Shri Sachin Ramachandra Jadhav, Secretary for the Sports & Youth Services Department, Government of Odisha, interacted with three of the state's top kickboxing athletes—Suchismita Amanta, Pyari Khitish Sahoo, and Anshuman Dakua—to extend his best wishes for their upcoming international competition. The athletes are set to represent India at the WAKO World Championship for Seniors & Masters, scheduled to take...
ଶିକ୍ଷକଙ୍କ ତାଲିମକୁ ବେଦାନ୍ତର ଅଗ୍ରାଧିକାର
ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ, ବିଜାପାଲିର ମହିମା ଡିଗ୍ରୀ କଲେଜରେ ବ୍ଲକ ଶିକ୍ଷା କର୍ତ୍ତୃପକ୍ଷଙ୍କ ସହଯୋଗରେ ଏକ ବ୍ଲକ ସ୍ତରୀୟ ଦିନିକିଆ ଶିକ୍ଷକ ତାଲିମ କାର୍ଯ୍ୟକ୍ରମ ଆୟୋଜନ କରି ତୃଣମୂଳ ଶିକ୍ଷା ପ୍ରତି ନିଜର ପ୍ରତିବଦ୍ଧତାକୁ ଦୋହରାଇଛି। ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ହେଉଛି ଶିକ୍ଷାଦାନର ଦକ୍ଷତା ବୃଦ୍ଧି ଏବଂ ମୌଳିକ ସ୍ତରରେ ଶିକ୍ଷାଗତ ଉତ୍କର୍ଷତା ବୃଦ୍ଧି କରିବା, ଯାହା ଲକ୍ଷନପୁର ବ୍ଲକର ୬୫୦ରୁ ଅଧିକ ପ୍ରାଥମିକ ଶିକ୍ଷକଙ୍କୁ ଏକାଠି କରିଥିଲା। ଏହି କାର୍ଯ୍ୟକ୍ରମରେ ପାଠ୍ୟଖସଡା, ଶ୍ରେଣୀଗୃହ ପରିଚାଳନା, ଶିକ୍ଷାଦାନ-ତାଲିମ...
ମତ ଦାନରୁ ଦୂରେଇ ରହିବ ବିଜେଡି
ନୂଆଦିଲ୍ଲୀ : ବିଜୁ ଜନତା ଦଳ (ବିଜେଡି) ଆଗାମୀ ଉପରାଷ୍ଟ୍ରପତି ନିର୍ବାଚନରେ ଭୋଟ ଦେବାରୁ ଦୂରେଇ ରହିବାକୁ ନିଷ୍ପତ୍ତି ନେଇଛି। ଏଠାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଦଳର ସାତ ଜଣ ରାଜ୍ୟସଭା ସଦସ୍ୟଙ୍କ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି। ଦଳର ରାଜନୈତିକ ବ୍ୟାପାର କମିଟି ପୂର୍ବରୁ ଭେଟି ଦଳର ମତାମତ ଉପରେ ଚୂଡ଼ାନ୍ତ ନିଷ୍ପତ୍ତି ନେବା ପାଇଁ ପଟ୍ଟନାୟକଙ୍କୁ କ୍ଷମତା ଦେଇଥିଲା। ଏହି ପଦକ୍ଷେପକୁ ରାଜନୈତିକ ପର୍ଯ୍ୟବେକ୍ଷକମାନେ ଶାସକ ବିଜେପି ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ଏବଂ ବିରୋଧୀ ମେଣ୍ଟ...









