ଜନଜାତି ଛାତ୍ରଛାତ୍ରୀଙ୍କୁ ସଶକ୍ତ କର

ଭୁବନେଶ୍ୱର : ଶିକ୍ଷା ମାଧ୍ୟମରେ ଜନଜାତି ଛାତ୍ରଛାତ୍ରୀଙ୍କୁ ସଶକ୍ତ କରିବା ପାଇଁ ଭିତ୍ତିଭୂମି ବିକାଶର ଆବଶ୍ୟକତା ରହିଛି । ଏଥିପାଇଁ ୪୫୦ଟି ଆବାସିକ ବିଦ୍ୟାଳୟରେ ହଷ୍ଟେଲ ନିର୍ମାଣକୁ ଯୁଦ୍ଧକାଳୀନ ଭିତ୍ତିରେ ସାରିବା, ଜନଜାତି ଛାତ୍ରଛାତ୍ରୀଙ୍କୁ ଇଂରାଜୀ ଶିକ୍ଷା ଯୋଗାଇଦେବା ପାଇଁ କାର୍ଯ୍ୟକାରୀ ହେଉଥିବା ଅନ୍ବେଷା ହଷ୍ଟେଲରେ ଘରୋଇ ଶିକ୍ଷକ ନିଯୁକ୍ତ କରିବା ସହ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଛାତ୍ରଛାତ୍ରୀଙ୍କ ପାଇଁ ୧୦୦ ଶଯ୍ୟାବିଶିଷ୍ଟ ହଷ୍ଟେଲକୁ ବିକଶିତ କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି...

Padhee Takes Urban Charge

0

Bhubaneswar: Ace Administrator, Usha Padhee assumed charges as Principal Secretary of the Housing and Urban Development (H&UD) Department. After assuming charges She interacted with senior officers of the department to outline her vision for its future. During the discussion, Shrimati Padhee underscored the department's esteemed reputation Nationwide and articulated a clear path forward. Emphasizing the importance of teamwork, she stressed...

ପୁଷ୍ଟିକର ମଧ୍ୟାହ୍ନ ଭୋଜନ ଉପରେ ଗୁରୁତ୍ୱ

0

ଭୁବନେଶ୍ୱର : ସରକାରୀ ବିଦ୍ୟାଳୟରେ ପଢ଼ିଥିବା ଛାତ୍ରଛାତ୍ରୀମାନଙ୍କୁ ସୁରକ୍ଷିତ ଓ ସ୍ୱାସ୍ଥ୍ୟକର ମଧ୍ୟାହ୍ନ ଭୋଜନ ଯୋଗାଇଦେବା ଉପରେ ଗୁରୁତ୍ବ ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ । ସୁରକ୍ଷିତ ଓ ସ୍ୱାସ୍ଥ୍ୟକର ମଧ୍ୟାହ୍ନ ଭୋଜନ ଯୋଗାଇଦେବା ଲକ୍ଷ୍ୟରେ ମିଶନ ଶକ୍ତି ଭବନ ପରିସରରେ ଆଜି ଏକ ଦୁଇଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ୮ ଟି ପର୍ଯ୍ୟାୟରେ...

ସିବିଆଇ ଜାଲରେ କେନ୍ଦ୍ରୀୟ ଅବକାରୀ ଅଧୀକ୍ଷକ

0

ଭୁବନେଶ୍ୱର : ଜିଏସଟି ଫେରସ୍ତ କରିବା ବଦଳରେ ଜନୈକ ଅଭିଯୋଗକାରୀଙ୍କଠାରୁ ୧୫,୦୦୦/- ଟଙ୍କା ଲାଞ୍ଚ ନେଉଥିବା ବେଳେ ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର କେନ୍ଦ୍ରୀୟ ଜିଏସଟି ଏବଂ କେନ୍ଦ୍ରୀୟ ଅବକାରୀ ଅଧୀକ୍ଷକ ଶ୍ରୀ ମନୋଜ କୁମାର ସୁବୁଦ୍ଧିଙ୍କୁ ସିବିଆଇ ଗିରଫ କରିଛି। ବ୍ରହ୍ମପୁରର କେନ୍ଦ୍ରୀୟ ଜିଏସଟି ଓ କେନ୍ଦ୍ରୀୟ ଅବକାରୀ ଅଧୀକ୍ଷକଙ୍କ ବିରୋଧରେ ଅଭିଯୋଗ ଆଧାରରେ ସିବିଆଇ ୦୯.୦୭.୨୦୨୪ରେ ଏକ ମାମଲା ରୁଜୁ କରିଥିଲା। ଅଭିଯୁକ୍ତ ପୂର୍ବରୁ ଅଭିଯୋଗକାରୀଙ୍କୁ ୧.୭୭ ଲକ୍ଷ ଟଙ୍କାର ଜିଏସଟି ଫେରସ୍ତ ପ୍ରକ୍ରିୟା କରିଥିବା ଦର୍ଶାଇ ଏବଂ ଅଭିଯୋଗକାରୀଙ୍କୁ ପ୍ରାୟ ୩...

ଅଗ୍ନିବୀର ବିବାଦର ସ୍ପଷ୍ଟୀକରଣ

0

ନୂଆଦିଲ୍ଲୀ : ସହିଦ ଅଗ୍ନିବୀର ପରିବାରକୁ ମିଳୁଥିବା ଅନୁକମ୍ପାମୂଳକ କ୍ଷତିପୂରଣ ସମ୍ପର୍କରେ ପୂର୍ବତନ ବାୟୁସେନା ମୁଖ୍ୟ ଆରକେଏସ୍‌ ଭଦୌରିଆ ସ୍ପଷ୍ଟ ଭାବେ ସୂଚନା ଦେଇ କହିଛନ୍ତି ଯେ, ବିସ୍ତୃତ ମାର୍ଗଦର୍ଶିକା କାରଣରୁ କ୍ଷତିପୂରଣ ପ୍ରଦାନ ପ୍ରକ୍ରିୟା ପାଇଁ ସାଧାରଣତଃ ଦୁଇରୁ ତିନି ମାସ ଲାଗିଥାଏ। ଅନୁକମ୍ପାମୂଳକ କ୍ଷତିପୂରଣ ପ୍ରକ୍ରିୟାରେ ସାମିଲ ବିଭିନ୍ନ ପର୍ଯ୍ୟାୟ ସମ୍ପର୍କରେ ସବିଶେଷ ସୂଚନା ଦେଇ ଶ୍ରୀ ଭଦୌରିଆ ସମ୍ପୂର୍ଣ୍ଣ ଅର୍ଥପଇଠ ପାଇଁ ଲାଗୁଥିବା ସମୟକୁ ନେଇ ଦେଖା ଦେଇଥିବା ସମସ୍ତ ବିବାଦକୁ ଖଣ୍ଡନ କରିଛନ୍ତି। ସେ କହିଛନ୍ତି, ଅନୁକମ୍ପାମୂଳକ ଅର୍ଥରାଶି...

ଦାୟିତ୍ୱ ଗ୍ରହଣ କଲେ ଉଷା ପାଢ଼ୀ

ଭୁବନେଶ୍ଵର : ଶ୍ରୀମତୀ ଉଷା ପାଢ଼ୀ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ଗ୍ରହଣ କରିବା ପରେ ବିଭାଗୀୟ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରି ଏହାର ଭବିଷ୍ୟତ ପାଇଁ ନିଜର ଦୃଷ୍ଟିକୋଣ ନେଇ ଆଲୋଚନା କରିଥିଲେ।ଆଲୋଚନା ବେଳେ ଶ୍ରୀମତୀ ପାଢ଼ୀ ବିଭାଗର ସମ୍ମାନଜନକ ପ୍ରତିଷ୍ଠା ଉପରେ ଆଲୋକପାତ କରିବା ସହ ଆଗକୁ ଯିବାର ଏକ ସ୍ପଷ୍ଟ ମାର୍ଗ ଦର୍ଶାଇଥିଲେ। ଦଳଗତ କାର୍ଯ୍ୟର ଗୁରୁତ୍ୱ ଉପରେ ଗୁରୁତ୍ୱାରୋପ କରି କହିଥିଲେ...

Ex-CM Writes To CM

0

Bhubaneswar: Expressing serious concern over the slip of Lord Balabhadra during Pahandi ritual in Puri, Leader of Opposition Naveen Patnaik today urged Chief Minister Mohan Charan Majhi to take the necessary steps to ensure that such incidents do not occur in the future. Lord Balavadra slipped while being taken by the servitors on the ceremonial "Goti Pahandi" to the Adap...

46 Lakh Returned To Victims

0

Bhubaneswar: Cracking down cyber fraudsters, the Twin City Police Commissionerate has frozen around Rs 9.5 crore and returned Rs 46 lakh to the victims who were duped by the fraudsters. Speaking to media persons here, Police Commissioner Sanjeeb Panda said 2,394 cyber fraud cases have been registered in several police stations during the last six months (January and June), with...

Singh New OSD Home

0

Bhubaneswar: State Government today transferred senior IPS Officer Ashish Kumar Singh to the Home Department as an Officer on Special Duty (OSD).  “Ashish Kumar Singh, IPS, (RR-2004), IGP, CM (security) is transferred and posted as OSD, Home Department with immediate effect," said a notification issued by the Home Department today.  Following a complaint by Odisha BJP ahead of the Lok Sabha...

ଓଡିଆରେ ସରକାରୀ କାର୍ଯ୍ୟ ଅଡୁଆ

ଭୁବନେଶ୍ୱର : ସମସ୍ତ ସରକାରୀ କାର୍ଯ୍ୟ ଓଡିଆ ଭାଷାରେ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଲୋକସେବା ଭବନ ସ୍ଥିତ ନିଜ ଦପ୍ତରକୁ ଯିବାର ପ୍ରଥମ ଦିନ ସ୍ପଷ୍ଟଭାବେ କହିଥିବାବେଳେ ଏବେ ଜଣକ ପରେ ଜଣେ ମନ୍ତ୍ରୀ ଓଡିଆ ଭାଷାରେ ସରକାରୀ କାର୍ଯ୍ୟ ଉପରେ ଗୁରୁତ୍ୱ ଦେଉଛନ୍ତି । ଏପରିକି କର୍ମଚାରୀମାନଙ୍କୁ ଓଡିଆ ଭାଷାରେ କାର୍ଯ୍ୟ କିଭଳି ହେବ ତାହା ଶିଖିବାପାଇଁ ପରାମର୍ଶ ବି ଦେଇଛନ୍ତି । ବର୍ତ୍ତମାନ ସମସ୍ତ ସରକାରୀ ନଥି କାର୍ଯ୍ୟ କମ୍ପ୍ୟୁଟର ମାଧ୍ୟମରେ ହେଉଥିବାବେଳେ ସରକାରଙ୍କର ଅଧିକାଂଶ କମ୍ପ୍ୟୁଟରରେ...