ସହଯୋଗୀ ଶିକ୍ଷା ବ୍ୟବସ୍ଥା ପାଇଁ ଆହ୍ୱାନ

ନୂଆଦିଲ୍ଲୀ : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳମାନଙ୍କ ସହ ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗର ସମୀକ୍ଷା ବୈଠକର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ  ଶ୍ରୀ ପ୍ରଧାନ ସମଗ୍ର ଭାରତବର୍ଷରେ ବିଦ୍ୟାଳୟ ଶିକ୍ଷାର ସାମଗ୍ରିକ ବିକାଶ ପାଇଁ ଆଗାମୀ ପାଞ୍ଚ ବର୍ଷର ରୋଡମ୍ୟାପ୍ ଉପରେ ନିଜ ମତ ରଖିଛନ୍ତି ।  ସେ କହିଛନ୍ତି ଯେ ଶିକ୍ଷା ହେଉଛି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବିକଶିତ ଭାରତ ପରିକଳ୍ପନାର ଏକ ପ୍ରମୁଖ...

Timeline For Ratna Bhandar

Puri: A high-level committee led by Orissa High Court judge Justice Biswanath Rath for inventorisation of jewelleries and other valuables stored in Ratna Bhandar, treasury of Shree Jagannath Temple, Puri, has decided to recommend the State Government to reopen the Bhandar on July 14. “A consensus was reached during the meeting to recommend that the State Government reopen the inner...

ସଫଳ ଗୁଣ୍ଡିଚା ଯାତ୍ରା ପାଇଁ କୃତଜ୍ଞତା

0

ଭୁବନେଶ୍ୱର : ପୁରୀଠାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ରଥଯାତ୍ରା ଓ ଏଥି ସମ୍ପର୍କିତ ସମସ୍ତ ନୀତିକାନ୍ତି ସୁରୁଖୁରୁରେ ସମ୍ପନ୍ନ ହୋଇଛି । ଏଥି ପାଇଁ ମାନ୍ୟବର ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସମସ୍ତ ସେବାୟତ, ସେବାୟତ ନିଯୋଗର ପ୍ରତିନିଧିଙ୍କ ସହଯୋଗ ପାଇଁ କୃତଜ୍ଞତା ଜଣାଇଛନ୍ତି । ଏଥି ସହିତ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ, ଜିଲ୍ଲା ପ୍ରଶାସନର ସମସ୍ତ ଅଧିକାରୀ ଓ କର୍ମଚାରୀ, ରାଜ୍ୟ ଆରକ୍ଷୀ ବାହିନୀ, ସେ୍ୱଚ୍ଛାସେବୀ ସଂଗଠନ, ସଫେଇ କର୍ମଚାରୀ, ଡାକ୍ତର ଓ...

Plea For Tech Use

Bhubaneswar: President Droupadi Murmu today said along with the boon of science, there is always the danger of its curse. Today, very rapid changes are taking place in the field of science and technology. New technological developments are providing capabilities to human society, but at the same time, they are also creating new challenges for humanity, the President said while gracing the...

ଶିକ୍ଷା ଜଗତରେ ନାଇଜରର ସ୍ଥାନ ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର : ଜାତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ନାଇଜର)ର ତ୍ରୟୋଦଶ ଦୀକ୍ଷାନ୍ତ ସମାରୋହରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଯୋଗ ଦେଇଛନ୍ତି । ଏହି ଅବସରରେ ରାଷ୍ଟ୍ରପତି କହିଥିଲେ ଯେ ନାଇଜରର ଯାତ୍ରା ଅଳ୍ପ କିଛି ବର୍ଷ ତଳୁ ଆରମ୍ଭ ହୋଇଛି, କିନ୍ତୁ କମ ସମୟ ମଧ୍ୟରେ ଏହା ଶିକ୍ଷା ଜଗତରେ ନିଜ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ସୃଷ୍ଟି କରିଛି । ବିଜ୍ଞାନର ଯଥାର୍ଥତା ଓ ପରମ୍ପରାର ମୂଲ୍ୟବୋଧକୁ ସମନ୍ୱିତ କରି ଏହି ଅନୁଷ୍ଠାନ ଆଗକୁ ବଢ଼ୁଥିବାରୁ ସେ ଖୁସି...

ଦିବ୍ୟ ରିଟ୍ରିଟ୍ କେନ୍ଦ୍ର ଉଦଘାଟିତ

0

ଭୁବନେଶ୍ୱର : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ହରିଡ଼ାମଡ଼ା ଗ୍ରାମରେ ବ୍ରହ୍ମକୁମାରୀମାନଙ୍କର ଡିଭାଇନ୍ ରିଟ୍ରିଟ୍ ସେଣ୍ଟରକୁ ଉଦଘାଟନ କରିଛନ୍ତି। ସେ ବ୍ରହ୍ମକୁମାରୀମାନଙ୍କର ‘ଦୀର୍ଘସ୍ଥାୟିତ୍ୱ ପାଇଁ ଜୀବନଶୈଳୀ’ର ଏକ ଜାତୀୟ ଅଭିଯାନ ମଧ୍ୟ ଆରମ୍ଭ କରିଥିଲେ । ଏହି ଅବସରରେ ଉଦବୋଧନ ଦେଇ ରାଷ୍ଟ୍ରପତି କହିଥିଲେ ଯେ ପ୍ରକୃତି ମାତା ଆମକୁ ଦେଇଥିବା ପରିପୂର୍ଣ୍ଣ ସମ୍ପଦ ଯଥା- ଜଙ୍ଗଲ, ପର୍ବତ, ନଦୀ, ହ୍ରଦ, ସମୁଦ୍ର, ବର୍ଷା, ବାୟୁ- ଏସବୁ ଜୀବଜନ୍ତୁଙ୍କ ବଞ୍ଚିବା ପାଇଁ ଜରୁରୀ। କିନ୍ତୁ ମନୁଷ୍ୟ ମନେ ରଖିବା ଉଚିତ ଯେ ପ୍ରକୃତିର ପ୍ରଚୁରତାକୁ...

କର୍ମଚାରୀ ଦମନ ନୀତି ଉଚ୍ଛେଦ ଦାବି

ଭୁବନେଶ୍ୱର : ବିଭିନ୍ନ ସରକାରୀ ଅନୁଷ୍ଠାନ ଏବଂ ବିଶେଷକରି କର୍ତ୍ତବ୍ୟନିଷ୍ଠ କର୍ମଚାରୀମାନଙ୍କୁ ଦବାଇ ରଖିବାପାଇଁ ଗତ ସରକାର ସମୟରେ ଦମନମୂଳକ ପଦକ୍ଷେପ ଗ୍ରହଣ କରାଯିବାରୁ ଯେଉଁ ପ୍ରତିକ୍ରିୟା ସୃଷ୍ଟି ହୋଇଥିଲା ତାହାର ପ୍ରତିଫଳନ ନିର୍ବାଚନରେ ପଡିଲା । ଓଡିଶାରେ ସରକାର ପରିବର୍ତ୍ତନର ବହୁ କାରଣ ମଧ୍ୟରୁ ଏହା ଅନ୍ୟତମ ହୋଇଥିବା ପରିପ୍ରେକ୍ଷୀରେ ଏହି ଦମନମୂଳକ ନୀତିର ଶିକାର ହୋଇଥିବା ବ୍ୟବସ୍ଥାକୁ ନୂଆ ସରକାର ପୁନଃ ପ୍ରତିଷ୍ଠା କରିବାଲାଗି ବିଭିନ୍ନ କର୍ମଚାରୀ ସଂଘ ପକ୍ଷରୁ ଦାବି ଉଠୁଛି । ଚାକିରିରେ ଥାଇ ମୃତ୍ୟୁବରଣ କରୁଥିବା ଏବଂ...

ବଢିବ ଜବରଦଖଲ ଉଚ୍ଛେଦ ମାମଲା

0

ଭୁବନେଶ୍ୱର : ସରକାରୀ ଜମିକୁ ଜବରଦଖଲମୁକ୍ତ କରିବାପାଇଁ ମୁଖ୍ୟମନ୍ତ୍ରୀ ଓ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେବାପରେ ଏହା ଏବେ ପ୍ରଶାସନ ପାଇଁ ବଡ ଆହ୍ୱାନ ହୋଇଛି । ଖୋଦ୍‍ ରାଜଧାନୀରେ ଜବରଦଖଲ ଜମି ଉପରେ ୧୦ହଜାରରୁ ଅଧିକ ମାମଲା ଚାଲିଥିବାବେଳେ ସାରା ରାଜ୍ୟରେ ଏଭଳି ଅଦାଲତି ଲଢେଇ ଚାଲିଛି । ସରକାରଙ୍କର ଏଭଳି ପଦକ୍ଷେପ ପରେ ମାମଲା ସଂଖ୍ୟା ଆହୁରି ବଢିବ ବୋଲି ଆଶଙ୍କା କରାଯାଉଛି । ରାଜଧାନୀରେ ସରକାରୀ ଜମିକୁ ଜବଦରଖଲ କରିବା ସହିତ ତାହାକୁ ରାତାରାତି ବିକ୍ରି କରାଯାଉଛି...

ଗୁଣ୍ଡିଚା ମନ୍ଦିରରେ ତିନି ରଥ

0

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ତାଙ୍କ ଭାଇଭଉଣୀ ଭଗବାନ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ରଥ ନିର୍ଦ୍ଧାରିତ ସମୟ ଅନୁଯାୟୀ ଶ୍ରୀଗୁଣ୍ଡିଚା ମନ୍ଦିର ନିକଟସ୍ଥ ଶରଧାବାଲିରେ ପହଞ୍ଚିଛି। ଅପରାହ୍ନ ପ୍ରାୟ ସାଢ଼େ ୨ଟାରେ ତିନି ପବିତ୍ର ରଥ ପୁରୀ ଶରଧାବାଲିରେ ପହଞ୍ଚିଥିଲା। ହରିବୋଲ ଓ ଜୟ ଜଗନ୍ନାଥଙ୍କ ଧ୍ବନି ମଧ୍ୟରେ ଭଗବାନ ବଳଭଦ୍ରଙ୍କ ରଥ ତାଳଧ୍ୱଜ ପ୍ରଥମେ ଗୁଣ୍ଡିଚା ମନ୍ଦିରରେ ପହଞ୍ଚିବା ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନରେ ବିଜେ କରିଥିଲେ। ଶେଷରେ ମହାପ୍ରଭୁ ଜଗନ୍ନାଥଙ୍କ ରଥ ନନ୍ଦିଘୋଷ ଗନ୍ତବ୍ୟସ୍ଥଳରେ ପହଞ୍ଚିଥିଲା। ଜୁଲାଇ ୯ ତାରିଖ ସକାଳେ...

ଦୁଇ କ୍ରୀଡାବିତ୍‍ ପାଇଁ ପ୍ରୋତ୍ସାହନ ଘୋଷଣା

ଭୁବନେଶ୍ୱର : ଆଗାମୀ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିବାକୁ ଯୋଗ୍ୟତା ଅର୍ଜନ କରିଥିବା ଓଡ଼ିଶାର ଦୁଇ ଯୁବ ତାରକା ଶ୍ରୀ କିଶୋର ଜେନା ଏବଂ ଶ୍ରୀ ଅମିତ ରେହିଦାସଙ୍କୁ ଲକ୍ଷ୍ୟ ସାଧନ ଦିଗରେ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଘୋଷଣା କରିଛନ୍ତି । ଏହା ସେମାନଙ୍କୁ ଉତ୍କୃଷ୍ଟ ଖେଳ ପ୍ରଦର୍ଶନ କରି ଦେଶ ପାଇଁ ଗୌରବ ଆଣିବା ନିମନ୍ତେ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଶାବ୍ୟକ୍ତ କରିଛନ୍ତି । କ୍ରୀଡ଼ାର...