ରାସ୍ତା ମରାମତି ନେଇ ଆସିବ ସ୍ୱତନ୍ତ୍ର ନୀତି

0

ଭୁବନେଶ୍ୱର : ପାର୍ବଣ ଋତୁ ଦଶହରାକୁ ନେଇ ସାରା ରାଜ୍ୟରେ ଉତ୍ସବର ମାହୋଲ ସୃଷ୍ଟି ହେବାକୁ ଯାଉଥିବାବେଳେ ରାସ୍ତାଘାଟ ଓ ଗମନାଗମନ ନେଇ ଭୁବନେଶ୍ୱର-କଟକ ସମେତ ସବୁ ସହର ଏବଂ ରାଜ୍ୟବାସୀ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେଥି ନେଇ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ ଏହି ବୈଠକରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଭୁବନେଶ୍ୱର, କଟକ, ବ୍ରହ୍ମପୁର, ରାଉରକେଲା, ସମ୍ବଲପୁର ସହ ସବୁ ପ୍ରମୁଖ...

ଓଡ଼ିଶାର କଂସା ଶିଳ୍ପର ସଂରକ୍ଷଣକୁ ଗୁରୁତ୍ୱ

0

ଭୁବନେଶ୍ୱର : ଏମଜିଏମ୍ ଫାଉଣ୍ଡେସନ୍ ଏବଂ ଭୁବନେଶ୍ୱର ଏକ୍ସପେରିମେଣ୍ଟାଲ୍ ଆର୍ଟ ଆଣ୍ଡ୍ ଡିଜାଇନ୍ ଷ୍ଟୁଡିଓ (ବିଇଏଡ଼ିଏସ୍‌) , ପକ୍ଷରୁ ପ୍ରସ୍ତୁତ"କଂସା : ପରମ୍ପରା ଗଠନ, ଭବିଷ୍ୟତ ରୂପରେଖ " ନାମକ ଏକ ଗବେଷଣାତ୍ମକ ପୁସ୍ତକ ଆଜିଓଡିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି, ଯାହା ଓଡ଼ିଶାର ସମୃଦ୍ଧ କଂସା ଶିଳ୍ପ ଐତିହ୍ୟକୁ ପ୍ରଦର୍ଶିତ କରୁଛି । ଏହି ପୁସ୍ତକ, ଓଡ଼ିଶା କ୍ରାଫ୍ଟ ଓଡିସି (ଓସିଓ ) ଫେଲୋସିପ୍ କାର୍ଯ୍ୟକ୍ରମ ୨୦୨୪ -୨୫  ଦ୍ୱାରା ପରିଚାଳିତ ଗଭୀରଗବେଷଣାକୁ ପ୍ରତିପାଦିତ...

ନିର୍ମାଣ ହେବ ଭୁବନେଶ୍ୱର ସାଇନ୍ସ ସିଟି

0

ଭୁବନେଶ୍ୱର : ରାଜ୍ୟରେ ସାଇନ୍ସ ସିଟି ନିର୍ମାଣ ପାଇଁ ପ୍ରକ୍ରିୟା ଜାରି ରହିଛି । ଏଥିନିମନ୍ତେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ପକ୍ଷରୁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯାଉଛି । ଏହି ମର୍ମରେ ବିଭାଗୀୟ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଅନ୍ୟ ରାଜ୍ୟକୁ ଯାଇ ସେଠାରେ ଥିବା ସାଇନ୍ସ ସିଟିର ନିର୍ମାଣ ଶୈଳୀ ଓ କାର୍ଯ୍ୟଦକ୍ଷତା ମଧ୍ୟ ଅନୁଧ୍ୟାନ କରୁଛନ୍ତି । ଗତ ସପ୍ତାହରେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ କୃଷ୍ଣ ଚନ୍ଦ୍ର...

ଓଭରଲୋଡିଂ ଗାଡ଼ି ବିରୋଧରେ ସ୍ୱତନ୍ତ୍ର ଅଭିଯାନ

0

ଭୁବନେଶ୍ୱର : ସଡ଼କ ସୁରକ୍ଷା ନିୟମ ଉଲ୍ଲଂଘନ ବିରୋଧରେ ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶରେ ସ୍ୱତନ୍ତ୍ର ଏନଫୋର୍ସମେଣ୍ଟ ଜାରି ରହିଛି। ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନ ଓ ପରିବହନ ଆୟୁକ୍ତ ଅମିତାଭ ଠାକୁରଙ୍କ ନେତୃତ୍ୱରେ ତିନି ଦିନ ଧରି ରାଜ୍ୟବ୍ୟାପୀ ଆରଟିଓ ଟିମ୍ ଦ୍ଵାରା ଓଭରଲୋଡିଂ ଏବଂ ଫିଟନେସ୍ ଯାଞ୍ଚକୁ ଗୁରୁତ୍ୱ ଦିଆଯାଇଥିଲା। ତିନି ଦିନରେ ରାଜ୍ୟରେ ଓଭରଲୋଡିଂ ପାଇଁ ୨୭୫ଟି ଗାଡ଼ି ବିରୋଧରେ ଚାଲାଣ କଟିଥିବା ବେଳେ ଗାଡ଼ିର ଫିଟନେସ୍ ଠିକ...

ମାଣ୍ଡିଆ ଦିବସ ପାଳନ ପାଇଁ ପ୍ରସ୍ତୁତି

0

ଭୁବନେଶ୍ୱର : ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ମାଣ୍ଡିଆ ଦିବସ ପାଳନ ପାଇଁ ପ୍ରସ୍ତୁତି ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା ଏକମାତ୍ର ରାଜ୍ୟଭାବେ ମାଣ୍ଡିଆ ଦିବସ ପାଳନ କରୁଛି । ପ୍ରତିବର୍ଷ ନଭେମ୍ବର ମାସ ୧୦ ତାରିଖକୁ ମାଣ୍ଡିଆ ଦିବସ ରୂପେ ପାଳନ କରାଯାଉଅଛି । ଏହି  ବର୍ଷ ମଧ୍ୟ ଆସନ୍ତା ନଭେମ୍ବର ୧୦ ଓ ୧୧ ରେ ଦୁଇଦିନ ଧରି ଅନ୍ତର୍ଜାତୀୟ ପୁଷ୍ଟିଶସ୍ଯ ସମ୍ମିଳନୀ...

Road Show For Aluminium Park

0

Bhubaneswar: In a significant move to bolster the state's industrial ecosystem, National Aluminium Company Limited (NALCO) is actively revitalizing its Aluminium Park at Angul, with a strong emphasis on integrating Micro, Small, and Medium Enterprises (MSMEs) as ancillary and downstream industries. This initiative, designed to foster local value addition and employment, is being spearheaded by a dedicated team from...

CM Visits Sambalpur

0

Sambalpur: Chief Minister Shri Mohan Majhi arrived in Sambalpur today, kicking off a series of programs and events in the region. Upon his arrival at the Jamadarapali Airstrip, the Chief Minister was greeted with a warm welcome and felicitated by local officials. Among those who received the Chief Minister were Secretary Sports and Revenue Divisional Commissioner, Shri Sachin Ramachandra Jadhav,...

Odisha Prepares For International Millet Symposium

0

Bhubaneswar: A high-level preparatory meeting was convened today at Lok Seva Bhawan, Bhubaneswar, under the chairmanship of Deputy Chief Minister and Minister of Agriculture and Farmers' Empowerment and Energy, Shri Kanak Vardhan Singh Deo, to organize the upcoming International Symposium on Millets. The symposium is scheduled to take place on November 10th and 11th, coinciding with "Mandia Dibasa," the...

ଶତ ପ୍ରତିଶତ ହୋଇନି ଡ୍ରିଙ୍କ୍‍ ଫ୍ରମ ଟ୍ୟାପ୍‍

0

ଭୁବନେଶ୍ୱର : ସହରାଞ୍ଚଳବାସୀଙ୍କୁ ଡ୍ରିଙ୍କ୍‍ ଫ୍ରମ ଟ୍ୟାପ୍‍ ଯୋଜନାରେ ପାଇପ୍‍ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ନେଇ ବାରମ୍ବାର ଘୋଷଣା ହେଉଥିବାବେଳେ ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱର ଓ କଟକ ସହରର ସମସ୍ତ ବାସିନ୍ଦା ଏହି ସୁବିଧା ପାଇପାରି ନାହାନ୍ତି । ଏହି ଦୁଇ ମହାନଗରର ସମସ୍ତ ବାସିନ୍ଦା ଏଥିରେ ସାମିଲ ପାଇଁ ଆସନ୍ତା ବର୍ଷ ମାର୍ଚ୍ଚ ମାସକୁ ସମୟ ଧାର୍ଯ୍ୟ ହୋଇଛି । ବର୍ତ୍ତମାନ ରାଜ୍ୟର ୧୬ଟି ସହରାଞ୍ଚଳରେ ଡ୍ରିଙ୍କ୍‍ ଫ୍ରମ ଟ୍ୟାପ ଯୋଜନାର କାର୍ଯ୍ୟ ଜାରି ରହିଛି । ଏହିସବୁ ସହରାଞ୍ଚଳ...

ପୂଜା ଛୁଟି ପୂର୍ବରୁ ଛାତ୍ର ସଂସଦ ନିର୍ବାଚନ

0

ଭୁବନେଶ୍ୱର : ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ କରିବା ପାଇଁ ଏଯାବତ୍‍ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇନାହିଁ । ଏ ସଂକ୍ରାନ୍ତୀୟ ପ୍ରସ୍ତାବ ସରକାରଙ୍କର ସକ୍ରିୟ ବିଚାରାଧୀନ ଥିବାରୁ ଯଦି ସକରାତ୍ମକ ନିଷ୍ପତ୍ତି ହୁଏ ତେବେ ଚଳିତ ମାସରେ ଯେ କୌଣସି ସମୟରେ ଏ ସଂକ୍ରାନ୍ତୀୟ ଘୋଷଣା ପ୍ରକାଶ ପାଇବାର ସମ୍ଭାବନା ଥିବାରୁ ଶିକ୍ଷାନୁଷ୍ଠାନଗୁଡ଼ିକରେ ଆଶାୟୀ ପ୍ରାର୍ଥୀ ଏବଂ ରାଜନୈତିକ ଦଳଗୁଡ଼ିକର ଛାତ୍ର ସଂଗଠନମାନେ ବିଶେଷ ତତ୍ପରତା ପ୍ରକାଶ କରୁଛନ୍ତି । ଦୁର୍ଗା ପୂଜା ପାଇଁ ଚଳିତ ମାସର ଶେଷ ଆଡକୁ...